Base Word
תִּפְאָרָה
Short Definitionornament (abstractly or concretely, literally or figuratively)
Long Definitionbeauty, splendor, glory
Derivationor תִּפְאֶרֶת; from H6286
International Phonetic Alphabett̪ɪp.ʔɔːˈrɔː
IPA modtif.ʔɑːˈʁɑː
Syllabletipʾārâ
Dictiontip-aw-RAW
Diction Modteef-ah-RA
Usagebeauty(-iful), bravery, comely, fair, glory(-ious), honour, majesty
Part of speechn-f

ଯାତ୍ରା ପୁସ୍ତକ 28:2
ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସହେି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ।

ଯାତ୍ରା ପୁସ୍ତକ 28:40
ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଚୋଗା, କଟୀବନ୍ଧନ ଓ ପଗଡି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡିକ ସମାନଙ୍କେୁ ଗୌରବ ଓ ସୌନ୍ଦର୍ୟ୍ଯ ଦବେ।

ଦିତୀୟ ବିବରଣ 26:19
ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରକ୍ସ୍ଟ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ଯାତି ଓ ସମ୍ମାନ ଦବେେ। ଏବଂ ତୁମ୍ଭମାନେେ ତାଙ୍କର ନିଜର ପବିତ୍ର ଲୋକ ହବେ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 4:9
ତେଣୁ ସେ କହିଲେ, ମୁ ତକ୍ସ୍ଟମ୍ଭ ସହିତ ୟିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡକକ୍ସ୍ଟ ୟିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀ ଲୋକ ଦ୍ବାରା ସୀଷରୀକକ୍ସ୍ଟ ପରାସ୍ତ କରିବେ।

ପ୍ରଥମ ବଂଶାବଳୀ 22:5
ଦାଉଦ କହିଲେ, ଆମ୍ଭମାନେେ ସଦାପ୍ରଭୁଙ୍କ ନିମନ୍ତେ ଏକ ବିଶାଳ ମନ୍ଦିର ନିର୍ମାଣ କରିବା। କିନ୍ତୁ ମାେ ପୁଅ ଶଲୋମନ ଅଳ୍ପ ବଯସ୍କ ଅଟେ ଓ ଯେଉଁସବୁ ବିଷଯ ସେ ଜାଣିବା ଆବଶ୍ଯକ, ସେ ଏପର୍ୟ୍ଯନ୍ତ ତାହା ଶିକ୍ଷା କରି ନାହିଁ। ସଦାପ୍ରଭୁଙ୍କ ମନ୍ଦିର ଅତି ବିରାଟ ହବୋ ଆବଶ୍ଯକ। ତାହାର ବିଶାଳତା ଓ ସୌନ୍ଦର୍ୟ୍ଯ ସକାେଶ ତାହା ସମସ୍ତ ଦେଶ ରେ ବିଖ୍ଯାତ ହବୋ ଆବଶ୍ଯକ ସେଥିନିମନ୍ତେ ସଦାପ୍ରଭୁ ମନ୍ଦିର ନିର୍ମାଣ ପାଇଁ ମୁଁ ଯୋଜନା ପ୍ରସ୍ତୁତ କରିବି। ତେଣୁ ଦାଉଦ ତାଙ୍କର ମୃତ୍ଯୁ ପୂର୍ବରୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଅନକେ ଯୋଜନା ପ୍ରସ୍ତୁତ କଲେ।

ପ୍ରଥମ ବଂଶାବଳୀ 29:11
ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।

ପ୍ରଥମ ବଂଶାବଳୀ 29:13
ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ତୁମ୍ଭର ଧନ୍ଯବାଦ କରୁଅଛୁ ଓ ତୁମ୍ଭ ଗୌରବୟୁକ୍ତ ନାମର ପ୍ରଶଂସା କରୁଅଛୁ।

ଦିତୀୟ ବଂଶାବଳୀ 3:6
ସୌନ୍ଦର୍ୟ୍ଯତା ନିମନ୍ତେ ମନ୍ଦିର ରେ ଶଲୋମନ ଦାମୀ ପଥରସବୁ ଲଗାଇଲେ। ଶଲୋମନ ଯେଉଁ ସୁନା ବ୍ଯବହାର କରୁଥିଲେ, ସଗେୁଡ଼ିକ ପର୍ବଯିମ ଦେଶରୁ ଆସିଥିଲା।

ଏଷ୍ଟର ବିବରଣ 1:4
ସେ ଆପଣା ପ୍ରତାପାନ୍ବିତ ରାଜ୍ଯର ଧନ ଓ ଆପଣା ମହତ୍ତ୍ବର ଶାେଭାର ଉତ୍କୃଷ୍ଟତା ଅନକେ ଦିନ, ଅର୍ଥାତ୍ 180 ଦିନ ପର୍ୟ୍ଯନ୍ତ ପ୍ରଦର୍ଶନ କଲା।

ଗୀତସଂହିତା 71:8
ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।

Occurences : 51

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்