Base Word
תְּעָלָה
Short Definitiona channel (into which water is raised for irrigation)
Long Definitionconduit, water course, trench
Derivationfrom H5927
International Phonetic Alphabett̪ɛ̆.ʕɔːˈlɔː
IPA modtɛ̆.ʕɑːˈlɑː
Syllabletĕʿālâ
Dictionteh-aw-LAW
Diction Modteh-ah-LA
Usageconduit, cured, healing, little river, trench, watercourse
Part of speechn-f
Base Word
תְּעָלָה
Short Definitiona bandage or plaster (as placed upon a wound)
Long Definitionconduit, water course, trench
Derivationfrom H5927
International Phonetic Alphabett̪ɛ̆.ʕɔːˈlɔː
IPA modtɛ̆.ʕɑːˈlɑː
Syllabletĕʿālâ
Dictionteh-aw-LAW
Diction Modteh-ah-LA
Usageconduit, cured, healing, little river, trench, watercourse
Part of speechn-f

ପ୍ରଥମ ରାଜାବଳୀ 18:32
ଆଉ ସହେି ପଥର ରେ ସେ ସଦାପ୍ରଭୁଙ୍କ ନାମ ରେ ଏକ ୟଜ୍ଞବଦେୀ ପୁନଃନିର୍ମାଣ କରି ସହେି ୟଜ୍ଞବଦେୀର ଚତୁଃପାଶର୍‌ବ ରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ।

ପ୍ରଥମ ରାଜାବଳୀ 18:35
ତଦ୍ଦ୍ବାରା ୟଜ୍ଞବଦେୀରୁ ଜଳ ବହି ଖାଇଟିକୁ ପୂର୍ଣ୍ଣ କଲା।

ପ୍ରଥମ ରାଜାବଳୀ 18:38
ସେତବେେଳେ ସଦାପ୍ରଭୁଙ୍କ ପ୍ ରରେିତ ଅଗ୍ନି ପ୍ରଜ୍ଜଳିତ ହେଲା ଓ ସହେି ଅଗ୍ନି ହାମାେର୍ଥକ ବଳି, କାଠ, ପ୍ରସ୍ତର, ଧୂଳି ଗ୍ରାସ କରି ୟଜ୍ଞବଦେୀର ଗ୍ଭରିପାଖ ରେ ଥିବା ଖାଇର ଜଳକୁ ଶୁଷ୍କ କରି ଦଲୋ।

ଦିତୀୟ ରାଜାବଳୀ 18:17
ଅନନ୍ତର ଅଶୂରର ରାଜା ତାଙ୍କ ତିନିଜଣ ମୁଖ୍ଯ ସନୋଧକ୍ଷ୍ଯ ତର୍ତ୍ତନ, ରବସାରୀସ୍, ଓ ରବ୍ଶାକିଙ୍କୁ ମହାସୈନ୍ଯ ସହିତ ୟିରୁଶାଲମ ରେ ହିଜକିଯ ରାଜା ନିକଟକୁ ପଠାଇଲେ। ତହୁଁ ସମାନେେ ଲଖୀସରୁ ୟାତ୍ରା କରି ୟିରୁଶାଲମକୁ ଆସିଲେ। ସମାନେେ ସଠାେରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।

ଦିତୀୟ ରାଜାବଳୀ 20:20
ହିଜକିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ଯକୁ ଜଳ ଆଣିଲେ, ଏ ସମସ୍ତ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

ଆୟୁବ ପୁସ୍ତକ 38:25
ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।

ଯିଶାଇୟ 7:3
ତା'ପସର ସଦାପ୍ରଭୁ ଯିଶାଇୟଙ୍କୁ କହିଲଲ, ତୁମ୍ଲଭ ଓ ତୁମ୍ଭର ପୁତ୍ର ଶାର-ୟାଶୂବ ୟିବ ଓ ଆହସଙ୍କ ସହିତ ଆଲୋଚନା କରିବ। ରଜକ କ୍ଷଲତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀସର ନାଳ ମୁଣ୍ଡସର ଆହସଙ୍କୁ ଭଲଟିବ।

ଯିଶାଇୟ 36:2
ଅଶୂରର ରାଜା ସନ୍ ହରେୀବ ତାଙ୍କର ସନୋଧ୍ଯକ୍ଷଙ୍କୁ ଏକ ବିଶାଳ ସୈନ୍ଯବାହିନୀ ଦଇେ ଲାଖୀଶଠାରୁ ୟିରୁଶାଲମକୁ ହିଜକିଯ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାକ ନିକଟରେ ଠିଆ ହେଲା।

ଯିରିମିୟ 30:13
ତୁମ୍ଭମାନଙ୍କର ଘା'ର ଯତ୍ନ କହେି ନବେେ ନାହିଁ, ତେଣୁ ତାହା ସୁସ୍ଥ ହବେ ନାହିଁ।

ଯିରିମିୟ 46:11
ହେ ମିଶରର ଅନୂଢ଼ା କନ୍ଯା, ତୁମ୍ଭେ ଗିଲିଯଦଠାରୁ ଔଷଧ ନିଅ। ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ଯ ତାହା ବ୍ଯର୍ଥ ହବେ, ତୁମ୍ଭେ ଆରୋଗ୍ୟ ହବେ ନାହିଁ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்