Base Word
בִּינָה
Short Definitionunderstanding
Long Definitionunderstanding, discernment
Derivationfrom H0995
International Phonetic Alphabetbɪi̯ˈn̪ɔː
IPA modbiːˈnɑː
Syllablebînâ
Dictionbee-NAW
Diction Modbee-NA
Usageknowledge, meaning, × perfectly, understanding, wisdom
Part of speechn-f

ଦିତୀୟ ବିବରଣ 4:6
ତେଣୁ ଏହି ବ୍ଯବସ୍ଥାସବୁ ପାଳନ କର ଏବଂ ସଗେକ୍ସ୍ଟଡିକ ଅଭ୍ଯାସ କର କାରଣ ବହକ୍ସ୍ଟତ ଦେଶମାନଙ୍କ ମଧିଅରେ ଏହା ତୁମ୍ଭର ଜ୍ଞାନ ଓ ବକ୍ସ୍ଟଝାମଣା ହବେ। ଏହି ବ୍ଯବସ୍ଥା ଶକ୍ସ୍ଟଣିଲାପରେ ସମାନେେ କହିବେ ଯେ, 'ଇଶ୍ରାୟେଲୀୟ ଲୋକମାନେ ମହାନ ଲୋକ ଯେଉଁମାନେ ଜ୍ଞାନୀ ଏବଂ ବକ୍ସ୍ଟଝାମଣା ଶକ୍ତି ଅଛି।'

ପ୍ରଥମ ବଂଶାବଳୀ 12:32
ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।

ପ୍ରଥମ ବଂଶାବଳୀ 22:12
ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଚାଳିତ କରିପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିଯମର ବାଧ୍ଯ ହାଇପୋରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ।

ଦିତୀୟ ବଂଶାବଳୀ 2:12
ହୂରମ୍ ଆହୁରି ମଧ୍ଯ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ପ୍ରଶଂସା କର। ସେ ସ୍ବର୍ଗ ଓ ମର୍ତ୍ତ୍ଯ ସୃଷ୍ଟି କଲେ। ସେ ରାଜା ଦାଉଦଙ୍କୁ ଏକ ଜ୍ଞାନୀ ପୁତ୍ର ଦେଲେ, ଜଣେ ପୁତ୍ର ଯାହାର ଜ୍ଞାନ ଓ ବୁଝାମଣା ଶକ୍ତି ଅଛି। ସହେି ପୁତ୍ର ସଦାପ୍ରଭୁଙ୍କ ନିମନ୍ତେ ଏକ ମନ୍ଦିର ଏବଂ ନିଜ ନିମନ୍ତେ ଏକ ରାଜକୀଯ ପ୍ରାସାଦ ନିର୍ମାଣ କରୁଛନ୍ତି।

ଦିତୀୟ ବଂଶାବଳୀ 2:13
ମୁଁ ମାରେବାପାଙ୍କ କାରିଗରମାନଙ୍କ ମଧ୍ଯରୁ ଜଣଙ୍କୁ ତୁମ୍ଭ ନିକଟକୁ ପଠାଇବି।

ଆୟୁବ ପୁସ୍ତକ 20:3
ତୁମ୍ଭେ ତୁମ୍ଭର ଉତ୍ତର ରେ ଆମ୍ଭକୁ ଅପମାନିତ କରିଛ। କିନ୍ତୁ ମୁଁ ଜ୍ଞାନୀ, ତେଣୁ ତୁମ୍ଭକୁ କିପରି ଉତ୍ତର ଦବୋକୁ ହବେ ମୁଁ ଜାଣେ।

ଆୟୁବ ପୁସ୍ତକ 28:12
କିନ୍ତୁ କେଉଁଠି ଜଣେ ଲୋକ ଜ୍ଞାନ ପାଇବ ? କେଉଁଠାକୁ ଆମ୍ଭେ ୟିବା ଜ୍ଞାତ ହବୋ ପାଇଁ ?

ଆୟୁବ ପୁସ୍ତକ 28:20
ତବେେ ଜ୍ଞାନ କେଉଁଠାରୁ ଆ ସେ ? ବୁଝିବାର ସ୍ଥାନ କାହିଁ ?

ଆୟୁବ ପୁସ୍ତକ 28:28
ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।

ଆୟୁବ ପୁସ୍ତକ 34:16
ଯଦି ତୁମ୍ଭେ ଜ୍ଞାନୀ ମନୁଷ୍ଯ, ତା' ହେଲେ ମାେ କଥା ମନଦଇେ ଶୁଣ।

Occurences : 38

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்