Base Word
תִּיכוֹן
Short Definitioncentral
Long Definitionmiddle
Derivationor תִּיכֹן; from H8432
International Phonetic Alphabett̪ɪi̯ˈkon̪
IPA modtiːˈχo̞wn
Syllabletîkôn
Dictiontee-KONE
Diction Modtee-HONE
Usagemiddle(-most), midst
Part of speecha

ଯାତ୍ରା ପୁସ୍ତକ 26:28
ପୁଣି ମଧ୍ଯସ୍ଥିତ ଅର୍ଗଳ ପଟାର ମଧ୍ଯ ଦେଶ ରେ ଏ ମୁଣ୍ଡରୁ ସେ ମୁଣ୍ଡ ୟାଏଁ ପାଇବ।

ଯାତ୍ରା ପୁସ୍ତକ 36:33
ମଧ୍ଯସ୍ଥିତ ଅର୍ଗଳ ଢାଞ୍ଚାର ମଝି ସ୍ଥାନରୁ ଏମୁଣ୍ଡରୁ ସମେୁଣ୍ଡ ୟାଏ ପାଇଲା।

ବିଚାରକର୍ତାମାନଙ୍କ ବିବରଣ 7:19
ତେଣୁ ଗିଦ୍ଦିୟୋନ ଏବଂ ତାଙ୍କ ସହିତ ଥିବା 100 ସୈନିକ ଛାଉଣୀ ପାଖ ରେ ପହନ୍ଚିଲେ। ସେତବେେଳେ ମିଦିଯନୀଯମାନେ ସମାନଙ୍କେର ନୂତନ ପ୍ରହରୀମାନଙ୍କୁ ପରିବର୍ତ୍ତନ କରୁଥିଲେ। ଏହା ମଧ୍ଯ ରାତ୍ରି ସମୟ ଥିଲା। ଏହି ସମୟରେ ଗିଦ୍ଦିୟୋନ ଓ ତା'ର ଲୋକମାନେ ସମାନଙ୍କେର ଶିଙ୍ଗାଗକ୍ସ୍ଟଡିକ ବଜାଇବାକକ୍ସ୍ଟ ଲାଗିଲେ ଓ ସମାନଙ୍କେର ଜାରଗୁଡିକୁ ଭାଙ୍ଗି ଚକ୍ସ୍ଟରମାର କରି ପକାଇଲେ।

ପ୍ରଥମ ରାଜାବଳୀ 6:6
କଠାେରୀଗୁଡିକ ମନ୍ଦିରର କାନ୍ଥକୁ ଲାଗିଥିଲା। କିନ୍ତୁ ସଗେୁଡିକର କଢିକାଠଗୁଡିକ କାନ୍ଥ ଭିତରକୁ ଲାଗି ନଥିଲା। ସହେି ମନ୍ଦିରର କାନ୍ଥଟି ଉପରକୁ ସରୁ ହାଇେ ୟାଇଥିଲା। କୋଠରୀକୁ ଲାଗିଥିବା କାନ୍ଥଗୁଡିକ ଏହାର ମୂଳ କାନ୍ଥରୁ ସରୁ ଥିଲା। ତଳ ମହଲାର କଠାେରୀଗୁଡିକ ପାଞ୍ଚ ହାତ ଓସାର, ପ୍ରଥମ ମହଲାର କଠାେରୀଗୁଡିକ ଛଅ ହାତ ଓସାର ବିଶିଷ୍ଟ ଓ ଦ୍ବିତୀୟ ମହଲାର କଠାେରୀଗୁଡିକ ସାତ ହାତ ବିଶିଷ୍ଟ ଥିଲା।

ପ୍ରଥମ ରାଜାବଳୀ 6:8
ତଳ କଠାେରୀଗୁଡିକର ପ୍ରବେଶ ପଥ ଦକ୍ଷିଣ ଦିଗ ରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦଇେ ମଧ୍ଯମ ଚଟାଣ କୋଠରୀଗୁଡିକୁ ଓ ତୃତୀୟ ଚଟାଣ ରେ କଠାେରୀଗୁଡିକୁ ଯାଉଥିଲେ।

ପ୍ରଥମ ରାଜାବଳୀ 6:8
ତଳ କଠାେରୀଗୁଡିକର ପ୍ରବେଶ ପଥ ଦକ୍ଷିଣ ଦିଗ ରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦଇେ ମଧ୍ଯମ ଚଟାଣ କୋଠରୀଗୁଡିକୁ ଓ ତୃତୀୟ ଚଟାଣ ରେ କଠାେରୀଗୁଡିକୁ ଯାଉଥିଲେ।

ପ୍ରଥମ ରାଜାବଳୀ 6:8
ତଳ କଠାେରୀଗୁଡିକର ପ୍ରବେଶ ପଥ ଦକ୍ଷିଣ ଦିଗ ରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦଇେ ମଧ୍ଯମ ଚଟାଣ କୋଠରୀଗୁଡିକୁ ଓ ତୃତୀୟ ଚଟାଣ ରେ କଠାେରୀଗୁଡିକୁ ଯାଉଥିଲେ।

ଦିତୀୟ ରାଜାବଳୀ 20:4
ଯିଶାଇୟ ଗ୍ରାମର ମଧ୍ଯଭାଗକୁ ପରିତ୍ଯାଗ ପୂର୍ବରୁ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ଯ ଉପସ୍ଥିତ ହେଲା, ସଦାପ୍ରଭୁ କହିଲେ,

ଯିହିଜିକଲ 41:7
ପୁଣି ପାଶର୍‌ବସ୍ଥ କଠାେରୀସବୁ ଉଚ୍ଚତା ରେ ମନ୍ଦିରକୁ ବେଷ୍ଟନ କରି ଅଧିକ ପ୍ରଶସ୍ତ ହେଲା। କାରଣ ମନ୍ଦିରର ବେଷ୍ଟନ ଚତୁର୍ଦ୍ଦିଗ ରେ କ୍ରମଶଃ ଅଧିକ ଉଚ୍ଚ ହେଲା। ଏଥିପାଇଁ ଉଚ୍ଚତାର ଅନୁକ୍ରମେ ମନ୍ଦିର ଆହୁରି ଆହୁରି ପ୍ରଶସ୍ତ ହେଲା। ଆଉ ନିମ୍ନତମ କଠାେରୀରୁ ଉଚ୍ଚତମ କଠାେରୀକୁ ୟିବାର ପଥ ମଧ୍ଯମ କୋଠରୀ ଦଇଗେଲା।

ଯିହିଜିକଲ 42:5
ଉପରିସ୍ଥ କଠାେରୀଗୁଡ଼ିକ େଛାଟ ଥିଲା। କାରଣ ପ୍ରାସାଦର ଅଧଃସ୍ଥିତ ଓ ମଧ୍ଯସ୍ଥିତ କଠାେରୀ ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ନଇେଥିଲା। କାରଣ ତାହା ତିନି ମହଲା ଥିଲା। ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁ ରେ ସ୍ତମ୍ଭ ନ ଥିଲା।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்