Base Word | |
שֹׁרֶשׁ | |
Short Definition | a root (literally or figuratively) |
Long Definition | root |
Derivation | corresponding to H8328 |
International Phonetic Alphabet | ʃoˈrɛʃ |
IPA mod | ʃo̞wˈʁɛʃ |
Syllable | šōreš |
Diction | shoh-RESH |
Diction Mod | shoh-RESH |
Usage | root |
Part of speech | n-m |
ଦାନିଏଲ 4:15
ତାହାର ମୂଳ ଲୌହ ଓ ପିତ୍ତଳମଯ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ ତୃଣ ରେ ରଖ ଓ ତାହା ଆକାଶର କାକର ରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣ ରେ ତାହାର ଅଂଶ ହେଉ।
ଦାନିଏଲ 4:23
ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'
ଦାନିଏଲ 4:26
ଆଉ ବୃକ୍ଷର ମୂଳ, ଗଣ୍ତି ଛାଡିବାକୁ ଆଜ୍ଞା ଦିଆୟିବାର ଅର୍ଥ ଏହି ଯେ, ତୁମ୍ଭେ ପୁଣି ତୁମ୍ଭର ରାଜ୍ଯ ଫରେି ପାଇବ, କିନ୍ତୁ ତୁମ୍ଭେ ନିଶ୍ଚିତ ଅନୁଭବ କରିବା ଉଚିତ୍ ଯେ, ସର୍ବୋପରିସ୍ଥ ପରମେଶ୍ବର ରାଜ୍ଯ ରେ ଶାସନ କରନ୍ତି।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்