ଯିଖରିୟ 10:5 in Oriya

ଓଡିଆ ଓଡିଆ ବାଇବେଲ ଯିଖରିୟ ଯିଖରିୟ 10 ଯିଖରିୟ 10:5

Zechariah 10:5
ସମାନେେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦବେେ। ସମାନେେ ୟୁଦ୍ଧ କରି ଶତୃପକ୍ଷର ଅଶ୍ବାରୋହୀମାନଙ୍କୁ ମଧ୍ଯ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି।

Zechariah 10:4Zechariah 10Zechariah 10:6

Zechariah 10:5 in Other Translations

King James Version (KJV)
And they shall be as mighty men, which tread down their enemies in the mire of the streets in the battle: and they shall fight, because the LORD is with them, and the riders on horses shall be confounded.

American Standard Version (ASV)
And they shall be as mighty men, treading down `their enemies' in the mire of the streets in the battle; and they shall fight, because Jehovah is with them; and the riders on horses shall be confounded.

Bible in Basic English (BBE)
Together they will be like men of war, crushing down their haters into the earth of the streets in the fight; they will make war because the Lord is with them: and the horsemen will be shamed.

Darby English Bible (DBY)
And they shall be as mighty men, treading down the mire of the streets in the battle; and they shall fight, for Jehovah is with them, and the riders on horses shall be put to shame.

World English Bible (WEB)
They shall be as mighty men, Treading down muddy streets in the battle; And they shall fight, because Yahweh is with them; And the riders on horses will be confounded.

Young's Literal Translation (YLT)
And they have been as heroes, Treading in mire of out-places in battle, And they have fought, for Jehovah `is' with them, And have put to shame riders of horses.

And
they
shall
be
וְהָי֨וּwĕhāyûveh-ha-YOO
as
mighty
כְגִבֹּרִ֜יםkĕgibbōrîmheh-ɡee-boh-REEM
down
tread
which
men,
בּוֹסִ֨יםbôsîmboh-SEEM
mire
the
in
enemies
their
בְּטִ֤יטbĕṭîṭbeh-TEET
of
the
streets
חוּצוֹת֙ḥûṣôthoo-TSOTE
battle:
the
in
בַּמִּלְחָמָ֔הbammilḥāmâba-meel-ha-MA
and
they
shall
fight,
וְנִ֨לְחֲמ֔וּwĕnilḥămûveh-NEEL-huh-MOO
because
כִּ֥יkee
the
Lord
יְהוָ֖הyĕhwâyeh-VA
with
is
עִמָּ֑םʿimmāmee-MAHM
them,
and
the
riders
וְהֹבִ֖ישׁוּwĕhōbîšûveh-hoh-VEE-shoo
horses
on
רֹכְבֵ֥יrōkĕbêroh-heh-VAY
shall
be
confounded.
סוּסִֽים׃sûsîmsoo-SEEM

Cross Reference

ହଗୟ 2:22
ଆମ୍ଭେ ବହୁ ରାଜ୍ଯ ଓ ରାଜାଙ୍କୁ ଓଲଟାଇ ଦବୋ, ଆମ୍ଭେ ରାଜ୍ଯର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସମାନଙ୍କେର ରଥ ଓ ଆ ରୋହୀଙ୍କୁ ଧ୍ବଂସ କରିବା। ଆମ୍ଭେ ସମାନଙ୍କେର ୟୁଦ୍ଧ ଅଶ୍ବ ଓ ଆ ରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସମାନେେ ପରସ୍ପର ବିରୁଦ୍ଧ ରେ ଯିବେ ଏବଂ ପରସ୍ପର ଖଣ୍ତା ରେ ହଣାହଣି ହାଇେ ମରିବେ।

ଗୀତସଂହିତା 20:7
କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।

ଯିଖରିୟ 12:8
ସହେିଦିନ ସଦାପ୍ରଭୁ ପୁନର୍ବାର ୟିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦବେେ। ଏପରିକି ସବୁଠାରୁ ଦୁର୍ବଳ ବ୍ଯକ୍ତି ମଧ୍ଯ ସହେିଦିନ ଦାଉଦଙ୍କ ପରି ହବେ। ସହେିଦିନ ଆଉ ମଧ୍ଯ ଦାଉଦଙ୍କ ପରିବାର ଲୋକ ଦବେତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖ ରେ ହବେେ।

ଯିଖରିୟ 14:3
ସେତବେେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।

ଯିଖରିୟ 14:13
ସହେି ଭୟଙ୍କର ବ୍ଯାଧି ସହେି ଶିବିର ରେ ରହିବ।

ମାଥିଉଲିଖିତ ସୁସମାଚାର 4:3
ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।

ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

ଲୂକଲିଖିତ ସୁସମାଚାର 24:19
ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କେଉଁ ଘଟଣା ଗୁଡିକ ବିଷୟ ରେ କହୁଛ?

ରେରିତମାନଙ୍କ କାର୍ଯ୍ୟର ବିବରଣ 7:22
ମାଶାେ ମିଶରବାସୀମାନଙ୍କର ସମସ୍ତ ବିଦ୍ଯା ରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ଯ ଓ କାମ ରେ ଶକ୍ତିଶାଳୀ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:24
ଆପଲ୍ଲ ନାମକ ଜଣେ ଯିହୂଦୀୟ ସଠାେରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଯା। ସେ ଏଫିସ ନଗରକୁ ଆସିଲେ ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ର ରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:31
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:4
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:7
ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:17
ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:13
ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ 'ପରମେଶ୍ବରଙ୍କ ବାକ୍ଯ'।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:17
ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ୟ୍ଯ ମଧିଅରେ ଠିଆ ହବୋର ଦେଖିଲି। ସେ ଆକାଶ ରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ବର ରେ କହିଲେ, ଆସ, ପରମେଶ୍ବରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।

ଯିଖରିୟ 12:4
ସଦାପ୍ରଭୁ କୁହନ୍ତି, ସଦେିନ ଆମ୍ଭେ ପ୍ରେତ୍ୟକକ ଅଶ୍ବକୁ ଭୟଭୀତ କରାଇବା ଏବଂ ଅଶ୍ବାରୋହୀର ମତିଭ୍ରମ ହବେ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ବକୁ ଅନ୍ଧ କରିଦବୋ, ମାତ୍ର ମାରେ ଚକ୍ଷୁ ଖାେଲା ରହିବ ଏବଂ ଯିହୁଦା ଉପ ରେ ମାରେ ସତର୍କ ଦୃଷ୍ଟି ରହିବା

ଯିଖରିୟ 9:13
ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ଯବହାର କରିବା। ଇଫ୍ରଯିମକୁ ଆମ୍ଭର ଶର ରୂପେ ବ୍ଯବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧ ରେ ଉତ୍ତଜେିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦବୋ।

ମୀଖା 7:10
ମାରେ ଶତୃ କହୁଥିଲେ, ତୁମ୍ଭର ସଦାପ୍ରଭୁ ପରମେଶ୍ବର କେଉଁଠା ରେ ଅଛନ୍ତି? ମାତ୍ର ଯେତବେେଳେ ସେ ଏହା ଦେଖିବ ସେ ଲଜ୍ଜିତ ହବେ। ସେତବେେଳେ ମୁଁ ଶତୃକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।

ଯିହୋଶୂୟ 10:14
ଏହା ପୂର୍ବରକ୍ସ୍ଟ ବା ଏହାପରେ ଏପରି ଦିନ ଆଉ ହାଇେ ନାହିଁ। ସହେି ଦିନ ସଦାପ୍ରଭୁ ମନକ୍ସ୍ଟଷ୍ଯର କଥା ଏରୂପେ ଶୁଣିଲେ। କାରଣ ସଦାପ୍ରଭୁ ଇଶ୍ରାୟେଲ ସପକ୍ଷ ରେ ୟକ୍ସ୍ଟଦ୍ଧ କଲେ।

ଯିହୋଶୂୟ 10:42
ଯିହାଶୂେୟ ଏହି ସମସ୍ତ ଦେଶ ଓ ରାଜାଗଣଙ୍କକ୍ସ୍ଟ ଏକାବଳେକେ ହସ୍ତଗତ କଲେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଇଶ୍ରାୟେଲ ପକ୍ଷ ରେ ୟକ୍ସ୍ଟଦ୍ଧ କଲେ।

ପ୍ରଥମ ଶାମୁୟେଲ 16:18
ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ଉତ୍ତର ଦଇେ କହିଲା, ଦେଖନ୍ତକ୍ସ୍ଟ ମୁ ବୈଥ୍ଲହମେୀଯ ୟିଶୀର ଏକ ପକ୍ସ୍ଟତ୍ରଙ୍କକ୍ସ୍ଟ ଦେଖିଅଛି। ସେ ବୀଣା ବଜାଇବା ରେ ନିପୂଣ ଓ ମହାବିକ୍ରମଶାଳୀ ୟୋଦ୍ଧା ଓ କଥା ରେ ବିଜ୍ଞ, ଆଉ ରୂପବାନ ପକ୍ସ୍ଟଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।

ଦିତୀୟ ଶାମୁୟେଲ 22:8
ସେତବେେଳେ ପୃଥିବୀ ଟଳମଳ ଓ କଐିତ ହେଲା, ସ୍ବର୍ଗ ରାଜ୍ଯର ମୂଳଦୂଆ ଟଳମଳ ଓ କଐିତ ହେଲା, କାରଣ ସଦାପ୍ରଭୁ କୋରଧିତ ଥିଲେ।

ଦିତୀୟ ଶାମୁୟେଲ 22:43
ମୁ ପୃଥିବୀର ଧୂଳି ପରି ସମାନଙ୍କେୁ ଦଳିଲି, ମୁ ସଡକରେ କାଦକ୍ସ୍ଟଅ ପରି ସମାନଙ୍କେୁ ଦଳିଲି। ସମାନଙ୍କେୁ ଛତରାଇ ଦଲେି,

ଗୀତସଂହିତା 18:42
ମୁଁ ମାରେ ଶତ୍ରୁମାନଙ୍କୁ ପରାସ୍ତ କରିଛି। ସମାନେେ ଧୂଳି ସଦୃଶ ପବନରେ ଉଡ଼ିୟାଇଛନ୍ତି। ମୁଁ ସମାନଙ୍କେୁ େଛାଟ େଛାଟ ଖଣ୍ଡ କରି ପେଶି ଦଇେଛି।

ଗୀତସଂହିତା 33:16
ଜଣେ ରାଜା ନିଜର ଶକ୍ତିଦ୍ବାରା ସୁରକ୍ଷିତ ହୁଏ ନାହିଁ। ଜଣେ ଶକ୍ତିଶାଳୀ ସୈନିକ କବଳେ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।

ଗୀତସଂହିତା 45:3
ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ।

ଯିଶାଇୟ 8:9
ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।

ଯିଶାଇୟ 10:6
ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।

ଯିଶାଇୟ 25:10
ଏହି ପର୍ବତ ଉପ ରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହବେ। ମାତ୍ର ଖାତକୁଣ୍ଡ ରେ କୁଟା ଦଳିତ ହେଲାପରି ମାୟୋବ ନିଜ ସ୍ଥାନ ରେ ଦଳିତ ହବେ।

ଯିଶାଇୟ 41:12
ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ତୁମ୍ଭେ ସମାନଙ୍କେର ଅନ୍ବଷେଣ କରିବ। ମାତ୍ର ସମାନଙ୍କେର ସନ୍ଧାନ ପାଇବ ନାହିଁ। ଯେଉଁମାନେ ତୁମ୍ଭ ସହିତ ୟୁଦ୍ଧ କରନ୍ତି ସମାନେେ ଅବସ୍ତୁ ତୁଲ୍ଯ ତୁଚ୍ଛ ହବେେ।

ଯିହିଜିକଲ 38:15
ଏବଂ ତୁମ୍ଭେ ନିଜ ବାସସ୍ଥାନ ସୁଦୂର ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସହିତ ଅନକେ ଜାତିମାନେ ଆସିବେ। ସମାନେେ ସମସ୍ତେ ଅଶ୍ବାେୃରାହଣ କରିଥିବା ମହାସମାଜ ଓ ପରାକ୍ରମଶାଳୀ ସୈନ୍ଯସାମନ୍ତ ଥିବେ।

ଯୋୟେଲ 3:12
ହେ, ରାଜ୍ଯବାସୀ! ଜାଗ୍ରତ ହୁଅ, ୟିହୋଶାଫଟର ଉପତ୍ୟକାକୁ ଆସ କାରଣ ସହେି ସ୍ଥାନ ରେ ଆମ୍ଭେ ଇଶ୍ରାୟେଲର ଚତୁଃପାଶର୍‌ବ ରେ ଥିବା ରାଜ୍ଯମାନଙ୍କର ବିଗ୍ଭର କରିବା ପାଇଁ ଫରେି ଆସିବା।

ଆମୋଷ 2:15
ଧନୁର୍ଦ୍ଧାରୀମାନେ ମଧ୍ଯ ଆପଣାକୁ ରକ୍ଷା କରିପାରିବେ ନାହିଁ। ଦ୍ରୁତତମ ଦୌଡାଳି ମଧ୍ଯ ଆପଣାକୁ ରକ୍ଷା କରିପାରିବେ ନାହିଁ। ଅଶ୍ବାରୋହୀମାନେ ନିଜ ନିଜକୁ ରକ୍ଷା କରିପାରିବେ ନାହିଁ।

ଦିତୀୟ ବିବରଣ 20:1
ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।