Base Word
אֵת
Short Definitiona hoe or other digging implement
Long Definitionploughshare
Derivationof uncertain derivation
International Phonetic Alphabetʔet̪
IPA modʔet
Syllableʾēt
Dictionate
Diction Modate
Usagecoulter, plowshare
Part of speechn-m

ପ୍ରଥମ ଶାମୁୟେଲ 13:20
ପଲେଷ୍ଟୀୟମାନେ କବଳେ ଲକ୍ସ୍ଟହା ଶାଣ ଦବୋ କାମ ଛକ୍ସ୍ଟରୀ, ଫାଳ, କକ୍ସ୍ଟରାଢି ଓ କୋଡି ପ୍ରଭୃତି ରେ ଇଶ୍ରାୟେଲୀୟମାନେ ସଠାେକକ୍ସ୍ଟ ଯାଉଥିଲେ।

ପ୍ରଥମ ଶାମୁୟେଲ 13:21
ପଲେଷ୍ଟୀୟମାନେ ଫାଳ ଓ କୋଦାଳ ଶାଣ କରିବା ପାଇଁ ଏକ ତୃତୀଯାଂଶ ପାଉନସ୍ ରୂପା ଏବଂ କକ୍ସ୍ଟରାଢୀ ଗଇଁତି ଶାଣ କରିବା ପାଇଁ ଏକ ଷଷ୍ଠାଂଶ ପାଉନସ୍ ରୂପା ନେଉଥିଲେ।

ଯିଶାଇୟ 2:4
ତାପ ରେ ପରମେଶ୍ବର ସମଗ୍ର ମାନବ ଗୋଷ୍ଠୀର ବିଚାରକ ହବେେ। ଅନକେ ଗୋଷ୍ଠୀ ବିଷଯ ରେ ପରମେଶ୍ବର ଶଷେ ନିଷ୍ପତ୍ତି ଦବେେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ବ୍ଯବହାର କରିବେ ନାହିଁ। ସମାନେେ ଖଡ୍ଗ ରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛା ରେ ଦାଆ ତିଆରି କରିବେ। ସମାନେେ ଅନ୍ୟ ବିରୁଦ୍ଧ ରେ ଆଉ ୟୁଦ୍ଧ କରିବେ ନାହିଁ। ସମାନେେ କବେେ ଆଉ ୟୁଦ୍ଧ ପାଇଁ ତାଲିମ ନବେେ ନାହିଁ।

ଯୋୟେଲ 3:10
ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ଖଡ୍ଗ ତିଆରି କର। ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର। ଦୁର୍ବଳ ଲୋକ କହୁ, ମୁଁ ବଳବାନ

ମୀଖା 4:3
ତା'ପ ରେ ଅନକେ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ବର ବିଗ୍ଭରକ ହବେେ ଓ ଦୂରଦେଶୀଯ ଅନକେ ଲୋକମାନଙ୍କୁ ତାଙ୍କର ଶଷେ ନିଷ୍ପତ୍ତି ଜଣାଇବେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ତ୍ଯାଗ କରିବେ। ସମାନେେ ସମାନଙ୍କେର ଖଡ୍ଗ ରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ଯ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ୟୁଦ୍ଧ କରିବା ବନ୍ଦ କରିବେ। ଆଉ ୟୁଦ୍ଧ ପାଇଁ ତାଲିମ ମଧ୍ଯ କବେେ ନବେେ ନାହିଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்