Base Word
אַשְׁקְלוֹן
Short DefinitionAshkelon, a place in Palestine
Long Definitiona maritime city of the Philistines, southwest of Jerusalem
Derivationprobably from H8254 in the sense of weighing-place (i.e., mart)
International Phonetic Alphabetʔɑʃ.k’ɛ̆ˈlon̪
IPA modʔɑʃ.kɛ̆ˈlo̞wn
Syllableʾašqĕlôn
Dictionash-keh-LONE
Diction Modash-keh-LONE
UsageAshkelon, Askalon
Part of speechn-pr-loc

ବିଚାରକର୍ତାମାନଙ୍କ ବିବରଣ 1:18
ୟିହକ୍ସ୍ଟଦାର ଲୋକମାନେ ଘାସା ସହର ଏବଂ ଏହାର ପାଶର୍‌ବବର୍ତ୍ତୀ ସହର ଅଧିକାର କଲେ। ସମାନେେ ଅସ୍କିଲୋନ୍ ସହରଗକ୍ସ୍ଟଡିକ ଓ ଇକୋର୍ଣ ଓ ତା'ର ପାଶର୍‌ବବର୍ତ୍ତୀ ଅଞ୍ଚଳକକ୍ସ୍ଟ ଅଧିକାର କଲେ।

ବିଚାରକର୍ତାମାନଙ୍କ ବିବରଣ 14:19
ଶାମ୍ଶାେନ୍ ଏଥି ରେ ବହକ୍ସ୍ଟତ ରାଗିଗଲେ। ତାଙ୍କ ଉପରକକ୍ସ୍ଟ ସଦାପ୍ରଭୁଙ୍କ ଆତ୍ମା ବହକ୍ସ୍ଟତ ଶକ୍ତିଶାଳୀ ଭାବରେ ଆସିଲେ। ସେ ଅସ୍କିଲୋନକକ୍ସ୍ଟ ୟାଇ ସଠାେରେ ତିରିଶ ଜଣଙ୍କକ୍ସ୍ଟ ହତ୍ଯା କଲେ। ସେ ସମାନଙ୍କେର ବସ୍ତ୍ର ନଇେ ପ୍ର ହଳେିକାର ଅର୍ଥକାରୀମାନଙ୍କୁ ଗୋଟିଏ ଗୋଟିଏ ୟୋଡା ବସ୍ତ୍ର ଦେଲେ। କିନ୍ତୁ ତା'ର କୋରଧ ପ୍ରଜ୍ଜୋଳିତ ହବୋରକ୍ସ୍ଟ, ସେ ଆପଣାର ପିତୃଗୃହକକ୍ସ୍ଟ ଗ୍ଭଲିଗଲେ।

ପ୍ରଥମ ଶାମୁୟେଲ 6:17
ଏହିପରି ଭାବରେ ପଲେଷ୍ଟୀୟମାନେ ସମାନଙ୍କେର ପାପ ପାଇଁ ପରମେଶ୍ବରଙ୍କଠା ରେ ସକ୍ସ୍ଟବର୍ଣ୍ଣର ଅବର୍କ୍ସ୍ଟଦ ଉତ୍ସର୍ଗ କଲେ: ଅସଦୋଦ୍ ପାଇଁ ଗୋଟିଏ, ଘସା ପାଇଁ ଗୋଟିଏ, ଅସ୍କିଲୋନ ପାଇଁ ଗୋଟିଏ, ଗାଥ୍ ପାଇଁ ଗୋଟିଏ ଏବଂ ଇକୋର୍ଣ ପାଇଁ ଗୋଟିଏ।

ଦିତୀୟ ଶାମୁୟେଲ 1:20
ଗାଥ ସହରକକ୍ସ୍ଟ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ତ ରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସହେି ପଲେଷ୍ଟୀୟ ନଗରଗକ୍ସ୍ଟଡିକ ଆନନ୍ଦ କରିବେ। ସହେି ନଗରର ଅସଭ୍ଯ ପ୍ରତିମା ପୂଜକଗଣ ଆନନ୍ଦିତ ହବେ।

ଯିରିମିୟ 25:20
ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ

ଯିରିମିୟ 47:5
ଘସାର ଲୋକମାନେ ଦୁଃଖିତ ହାଇେ ସମାନଙ୍କେର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହାଇେଅଛନ୍ତି। ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ନିଜକୁ କାଟିବ ?

ଯିରିମିୟ 47:7
ମାତ୍ର ସଦାପ୍ରଭୁଙ୍କ ଖଡ୍ଗ କିପରି କ୍ଷାନ୍ତ ହବେ ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧ ରେ ଓ ସମୁଦ୍ର ତୀର ବିରୁଦ୍ଧ ରେ ତାହାକୁ ନିୟୁକ୍ତ କରିଅଛନ୍ତି।

ଆମୋଷ 1:8
ଆଉ ମଧ୍ଯ ଅସ୍ଦୋଦର ସିଂହାସନ ରେ ବସିଥିବା ଲୋକଟିକୁ ଧ୍ବଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ଯ ବିନାଶ କରିବା। ଇକ୍ରୋଣ୍ର ଲୋକମାନଙ୍କୁ ମଧ୍ଯ ଆମ୍ଭେ ଦଣ୍ତ ଦବୋ। ତା'ପ ରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସମାନେେ ମଧ୍ଯ ମୃତ୍ଯୁବରଣ କରିବେ। ସଦାପ୍ରଭୁ ପରମେଶ୍ବର ଏହିସବୁ କହିଥିଲେ।

ସିଫନିୟ 2:4
ଘସା ରେ କାହାରିକୁ ଛଡାୟିବ ନାହିଁ। ଅସ୍କିଲୋନ ଧ୍ବଂସ ହବେ, ମଧ୍ଯାହ୍ନ ସୁଦ୍ଧା ଲୋକମାଙ୍କୁ ଅସଦୋଦ୍ ଛାଡିବାକୁ ବାଧ୍ଯ କରାୟିବ। ଇକ୍ରୋଣ ଶୂନ୍ଯ ହାଇଯେିବ।

ସିଫନିୟ 2:7
ତା'ପ ରେ ସହେି ରାଜ୍ଯ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସହେି ଲୋକମାନଙ୍କୁ ସ୍ମରଣ କରିବେ। ସହେି ଲୋକମାନେ ବିଦେଶ ରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଫରୋଇ ଆଣିବେ। ତା'ପ ରେ ଯିହୁଦାର ଲୋକମାନେ ସମାନଙ୍କେର ମଷଗେୁଡିକୁ ସହେି ପଡିଆ ରେ ଚରିବାକୁ ଦବେେ। ସନ୍ଧ୍ଯା ବେଳେ ଅସ୍କିଲୋନର ଶୂନ୍ଯ ଗୃହ ରେ ସମାନେେ ପଡି ରହିବେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்