| Base Word | |
| תָּפַר | |
| Short Definition | to sew |
| Long Definition | to sew together |
| Derivation | a primitive root |
| International Phonetic Alphabet | t̪ɔːˈpɑr |
| IPA mod | tɑːˈfɑʁ |
| Syllable | tāpar |
| Diction | taw-PAHR |
| Diction Mod | ta-FAHR |
| Usage | (women that) sew (together) |
| Part of speech | v |
ଆଦି ପୁସ୍ତକ 3:7
ସମାନଙ୍କେର ଚ଼କ୍ଷୁ ପ୍ରସନ୍ନ ହେଲା ଏବଂ ସମାନେେ ଜାଣିପାରିଲେ ଯେ, ସମାନେେ ଉଲଗ୍ନ। ତେଣୁ ସମାନେେ କିଛି ଡ଼ିମିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ତାହାକୁ ବସ୍ତ୍ର ଭାବରେ ଗ୍ରହଣ କଲେ।
ଆୟୁବ ପୁସ୍ତକ 16:15
ମାରେ ଦୁଃଖ ରେ ମୁଁ ମାରେ ବସ୍ତ୍ର ଚଟରୁ ବସ୍ତ୍ର ତିଆରି କଲି। ଜଣେ ପରାଜିତ ଲୋକ ପରି ମୁଁ ଏହି ଧୂଳି ଓ ପାଉଁଶ ଉପରେ ବସୁଛି।
ଉପଦେଶକ 3:7
ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।
ଯିହିଜିକଲ 13:18
'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ସ୍ତ୍ରୀ ଲୋକମାନେ ତୁମ୍ଭକୁ ଧିକ୍, ଯେଉଁମାନେ ସମସ୍ତ ଲୋକମାନଙ୍କ ପାଇଁ କଙ୍କଣ ତିଆରି କରୁଛନ୍ତି ଓ ୟାଦୁ ଓଢ଼ଣୀ ମୁଣ୍ଡ ରେ ପିନ୍ଧିବା ପାଇଁ ତିଆରି କରୁଛନ୍ତି, ଲୋକମାନଙ୍କୁ ଫାଶ ରେ ପକାଇବା ପାଇଁ ଚେଷ୍ଟା କରୁଛନ୍ତି।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்