Zephaniah 3:10
ଇଥିଓପିଆରୁ ନଦୀ ପାର ହାଇେ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସମାନେେ ଉପହାର ନଇେ ଆମ୍ଭ ନିକଟକୁ ଆସିବେ।
Zephaniah 3:10 in Other Translations
King James Version (KJV)
From beyond the rivers of Ethiopia my suppliants, even the daughter of my dispersed, shall bring mine offering.
American Standard Version (ASV)
From beyond the rivers of Ethiopia my suppliants, even the daughter of my dispersed, shall bring mine offering.
Bible in Basic English (BBE)
From over the rivers of Ethiopia, and from the sides of the north, they will come to me with an offering.
Darby English Bible (DBY)
From beyond the rivers of Cush my suppliants, the daughter of my dispersed, shall bring mine oblation.
World English Bible (WEB)
From beyond the rivers of Cush, my worshipers, even the daughter of my dispersed people, will bring my offering.
Young's Literal Translation (YLT)
From beyond the rivers of Cush, my supplicants, The daughter of My scattered ones, Do bring My present.
| From beyond | מֵעֵ֖בֶר | mēʿēber | may-A-ver |
| the rivers | לְנַֽהֲרֵי | lĕnahărê | leh-NA-huh-ray |
| of Ethiopia | כ֑וּשׁ | kûš | hoosh |
| my suppliants, | עֲתָרַי֙ | ʿătāray | uh-ta-RA |
| daughter the even | בַּת | bat | baht |
| of my dispersed, | פּוּצַ֔י | pûṣay | poo-TSAI |
| shall bring | יוֹבִל֖וּן | yôbilûn | yoh-vee-LOON |
| mine offering. | מִנְחָתִֽי׃ | minḥātî | meen-ha-TEE |
Cross Reference
ଗୀତସଂହିତା 68:31
ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
ଯିଶାଇୟ 11:11
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ଯିଶାଇୟ 18:1
ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।
ପିତରଙ୍କ ପ୍ରଥମ ପତ୍ 1:1
ଯୀଶୁଖ୍ରୀଷ୍ଟଙ୍କର ଜଣେ ପ୍ ରରେିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା'ାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳ ରେ ସର୍ବତ୍ର ଛିନ୍ନଭିନ୍ନ ହାଇେଥିବା ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:16
ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:11
ତା' ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସମାନଙ୍କେୁ ନଷ୍ଟ କରିଥିଲା କି। ବରଂ ସମାନଙ୍କେର ଭୁଲ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ବାରା ଯିହୂଦୀମାନଙ୍କ ଭିତ ରେ ଉତ୍ସାହ ଭାବ ଜାଗୃତ ହେଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 24:17
ମୁଁ ବହୁତ ବର୍ଷ ପର୍ୟ୍ଯନ୍ତ ୟିରୂଶାଲମରୁ ଦୂର ରେ ଥିଲି। ତା'ପରେ ମାେ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାୟ୍ଯ ଦବୋ ପାଇଁ ଓ ପରମେଶ୍ବରଙ୍କ ପାଖ ରେ ଦାନ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ଫରେିଲି।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:27
ଫିଲିପ୍ପ ପ୍ରସ୍ତୁତ ହାଇେ ବାହାରିଲେ। ସହେି ରାସ୍ତା ରେ ଜଣେ ନପୁଂସକ ସଙ୍ଗ ରେ ଦଖାେ ହେଲା। ସହେି ନଫୁସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଚ଼ାରୀ ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାଯିତ୍ବ ରେ ଥିଲେ। ନଫୁସକ ଜଣକ ଉପାସନା କରିବା ପାଇଁ ୟିରୂଶାଲମକୁ ଯାଇଥିଲେ।
ମଲାଖୀ 1:11
ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।
ଯିଶାଇୟ 66:18
କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।
ଯିଶାଇୟ 60:4
ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସମାନେେ ସମସ୍ତେ ଏକତ୍ରୀତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ଯାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।
ଯିଶାଇୟ 49:20
କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ, ମାେ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ। ମାେତେ ସ୍ଥାନ ଦିଅ, ମୁଁ ବାସ କରିବି।'
ଯିଶାଇୟ 27:12
ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।
ଯିଶାଇୟ 18:7
ସହେି ସମୟରେ ଏକ ସ୍ବତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହବେ। ସହେି ନବୈେଦ୍ଯ ସହେି ଦୀର୍ଘକାଯ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନ ରେ ଲୋକମାନେ ଏହି ଦୀର୍ଘକାଯ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସମାନେେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସହେି ଦେଶ ନଦନଦୀ ଦ୍ବାରା ବିଭକ୍ତ ହାଇେଛି। ସହେି ନବୈେଦ୍ଯ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।
ଗୀତସଂହିତା 72:8
ତାଙ୍କର ରାଜ୍ଯ ସମୁଦ୍ରରୁ ସମୁଦ୍ର ପର୍ୟ୍ଯନ୍ତ ଏବଂ ଫରାତ୍ ନଦୀଠାରୁ ଶଷେ ଧରଣୀକୁ ବ୍ଯାପି ଯାଉ।