Base Word
שִׁשִּׁים
Short Definitionsixty
Long Definitionsixty, three score
Derivationmultiple of H8337
International Phonetic Alphabetʃɪʃˈʃɪi̯m
IPA modʃiˈʃːiːm
Syllablešiššîm
Dictionshish-SHEEM
Diction Modshee-SHEEM
Usagesixty, three score
Part of speechn

ଆଦି ପୁସ୍ତକ 5:15
ମହଲଲଲେ ପଞ୍ଚଷଠି ବର୍ଷ ବଯସ ରେ ଯରଦେ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲେ।

ଆଦି ପୁସ୍ତକ 5:18
ଯରଦେକୁ ଯେତବେେଳେ 162 ବର୍ଷ ବଯସ ହାଇେଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲ, ତାହାର ନାମ ହନୋକ।

ଆଦି ପୁସ୍ତକ 5:20
ଏହିପରି ଭାବରେ ଯରଦେ 962 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।

ଆଦି ପୁସ୍ତକ 5:21
ହନୋକ 65 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶଲହେ।

ଆଦି ପୁସ୍ତକ 5:23
ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।

ଆଦି ପୁସ୍ତକ 5:27
ମଥୁଶଲହେ ମାଟେ 969 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।

ଆଦି ପୁସ୍ତକ 25:26
ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବଯସ ରେ ଏହି ୟାଆଁଳା ପୁତ୍ର ଜନ୍ମ ହେଲେ।

ଆଦି ପୁସ୍ତକ 46:26
ଯାକୁବଙ୍କ ବଂଶଧର, ଯେଉଁଲୋକ ତାଙ୍କ ସଙ୍ଗ ରେ ମିଶର ରେ ଉପସ୍ଥିତ ହେଲ। ସମାନେେ 66 ଜଣ ଥିଲେ। (ଯାକୁବଙ୍କ ପୁତ୍ରବଧୁ ବିନା)

ଲେବୀୟ ପୁସ୍ତକ 12:5
ମାତ୍ର ଯବେେ ଜଣେ ସ୍ତ୍ରୀ କନ୍ଯା ପ୍ରସବ କରେ, ସହେିଭଳି ସ୍ତ୍ରୀ ଧର୍ମର ଅ େଶୗଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦହରେ ରକ୍ତସ୍ରାବରୁ ଶୁଦ୍ଧ ହବୋପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।

ଲେବୀୟ ପୁସ୍ତକ 27:3
କୋଡିଏ ବର୍ଷ ଠାରୁ ଷାଠିଏ ବର୍ଷ ପର୍ୟ୍ଯନ୍ତ ପୁରୁଷ ହେଲେ ତୁମ୍ଭର ନିରୂପିତ ମୂଲ୍ଯ ପବିତ୍ରସ୍ଥାନର ଶକେଲ ଅନୁସାରେ ପଗ୍ଭଶ ଶକେଲ ରୂପା ହବେ।

Occurences : 59

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்