Zechariah 3:9
ଯିହାଶୂେୟଙ୍କ ସମ୍ମୁଖ ରେ ଆମ୍ଭେ ଯେଉଁ ସ୍ବତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସହେି ପ୍ରସ୍ତର ରେ ସାତଟି ଚକ୍ଷୁ ଅଛି। ସହେି ସ୍ବତନ୍ତ୍ର ପ୍ରସ୍ତର ଉପ ରେ ଆମ୍ଭେ ବାର୍ତ୍ତା ଖାଦେନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦଖାଇବେ।
Zechariah 3:9 in Other Translations
King James Version (KJV)
For behold the stone that I have laid before Joshua; upon one stone shall be seven eyes: behold, I will engrave the graving thereof, saith the LORD of hosts, and I will remove the iniquity of that land in one day.
American Standard Version (ASV)
For, behold, the stone that I have set before Joshua; upon one stone are seven eyes: behold, I will engrave the graving thereof, saith Jehovah of hosts, and I will remove the iniquity of that land in one day.
Bible in Basic English (BBE)
For see, the stone which I have put before Joshua; on one stone are seven eyes: see, the design cut on it will be my work, says the Lord of armies, and I will take away the sin of that land in one day.
Darby English Bible (DBY)
For behold, the stone that I have laid before Joshua -- upon one stone are seven eyes; behold, I will engrave the graving thereof, saith Jehovah of hosts, and I will remove the iniquity of this land in one day.
World English Bible (WEB)
For, behold, the stone that I have set before Joshua; on one stone are seven eyes: behold, I will engrave the engraving of it,' says Yahweh of Hosts, 'and I will remove the iniquity of that land in one day.
Young's Literal Translation (YLT)
For lo, the stone that I put before Joshua, On one stone `are' seven eyes, Lo, I am graving its graving, An affirmation of Jehovah of Hosts, And I have removed the iniquity of that land in one day.
| For | כִּ֣י׀ | kî | kee |
| behold | הִנֵּ֣ה | hinnē | hee-NAY |
| the stone | הָאֶ֗בֶן | hāʾeben | ha-EH-ven |
| that | אֲשֶׁ֤ר | ʾăšer | uh-SHER |
| laid have I | נָתַ֙תִּי֙ | nātattiy | na-TA-TEE |
| before | לִפְנֵ֣י | lipnê | leef-NAY |
| Joshua; | יְהוֹשֻׁ֔עַ | yĕhôšuaʿ | yeh-hoh-SHOO-ah |
| upon | עַל | ʿal | al |
| one | אֶ֥בֶן | ʾeben | EH-ven |
| stone | אַחַ֖ת | ʾaḥat | ah-HAHT |
| shall be seven | שִׁבְעָ֣ה | šibʿâ | sheev-AH |
| eyes: | עֵינָ֑יִם | ʿênāyim | ay-NA-yeem |
| behold, | הִנְנִ֧י | hinnî | heen-NEE |
| I will engrave | מְפַתֵּ֣חַ | mĕpattēaḥ | meh-fa-TAY-ak |
| graving the | פִּתֻּחָ֗הּ | pittuḥāh | pee-too-HA |
| thereof, saith | נְאֻם֙ | nĕʾum | neh-OOM |
| the Lord | יְהוָ֣ה | yĕhwâ | yeh-VA |
| of hosts, | צְבָא֔וֹת | ṣĕbāʾôt | tseh-va-OTE |
| remove will I and | וּמַשְׁתִּ֛י | ûmaštî | oo-mahsh-TEE |
| אֶת | ʾet | et | |
| the iniquity | עֲוֹ֥ן | ʿăwōn | uh-ONE |
| that of | הָאָֽרֶץ | hāʾāreṣ | ha-AH-rets |
| land | הַהִ֖יא | hahîʾ | ha-HEE |
| in one | בְּי֥וֹם | bĕyôm | beh-YOME |
| day. | אֶחָֽד׃ | ʾeḥād | eh-HAHD |
Cross Reference
ଯିଶାଇୟ 28:16
ସେଥିପାଇଁ ମାରେ ପ୍ରଭୁ ସଦାପ୍ରଭୁ କୁହନ୍ତି, ଦେଖ, ମୁଁ ସିୟୋନ ରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ଯବାନ କଣ ପ୍ରସ୍ତର। ଏହା ଉପ ରେ ସବୁକିଛି ଏହି ଗୁରୁତ୍ବପୂର୍ଣ୍ଣ ପର୍ବତ ଉପ ରେ ନିର୍ମିତ ହବେ। ଯେ କହେି ଏହି ପ୍ରସ୍ତର ଉପ ରେ ବିଶ୍ବାସ ରେଖ ସେ ହତାଶ ହବେ ନାହିଁ।
ଯିଖରିୟ 4:10
ଯେଉଁମାନେ କି େଛାଟ ଜିନିଷଗୁଡିକୁ ଘୃଣା କରନ୍ତି, ସମାନେେ ଆନନ୍ଦ କରିବେ, ଯେତବେେଳେ ସମାନେେ ୟିରୁଦ୍ଦାବିଲଙ୍କ ହାତ ରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତଟି ପାଶର୍ବ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।
ଯିରିମିୟ 50:20
ସଦାପ୍ରଭୁ କହନ୍ତି, ସେତବେେଳେ ଇଶ୍ରାୟେଲର ଅଧର୍ମ ଖୋଳାୟିବ, ମାତ୍ର କିଛି ମିଳିବ ନାହିଁ ; ଯିହୁଦାର ପାପ ଅନ୍ବଷେଣ କରାୟିବ, ମାତ୍ର ସମାନେେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦବୋ, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଛୁ।
ଗୀତସଂହିତା 118:22
ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ଯ କଲେ। ତାହା କୋଣର ପ୍ରଧାନ ପଥର ହାଇେଅଛି।
ଯିରିମିୟ 31:34
ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:33
ଧର୍ମଶାସ୍ତ୍ର ସେ ପଥର ବିଷୟ ରେ କୁ ହେ:
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:22
ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:5
କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:19
ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:25
ବର୍ତ୍ତମାନ ସେ ମଧ୍ଯ ଆମ୍ଭକୁ ସାହାୟ୍ଯ କରିବା ପାଇଁ ସଠାେରେ ପରମେଶ୍ବରଙ୍କ ଆଗ ରେ ଅଛନ୍ତି। ମହାୟାଜକ ମହାପବିତ୍ର ସ୍ଥାନ ରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନଇେ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାୟାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସଭେଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ବର୍ଗ ରେ ପ୍ରବେଶ କରି ନ ଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:6
ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।
ଯୋହନଙ୍କ ପ୍ରଥମ ପତ୍ର 2:2
ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କବଳେ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ଯ ସେ ବହିନିଅନ୍ତି।
ପିତରଙ୍କ ପ୍ରଥମ ପତ୍ 2:4
ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:10
ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:27
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:16
କ୍ରୁଶ ଉପରେ ମୃତ୍ଯୁବରଣ କରି ସେ ଦୁଇ ଦଳ ଭିତ ରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସହେି ଦୁଇଟି ଦଳରୁ ଗୋଟିଏ ଶରୀର ରେ ପରିଣତ କରିବା ପରେ ଖ୍ରୀଷ୍ଟ ସମାନଙ୍କେୁ ପରମେଶ୍ବରଙ୍କ ସହିତ ମିଳିତ କରାଇବା ପାଇଁ ଚାହିଁଲେ।
ଯାତ୍ରା ପୁସ୍ତକ 28:21
ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।
ଯାତ୍ରା ପୁସ୍ତକ 28:36
ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର।
ଦିତୀୟ ବଂଶାବଳୀ 16:9
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
ଯିଶାଇୟ 8:14
ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ର ରେ ତାଙ୍କୁ ଗ୍ରହଣ କର, ତବେେ ସେ ତୁମ୍ଭର ଏକମାତ୍ର ଆଶ୍ରଯ ସ୍ଥାନ ହବେେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ୟିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ୟନ୍ତା ଓ ଫାଶ।
ଯିଶାଇୟ 53:4
ମାତ୍ର ସେ ଆମ୍ଭର ଦୁଃଖ ୟାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ଯଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭମାନେେ ତାଙ୍କୁ ପରମେଶ୍ବରଙ୍କ ଦ୍ବାରା ନିର୍ୟ୍ଯାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।
ଦାନିଏଲ 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।
ମୀଖା 7:18
ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।
ଯିଖରିୟ 3:4
ତା'ପ ରେ ସହେି ସ୍ବର୍ଗଦୂତ ତାଙ୍କ ନିକଟରେ ଛିଡା ହାଇେଥିବା ଅନ୍ୟ ସ୍ବର୍ଗଦୂତକୁ କହିଲେ, ୟିହୋଶୂଯଙ୍କ ଶରୀରରୁ ସହେି ମଇଳା ବସ୍ତ୍ର ଗୁଡିକୁ କାଢିନିଅ। ତା'ପ ରେ ସ୍ବର୍ଗଦୂତ ଯିହାଶୂେୟଙ୍କୁ କହିଲେ, ବର୍ତ୍ତମାନ, ମୁଁ ତୁମ୍ଭର ଅପରାଧ କାଢିନଇେଛି ଏବଂ ମୁଁ ତୁମ୍ଭଙ୍କୁ ନୂଆ ମୂଲ୍ଯବାନ ବସ୍ତ୍ର ରେ ଆଚ୍ଛାଦିତ କରୁଛି।
ଯିଖରିୟ 13:1
ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।
ମାଥିଉଲିଖିତ ସୁସମାଚାର 21:42
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:
ଯୋହନଲିଖିତ ସୁସମାଚାର 1:29
ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।
ଯୋହନଲିଖିତ ସୁସମାଚାର 6:27
ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:11
ଯୀଶୁ ହେଉଛନ୍ତି
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:3
ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
ଯାତ୍ରା ପୁସ୍ତକ 28:11
ଶିଳ୍ପ କର୍ମ ରେ ମୁଦ୍ରା ଖାେଳିବା ନ୍ଯାଯ ସହେି ଦୁଇ ମଣି ଉପରେ ଇଶ୍ରାୟେଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ବର୍ଣ୍ଣ ଧାର ରେ ବନ୍ଦ କରିବ।