Base Word
אֶתְנַן
Short Definitiona gift (as the price of harlotry or idolatry)
Long Definitionhire of prostitute, price
Derivationthe same as H0866
International Phonetic Alphabetʔɛt̪ˈn̪ɑn̪
IPA modʔɛtˈnɑn
Syllableʾetnan
Dictionet-NAHN
Diction Modet-NAHN
Usagehire, reward
Part of speechn-m

ଦିତୀୟ ବିବରଣ 23:18
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ଯାର ବତନେ କିଅବା କକ୍ସ୍ଟକକ୍ସ୍ଟରର ମୂଲ୍ଯ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଗୃହକକ୍ସ୍ଟ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଘୃଣ୍ଯ ଅଟନ୍ତି।

ଯିଶାଇୟ 23:17
ସତୁରି ବର୍ଷ ପ ରେ ସଦାପ୍ରଭୁ ସୋର ବିଷଯ ରେ ବିବଚେନା କରିବେ ଓ ତାଙ୍କର ସିଦ୍ଧାନ୍ତ ଦବେେ। ସୋର ତା'ର ବାଣିଜ୍ଯ ବୃତ୍ତିକି ଫରେିବ। ସେ ପୃଥିବୀସ୍ଥ ସମସ୍ତ ଦେଶ ପ୍ରତି ବେଶ୍ଯା ସଦୃଶ ହବେ।

ଯିଶାଇୟ 23:18
ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।

ଯିହିଜିକଲ 16:31
ଯେତବେେଳେ ତୁମ୍ଭେ ପ୍ରେତ୍ୟକକ ରାସ୍ତା ମୁଣ୍ଡ ରେ ଆପଣା ଆପଣା ଗୃହ ନିର୍ମାଣ କରିଅଛ ଓ ପ୍ରେତ୍ୟକକ ଛକରେ ଆପଣା ଉଚ୍ଚସ୍ଥଳୀ ୟଜ୍ଞବଦେୀ ନିର୍ମାଣ କରିଅଛ। ତୁମ୍ଭେ ପ୍ରକୃତ ରେ ଜଣେ ବେଶ୍ଯା ପରି ନୁହଁ, ତୁମ୍ଭେ ବ୍ଯଭିଚାରିଣୀ କାର୍ୟ୍ଯ ରେ ଲିପ୍ତ ହେଲ, କିନ୍ତୁ ମୁଦ୍ରା ନଲେ ନାହିଁ।

ଯିହିଜିକଲ 16:34
ତୁମ୍ଭର ବେଶ୍ଯାବୃତ୍ତି ଅନ୍ୟ ବେଶ୍ଯାଙ୍କଠାରୁ ବିପରୀତ ଅଟେ। ଅନ୍ୟ ବେଶ୍ଯାମାନେ ଜାର ପୁରୁଷଠାରୁ ଭଡ଼ା ନେଉଥିଲା ବେଳେ ତୁମ୍ଭେ ଜାରପୁରୁଷକୁ ତୁମ୍ଭ ସହିତ ବ୍ଯଭିଚାର ପାଇଁ ଭଡ଼ା ଦଇେଥାଅ।

ଯିହିଜିକଲ 16:34
ତୁମ୍ଭର ବେଶ୍ଯାବୃତ୍ତି ଅନ୍ୟ ବେଶ୍ଯାଙ୍କଠାରୁ ବିପରୀତ ଅଟେ। ଅନ୍ୟ ବେଶ୍ଯାମାନେ ଜାର ପୁରୁଷଠାରୁ ଭଡ଼ା ନେଉଥିଲା ବେଳେ ତୁମ୍ଭେ ଜାରପୁରୁଷକୁ ତୁମ୍ଭ ସହିତ ବ୍ଯଭିଚାର ପାଇଁ ଭଡ଼ା ଦଇେଥାଅ।

ଯିହିଜିକଲ 16:41
ସମାନେେ ତୁମ୍ଭର ଗୃହସବୁ ଅଗ୍ନି ରେ ଦଗ୍ଧ କରିବେ। ବହୁତ ସ୍ତ୍ରୀ ଲୋକମାନଙ୍କ ସମ୍ମୁଖ ରେ ସମାନେେ ତୁମ୍ଭକୁ ଦଣ୍ଡିତ କରିବେ। ତୁମ୍ଭ ବ୍ଯଭିଚାରୀତାର ମୁଁ ପୂର୍ଣ୍ଣଛଦେ ପକାଇବି ଏବଂ ତୁମ୍ଭେ ତୁମ୍ଭର ପ୍ ରମେିକମାନଙ୍କୁ ଆଉ ଭଡ଼ା ଦବେ ନାହିଁ।

ହୋଶେୟ 9:1
ହେ ଇଶ୍ରାୟେଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସି ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ଯବହାର କଲ ଓ ପରମେଶ୍ବରଙ୍କୁ ଭୁଲିଗଲ। ତୁମ୍ଭମାନେେ ପ୍ରତି ଶସ୍ଯଖଳା ରେ ୟୌନ ଅପରାଧମୂଳକ ପାପ କଲ।

ମୀଖା 1:7
ଏହି, ତା'ର ସମସ୍ତ ମୂର୍ତ୍ତି ଖଣ୍ତ ବିଖଣ୍ତିତ ହବେ। ଶମରିଯାର ସମସ୍ତ ଧନ ଅଗ୍ନି ରେ ଦଗ୍ଧ କରାୟିବ। ସହେି ଭଣ୍ତ ଦବେତାର ମୂର୍ତ୍ତିଗୁଡିକୁ ଧ୍ବଂସ କରାୟିବ। କାରଣ ଶମରିଯା ତା'ର ସମସ୍ତ ଧନ ଆମ୍ଭ ପ୍ରତି ଅବିଶ୍ବସ୍ତ ହାଇେ ଅର୍ଜନ କରିଛି। ସେଥିପାଇଁ ଶମରିଯାର ଧନସମ୍ପଦସବୁ ବାହାର କରି ନିଆୟିବ ଏବଂ ପୁଣି ବେଶ୍ଯାମାନଙ୍କର ମଜୁରି ରୂପେ ତାହା ବ୍ଯବହାର କରାୟିବ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்