Proverbs 1:1
ଏହି ହିତାପଦେେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇଶ୍ରାୟେଲର ରାଜା ଥିଲେ।
Proverbs 1:1 in Other Translations
King James Version (KJV)
The proverbs of Solomon the son of David, king of Israel;
American Standard Version (ASV)
The proverbs of Solomon the son of David, king of Israel:
Bible in Basic English (BBE)
The wise sayings of Solomon, the son of David, king of Israel.
Darby English Bible (DBY)
Proverbs of Solomon, son of David, king of Israel:
World English Bible (WEB)
The proverbs of Solomon, the son of David, king of Israel:
Young's Literal Translation (YLT)
Proverbs of Solomon, son of David, king of Israel:
| The proverbs | מִ֭שְׁלֵי | mišlê | MEESH-lay |
| of Solomon | שְׁלֹמֹ֣ה | šĕlōmō | sheh-loh-MOH |
| son the | בֶן | ben | ven |
| of David, | דָּוִ֑ד | dāwid | da-VEED |
| king | מֶ֝֗לֶךְ | melek | MEH-lek |
| of Israel; | יִשְׂרָאֵֽל׃ | yiśrāʾēl | yees-ra-ALE |
Cross Reference
Proverbs 10:1
ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତାପଦେେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ।
1 Kings 4:31
ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ସେ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାଯୀଯ ଏଥନ୍ ଓ ମାହୋଲର ପୁତ୍ର ହମେନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ୟଶ ସମସ୍ତ ଦେଶର ଗ୍ଭରିଆଡେ ବ୍ଯାପିଗଲା।
Ecclesiastes 12:9
ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।
Proverbs 25:1
ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତାପଦେେଶ। ଏହି ହିତାପଦେେଶ ଗୁଡ଼ିକ ୟିହୂଦାର ରାଜା ହିଷ୍କୀଯର ଲୋକମାନେ ଲେଖି ଥିଲେ।
Ecclesiastes 1:1
ଏହି ବାକ୍ଯଗୁଡ଼ିକ ହେଉଛି ଉପଦେଶକମାନଙ୍କର। ଉପଦେଶକ ହେଉଛନ୍ତି ୟିରୁଶାଲମର ରାଜା ଦାଉଦଙ୍କର ପୁତ୍ର,
1 Chronicles 29:28
ଦାଉଦ ବୃଦ୍ଧ ହବୋରୁ ମୃତ୍ଯୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନୟାପନ କରିଥିଲେ। ଦାଉଦ ଅନକେ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହାଇେଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶ ଲୋମନ ରାଜା ହେଲେ।
1 Chronicles 28:5
ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।
1 Chronicles 22:9
କିନ୍ତୁ ତୁମ୍ଭର ଏକ ପୁତ୍ର ଅଛି, ଯେ କି ଶାନ୍ତିପ୍ରିଯ ଅଟେ। ଆମ୍ଭେ ତୁମ୍ଭର ପୁତ୍ରକୁ ଶାନ୍ତି ରେ ଏକ ସମୟ ପ୍ରଦାନ କରିବା। ତା'ପରେ ଚତୁର୍ଦ୍ଦିଗ ରେ ଥିବା ଶତ୍ରୁମାନେ ତାହାକୁ ବ୍ଯତିବ୍ଯସ୍ତ କରିବେ ନାହିଁ। ତାହାର ନାମ ଶଲୋମନ, ଶଲୋମନ ରାଜା ହବୋ ସମୟରେ ଆମ୍ଭେ ଇଶ୍ରାୟେଲକୁ ଶାନ୍ତି ଓ ସ୍ଥିରତା ପ୍ରଦାନ କରିବା।
1 Kings 2:12
ଶଲୋମନ ନିଜ ପିତା ଦାଉଦଙ୍କର ସିଂହାସନ ରେ ଉପବିଷ୍ଟ ହାଇେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଓ ତାଙ୍କର ରାଜ୍ଯ ଅତୋଶଯ ଦୃଢ ହେଲା।
2 Samuel 12:24
ତା'ପରେ ଦାଉଦ ବତ୍ଶବୋକକ୍ସ୍ଟ ସାନ୍ତ୍ବନା ଦେଲେ ଓ ତାଙ୍କ ସହିତ ୟୌନସଐର୍କ ରଖିଲେ ଓ ସେ ଗର୍ଭବତୀ ହେଲ ଓ ସେ ଆଉ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କକ୍ସ୍ଟ ପ୍ ରମେ କଲେ।
John 16:25
ମୁଁ ତୁମ୍ଭକୁ ସାଙ୍କତେିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତବେେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟ ରେ ସରଳ ଭାଷା ରେ କହିବି।