Bible

Proverbs 12 - WEB (Oriya)

1 Whoever loves correction loves knowledge, But he who hates reproof is stupid.ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।

2 A good man shall obtain favor from Yahweh, But he will condemn a man of wicked devices.ସତ୍ ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା'ନ୍ତି। କିନ୍ତୁ ଯେଉଁ ବ୍ଯକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହବେ।

3 A man shall not be established by wickedness, But the root of the righteous shall not be moved.କୁପଥ ଦ୍ବାରା କହେି ସୁରକ୍ଷିତ ହବେ ନାହିଁ। କିନ୍ତୁ ଧାର୍ମିକ ଲୋକମାନେ ନିରାପଦ ରେ ରହିବେ।

4 A worthy woman is the crown of her husband, But a disgraceful wife is as rottenness in his bones.ଗୁଣବତୀ ସ୍ତ୍ରୀ ଆପଣା ସ୍ବାମୀର ମୁକୁଟ ସ୍ବରୂପ। ଲଜ୍ଜାଦାଯିନୀ ସ୍ତ୍ରୀ ତା'ର ହାତ ସବୁର କ୍ଷଯ ସ୍ବରୂପ।

5 The thoughts of the righteous are just, But the advice of the wicked is deceitful.ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।

6 The words of the wicked are about lying in wait for blood, But the speech of the upright rescues them.ଦୁଷ୍ଟମାନେ ରକ୍ତପାତ କରିବାକୁ ସମାନଙ୍କେର ଶବ୍ଦଗୁଡ଼ିକ ବ୍ଯବହାର କରନ୍ତି। କିନ୍ତୁ ନଷ୍ଠାପର ଲୋକମାନଙ୍କର ଶବ୍ଦଗୁଡ଼ିକ ଅନ୍ୟ ଲୋକମାନଙ୍କୁ ବିପର୍ୟ୍ଯଯରୁ ରକ୍ଷା କରନ୍ତି।

7 The wicked are overthrown, and are no more, But the house of the righteous shall stand.ଦୁଷ୍ଟମାନେ ସମ୍ପୂର୍ଣ୍ଣ ଭାବେ ବିନାଶ ହୁଅନ୍ତି। ସମାନଙ୍କେ ସତ୍ତା ଲୋପ ପାଏ। ମାତ୍ର ଧାର୍ମିକମାନେ ମରିଗଲେ ମଧ୍ଯ ସମାନେେ ସ୍ମୃତି ରେ ହିଁ ରହନ୍ତି।

8 A man shall be commended according to his wisdom, But he who has a warped mind shall be despised.ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ଯ ପ୍ରଶଂସିତ ହବେ। କିନ୍ତୁ ସହେି ମନୁଷ୍ଯ ଯାହାର ହୃଦଯ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।

9 Better is he who is lightly esteemed, and has a servant, Than he who honors himself, and lacks bread.ଯେଉଁ ଲୋକ ତୁଚ୍ଛୀକୃତ ଆଉ ଯାହାର ଦାସ ଅଛି, ସେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠ, ୟିଏ ନିଜକୁ ମହତ୍ତ୍ବ ବୋଲି ଛଳନା କରେ, କିନ୍ତୁ ତା ପାଖ ରେ ୟଥେଷ୍ଟ ଖାଦ୍ୟ ନ ଥାଏ।

10 A righteous man regards the life of his animal, But the tender mercies of the wicked are cruel.ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକା ରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦଯ ଅଟନ୍ତି।

11 He who tills his land shall have plenty of bread, But he who chases fantasies is void of understanding.ଯେଉଁ ଲୋକ ଆପଣା ଭୂମି ଚଷେ, ସେ ୟଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନ ରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।

12 The wicked desires the plunder of evil men, But the root of the righteous flourishes.ଦୁଷ୍ଟ ଲୋକମାନେ କୁକର୍ମକାରୀ ଲୋକମାନଙ୍କର ଫାନ୍ଦକୁ ଆଦରି ନିଅନ୍ତି। ମାତ୍ର ଧାର୍ମିକର ମୂଳ ଫଳଦାୟକ ଅଟେ।

13 An evil man is trapped by sinfulness of lips, But the righteous shall come out of trouble.ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।

14 A man shall be satisfied with good by the fruit of his mouth. The work of a man's hands shall be rewarded to him.ମନୁଷ୍ଯ ଆପଣା ମୁଖର ଫଳ ଦ୍ବାରା ମଙ୍ଗଳ ରେ ପରିତୃପ୍ତ ହବେ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହବେ।

15 The way of a fool is right in his own eyes, But he who is wise listens to counsel.ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।

16 A fool shows his annoyance the same day, But one who overlooks an insult is prudent.ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ ; କିନ୍ତୁ ବିଜ୍ଞ ମନୁଷ୍ଯ ଅପମାନକୁ ଉପେକ୍ଷା କରେ।

17 He who is truthful testifies honestly, But a false witness lies.ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।

18 There is one who speaks rashly like the piercing of a sword, But the tongue of the wise heals.ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସମାନଙ୍କେର ଶବ୍ଦଗୁଡ଼ିକ ଦ୍ବିଶାଣିତ ଖଡ୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।

19 Truth's lips will be established forever, But a lying tongue is only momentary.ମିଥ୍ଯାବାଦୀର କଥା କବଳେ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ଯତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।

20 Deceit is in the heart of those who plot evil, But joy comes to the promoters of peace.ଅନିଷ୍ଟ ଚିନ୍ତାକାରୀର ହୃଦଯ ରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦଯ ଆନନ୍ଦପ୍ରଦ ହୁଏ।

21 No mischief shall happen to the righteous, But the wicked shall be filled with evil.ଧାର୍ମିକ ପ୍ରତି କୌଣସି ବିପର୍ୟ୍ଯଯ ଘଟିବ ନାହିଁ, ମାତ୍ର ଦୁଷ୍ଟ ଲୋକମାନଙ୍କର ବହୁତ ସମସ୍ଯା ହବେ।

22 Lying lips are an abomination to Yahweh, But those who do the truth are his delight.ମିଥ୍ଯାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ଯ କୁହନ୍ତି, ସମାନେେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।

23 A prudent man keeps his knowledge, But the hearts of fools proclaim foolishness.ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

24 The hands of the diligent ones shall rule, But laziness ends in slave labor.ଜଣେ କର୍ମଶୀଳଙ୍କ ହସ୍ତ କତ୍ତୃର୍ତ୍ବ କରିବ, ମାତ୍ର ଅଳସୁଆ ଲୋକ ଦାସ ହବେ।

25 Anxiety in a man's heart weighs it down, But a kind word makes it glad.ମନୁଷ୍ଯର ମନୋବ୍ଯଥା ମନକୁ ନତ କରେ। ମାତ୍ର ମଙ୍ଗଳର ବାକ୍ଯ ତାହାର ହରଷ ଜନ୍ମାଏ।

26 A righteous person is cautious in friendship, But the way of the wicked leads them astray.ଧାର୍ମିକ ଲୋକ ଆପଣା ପ୍ରତିବେଶୀର ଠିକ୍ ପଥ ପ୍ରଦର୍ଶକ, ମାତ୍ର ଦୁଷ୍ଟମାନଙ୍କ ପଥ ସମାନଙ୍କେୁ ଭୁଲାଏ।

27 The slothful man doesn't roast his game, But the possessions of diligent men are prized.ଅଳସୁଆ ମୃଗଯା ରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ଯମାନଙ୍କର ବହୁମୂଲ୍ଯ ସମ୍ପତ୍ତି ପରିଶ୍ରମର ପକ୍ଷ ରେ ରହେ।

28 In the way of righteousness is life; In its path there is no death.ଧାର୍ମିକତା ରୂପ ପଥରେ ଜୀବନ ଥାଏ। ପୁଣି ତହିଁର ଗମନ ମାର୍ଗ ରେ ମୃତ୍ଯୁ ନ ଥାଏ।

Oriya Bible