Base Word
תּוֹר
Short Definitiona ring-dove, often (figuratively) as a term of endearment
Long Definitiondove, turtledove
Derivationor תֹּר; probably the same as H8447
International Phonetic Alphabett̪or
IPA modto̞wʁ
Syllabletôr
Dictiontore
Diction Modtore
Usage(turtle) dove
Part of speechn-f

ଆଦି ପୁସ୍ତକ 15:9
ସଦାପ୍ରଭୁ ଉତ୍ତର ଦେଲେ, ତୁମ୍ଭେ ଏକ ତିନି ବର୍ଷର ବାଛୁରୀ, ଗୋଟିଏ ତିନି ବର୍ଷର ମାଇ ଛଳେି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ୟୁବା କପୋତ ମାେ ନିକଟକୁ ଆଣ।

ଲେବୀୟ ପୁସ୍ତକ 1:14
ଯଦି କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ କୌଣସି ପକ୍ଷୀବଳି ଉତ୍ସର୍ଗ କରିବ, ତବେେ ତାହା କପୋତ କିମ୍ବା ପାରା ଶାବକ ହାଇେଥିବ।

ଲେବୀୟ ପୁସ୍ତକ 5:7
ଯଦି ସେ ମଷେ ଶାବକ ଦବୋକୁ ଅକ୍ଷମ ଦବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 5:11
ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତବେେ ସେ ପାପାର୍ଥକ ନବୈେଦ୍ଯ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥି ରେ ତୈଳ ଦବୋ ଉଚିତ୍ ନୁହେଁ କି ସୁଗନ୍ଧି ହବୋ ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନବୈେଦ୍ଯ ।

ଲେବୀୟ ପୁସ୍ତକ 12:6
ତା'ପରେ ପୁତ୍ର ବା କନ୍ଯା ପ୍ରସବର ଅ େଶୗଚ ଦିନ ପୂର୍ଣ୍ଣ ହେଲ ସେ ବଳିଦାନ ନିମନ୍ତେ ଏକବର୍ଷୀଯ ଏକ ମଷେ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ ତମ୍ବୁର ଦ୍ବାରର ଯାଜକ ନିକଟକୁ ଆମିବ।

ଲେବୀୟ ପୁସ୍ତକ 12:8
ଯାଜକ ସଗେୁଡିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରଯଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ଯା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ଯବସ୍ଥା ଅଟେ।

ଲେବୀୟ ପୁସ୍ତକ 14:22
ପୁଣି ସହେି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ଯ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହାମବେଳି ହବେ।

ଲେବୀୟ ପୁସ୍ତକ 14:30
ପୁଣି ସେ ତା'ର ପ୍ରାପ୍ତିର ସାଧ୍ଯ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ଯରୁ ଗୋଟିଏ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 15:14
ଅଷ୍ଟମ ଦିନ ରେ ସହେି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ଯାଜକକୁ ଅର୍ପଣ କରିବ।

ଲେବୀୟ ପୁସ୍ତକ 15:29
ତା'ପରେ ଅଷ୍ଟମ ଦିନ ରେ ସହେି ସ୍ତ୍ରୀ ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ ତମ୍ବୁର ଦ୍ବାର ନିକଟରେ ଯାଜକକୁ ଅର୍ପଣ କରିବ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்