Base Word
תָּמַךְ
Short Definitionto sustain; by implication, to obtain, keep fast; figuratively, to help, follow close
Long Definitionto grasp, hold, support, attain, lay hold of, hold fast
Derivationa primitive root
International Phonetic Alphabett̪ɔːˈmɑk
IPA modtɑːˈmɑχ
Syllabletāmak
Dictiontaw-MAHK
Diction Modta-MAHK
Usage(take) (up-)hold (up), maintain, retain, stay (up)
Part of speechv

ଆଦି ପୁସ୍ତକ 48:17
ଯୋଷଫେ ଦେଖିଲେ, ତାଙ୍କର ପିତା ତାଙ୍କର ପୁତ୍ର ଇଫ୍ରଯିମଙ୍କ ମୁଣ୍ଡ ରେ ଦକ୍ଷିଣ ହସ୍ତ ରଖିଥିଲେ। ଏହା ଯୋଷଫଙ୍କେୁ ଖୁସି କରି ନଥିଲା। ଯୋଷଫେ ତାଙ୍କର ହସ୍ତକୁ ଧରି ଇଫ୍ରଯିମଙ୍କ ମୁଣ୍ଡରୁ ତାଙ୍କର ହାତ କାଢିଲେ ଏବଂ ସହେି ହସ୍ତକୁ ମନଃଶିର ମୁଣ୍ଡ ରେ ଥୋଇଲେ।

ଯାତ୍ରା ପୁସ୍ତକ 17:12
କିଛି ସମୟ ପରେ, ଯେ ହତେୁ ମାଶାଙ୍କେର ହାତ କ୍ଲାନ୍ତ ହାଇଗେଲା ତେଣୁ ସମାନେେ ଏକ ବିରାଟ ପଥର ଖଣ୍ଡ ଆଣି ମାଶାଙ୍କେ ଆଗ ରେ ପକାଇଲେ ସେ ବସିବା ପାଇଁ। ଏହାପରେ ହାରୋଣ ଓ ହୂର ମାଶାଙ୍କେର ହାତକୁ ଉପରକୁ ଟକେି ଧରିଲେ। ହାରୋଣ ଗୋଟିଏ ପାଶର୍‌ବ ରେ ଓ ହୂର ଅନ୍ୟ ଏକ ପାଶର୍‌ବ ରେ ରହିଲା। ସମାନେେ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ।

ଆୟୁବ ପୁସ୍ତକ 36:17
କିନ୍ତୁ ବର୍ତ୍ତମାନ ଆୟୁବ, ତୁମ୍ଭେ ବିଚାର ରେ ଦୋଷୀ ସାବ୍ଯସ୍ତ ହେଲ। ତେଣୁ ତୁମ୍ଭେ ଜଣେ ମନ୍ଦ ବ୍ଯକ୍ତି ଭଳି ଶାସ୍ତି ପାଇଲ।

ଗୀତସଂହିତା 16:5
ମୁଁ କବଳେ ମାରେ ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମାରେ ସହାୟ ହୁଅ ଏବଂ ମାେତେ ମାରେ ପ୍ରାପ୍ଯ ପ୍ରଦାନ କର।

ଗୀତସଂହିତା 17:5
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମାରେ ପାଦ ସହେି ପଥରୁ କବେେ ବିଚ୍ଯୁତ ହବେ ନାହିଁ।

ଗୀତସଂହିତା 41:12
ମୁଁ ନିରପରାଧ ଥିଲି। ତୁମ୍ଭେ ମାେତେ ସାହାୟ୍ଯ କରିଲ। ତୁମ୍ଭେ ମାେତେ ଛିଡ଼ା ହବୋକୁ ସୁଯୋଗ ଦଇେ ତୁମ୍ଭର ଚିରଦିନ ସବୋ କରିବାକୁ ସୁଯୋଗ ଦଲେ।

ଗୀତସଂହିତା 63:8
ମୁଁ ତୁମ୍ଭଠାରେ ଲାଗିରହେ। ତୁମ୍ଭର ଡ଼ାହାଣ ହସ୍ତ ମାେତେ ସମର୍ଥନ କରେ।

ହିତୋପଦେଶ 3:18
ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ବରୂପ। ଯେଉଁମାନେ ତା'ର ଆଶ୍ରଯ ନିଅନ୍ତି ସମାନେେ ଜୀବନ ପାଆନ୍ତି। ସହେିମାନେ ବାସ୍ତବ ରେ ଧନ୍ଯ।

ହିତୋପଦେଶ 4:4
ମାରେ ପିତା ମାେତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମାେତେ କହିଲେ, ମାରେ କଥାସବୁ ମନରେଖ, ମାରେ ଆଜ୍ଞା ମାନ ତୁମ୍ଭେ ବଞ୍ଚିବ।

ହିତୋପଦେଶ 5:5
ସେ ହେଉଛି ମୃତ୍ଯୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନଇୟିବେ।

Occurences : 21

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்