Base Word
תַּחֲלוּא
Short Definitiona malady
Long Definitiondiseases
Derivationor תַּחֲלֻא; from H2456
International Phonetic Alphabett̪ɑ.ħə̆ˈluːʔ
IPA modtɑ.χə̆ˈluʔ
Syllabletaḥălûʾ
Dictionta-huh-LOO
Diction Modta-huh-LOO
Usagedisease, × grievous, (that are) sick(-ness)
Part of speechn-m

ଦିତୀୟ ବିବରଣ 29:22
ଭବିଷ୍ଯତ ରେ ତୁମ୍ଭର ଭବିଷ୍ଯତ ବଂଶଧରଗଣ ଓ ବହକ୍ସ୍ଟ ଦୂର ସ୍ଥାନରକ୍ସ୍ଟ ଆସକ୍ସ୍ଟଥିବା ବିଦେଶୀଗଣ ବିନାଶ ଓ ବିପର୍ୟ୍ଯଯ ଦେଖିବେ, ଯାହା ସଦାପ୍ରଭୁ ଦେଶକକ୍ସ୍ଟ ଆଘାତ କରିଛନ୍ତି।

ଦିତୀୟ ବଂଶାବଳୀ 21:19
ଆଉ, ଦୁଇବର୍ଷ ପରେ ଅତିରିକ୍ତ ଅସୁସ୍ଥତା ହତେୁରୁ ଯିହାରୋମ୍ଙ୍କର ଅନ୍ତବୁଜୁଳା ବାହାରି ପଡ଼ିଲା। ଅତ୍ଯନ୍ତ ୟନ୍ତ୍ରଣା ଭୋଗି ସେ ମୃତ୍ଯୁବରଣ କଲେ। ତାଙ୍କ ପିତାଙ୍କ ନିମନ୍ତେ ଯେପରି କରିଥିଲେ, ଲୋକମାନେ ସପରେି ୟିହୋରାମ୍ଙ୍କ ସମ୍ମାନାର୍ଥେ ବିରାଟ ଅଗ୍ନିଦାହ କଲେ ନାହିଁ।

ଗୀତସଂହିତା 103:3
ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।

ଯିରିମିୟ 14:18
ଆମ୍ଭେ ଯବେେ ବାହାର ହାଇେ କ୍ଷେତ୍ରକୁ ୟାଉଁ, ତବେେ ସଠାେ ରେ ଖଡ୍ଗାହତ ଲୋକଙ୍କୁ ଦେଖୁ। ପୁଣି ଯବେେ ନଗର ରେ ପ୍ରବେଶ କରୁ ତବେେ ସଠାେ ରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ଦେଖୁ। କାରଣ ଭବିଷ୍ଯତ୍ ବକ୍ତା ଓ ଯାଜକ ଉଭୟ ଯଦିଓ ଦେଶ ରେ ଭ୍ରମଣ କରନ୍ତି, ସମାନେେ କିଛି ଜାଣନ୍ତି ନାହିଁ।'

ଯିରିମିୟ 16:4
ସମାନେେ ଅତି ୟନ୍ତ୍ରଣାଦାୟକ ମୃତ୍ଯୁବରଣ କରିବେ। କହେି ସମାନଙ୍କେ ପାଇଁ ବିଳାପ କରିବେ ନାହିଁ। ସମାନଙ୍କେୁ କହେି କବର ଦବେେ ନାହିଁ। ସମାନଙ୍କେର ଶବ ଭୂମିରେ ଖତ ହବେ। ସମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ସଂହାରିତ ହବେେ। ସମାନଙ୍କେର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହବେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்