Proverbs 16 - TELUGU (Oriya)
1 హృదయాలోచనలు మనుష్యుని వశము, చక్కని ప్రత్యుత్తరమిచ్చుటకు యెహోవావలన కలు గును.ମନୁଷ୍ଯ କଳ୍ପନା କରେ। କିନ୍ତୁ ନିର୍ଣ୍ଣଯ ସଦାପ୍ରଭୁଙ୍କ ପାଖରୁ ଆ ସେ।
2 ఒకని నడతలన్నియు వాని దృష్టికి నిర్దోషములుగా కనబడును యెహోవా ఆత్మలను పరిశోధించును.ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।
3 నీ పనుల భారము యెహోవామీద నుంచుము అప్పుడు నీ ఉద్దేశములు సఫలమగును.ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।
4 యెహోవా ప్రతి వస్తువును దాని దాని పని నిమిత్తము కలుగజేసెను నాశన దినమునకు ఆయన భక్తిహీనులను కలుగజేసెను.ସଦାପ୍ରଭୁ ପ୍ରେତ୍ୟକକ ବିଷଯକୁ ତହିଁର ନିଜ ଉଦ୍ଦେଶ୍ଯ ସାଧନ ନିମନ୍ତେ କରିଅଛନ୍ତି। ସଦାପ୍ରଭୁଙ୍କ ବିଚାର ରେ ଦୁଷ୍ଟମାନେ ବିନାଶ ହବେେ।
5 గర్వహృదయులందరు యెహోవాకు హేయులు నిశ్చయముగా వారు శిక్ష నొందుదురు.ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।
6 కృపాసత్యములవలన దోషమునకు ప్రాయశ్చిత్తము కలుగును యెహోవాయందు భయభక్తులు కలిగియుండుటవలన మనుష్యులు చెడుతనమునుండి తొలగిపోవుదురు.ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।
7 ఒకని ప్రవర్తన యెహోవాకు ప్రీతికరమగునప్పుడు ఆయన వాని శత్రువులను సహా వానికి మిత్రులుగా చేయును.ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତି ରେ ରହିବା ପାଇଁ ବାଧ୍ଯ କରନ୍ତି।
8 అన్యాయము చేత కలిగిన గొప్ప వచ్చుబడికంటె నీతితోకూడిన కొంచెమే శ్రేష్ఠము.ଅନ୍ଯାଯ ରେ ପ୍ରଚୁର ରୋଜଗାର, ଧାର୍ମିକତା ରେ ଅଳ୍ପ ରୋଜଗାର ହିଁ ଭଲ ଅଟେ।
9 ఒకడు తాను చేయబోవునది హృదయములో యోచించుకొనును యెహోవా వాని నడతను స్థిరపరచునుମନୁଷ୍ଯର ମନ ଆପଣାର ପଥ ବିଷଯ ରେ କଳ୍ପନା କରେ, ମାତ୍ର ସଦାପ୍ରଭୁ ତାହାର ଚାଲିବାକୁ ନିର୍ଦ୍ଦେଶ କରନ୍ତି।
10 దేవోక్తి పలుకుట రాజువశము న్యాయము విధించుటయందు అతని మాట న్యాయము తప్పదు.ଯେତବେେଳେ ରାଜା ଯାହା କହନ୍ତି ତାହା ନିଯମ ହାଇୟୋଏ। ତେଣୁ ତା'ର ବିଚାର ସ୍ବଚ୍ଛ ହବୋ ଉଚିତ୍।
11 న్యాయమైన త్రాసును తూనికరాళ్లును యెహోవా యొక్క యేర్పాటులు సంచిలోని గుండ్లన్నియు ఆయన నియమించెను.ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।
12 రాజులు దుష్టక్రియలు చేయుట హేయమైనది నీతివలన సింహాసనము స్థిరపరచబడును.କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।
13 నీతిగల పెదవులు రాజులకు సంతోషకరములు యథార్థవాదులు వారికి ప్రియులు.ଧର୍ମୟୁକ୍ତ କଥା ରାଜାଙ୍କ ପାଇଁ ତୁଷ୍ଟିକର। ସମାନେେ ଯଥାର୍ଥ କରନ୍ତି ଯେଉଁମାନେ ପ୍ ରମେ କରନ୍ତି।
14 రాజు క్రోధము మరణదూత జ్ఞానియైనవాడు ఆ క్రోధమును శాంతిపరచును.ରାଜାଙ୍କର କୋରଧ ମୃତ୍ଯୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।
15 రాజుల ముఖప్రకాశమువలన జీవము కలుగును వారి కటాక్షము కడవరి వానమబ్బు.ରାଜାର ପ୍ରସନ୍ନ ବଦନ ରେ ଜୀବନ ଥାଏ। ତାଙ୍କର ଅନୁଗ୍ରହ ଶଷେ ବର୍ଷାର ମେଘସ୍ବରୂପ।
16 అపరంజిని సంపాదించుటకంటె జ్ఞానమును సంపా దించుట ఎంతో శ్రేష్ఠము వెండిని సంపాదించుటకంటె తెలివిని సంపాదించుట ఎంతో మేలు.ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।
17 చెడుతనము విడిచి నడచుటయే యథార్థవంతులకు రాజమార్గము తన ప్రవర్తన కనిపెట్టువాడు తన ప్రాణమును కాపాడుకొనును.ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂର ରେ। ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
18 నాశనమునకు ముందు గర్వము నడచును. పడిపోవుటకు ముందు అహంకారమైన మనస్సు నడచునుଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।
19 గర్విష్ఠులతో దోపుడుసొమ్ము పంచుకొనుటకంటె దీనమనస్సు కలిగి దీనులతో పొత్తుచేయుట మేలు.ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ଯ ଭାଗ କରିବା ଅପେକ୍ଷା ଦରିଦ୍ରତାର ସହିତ ନମ୍ର ହବୋ ଭଲ।
20 ఉపదేశమునకు చెవి యొగ్గువాడు మేలునొందును యెహోవాను ఆశ్రయించువాడు ధన్యుడు.ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କରେ, ସେ ସାଫଲ୍ଯ ଅର୍ଜନ କରେ। ପୁଣି ସହେି ଲୋକ ଧନ୍ଯ ଯେ ସଦାପ୍ରଭୁଙ୍କଠା ରେ ନିର୍ଭର କରେ।
21 జ్ఞానహృదయుడు వివేకి యనబడును రుచిగల మాటలు పలుకుటవలన విద్యయెక్కువగును.କିଏ ଜ୍ଞାନୀ ବା ବୁଦ୍ଧିମାନ, ଲୋକମାନେ ଜାଣିପାରିବେ। ବାକ୍ଯର ମିଷ୍ଟତା ପାଣ୍ଡିତ୍ଯ ବଢ଼ାଏ।
22 తెలివిగలవానికి వాని తెలివి జీవపు ఊట మూఢులకు వారి మూఢత్వమే శిక్షସଦବୁଦ୍ଧି ପାଇଥିବା ଲୋକ ଜୀବନର ଝର ସ୍ବରୂପ ଅଟେ। ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23 జ్ఞానుని హృదయము వానినోటికి తెలివి కలిగించును వాని పెదవులకు విద్య విస్తరింపజేయును.ଜ୍ଞାନବାନର ହୃଦଯ ଆପଣା ମୁଖକୁ ଶିକ୍ଷା ଦିଏ। ପୁଣି ତା'ର ବାକ୍ଯ ପାଣ୍ଡିତ୍ଯ ବଢ଼ାଏ।
24 ఇంపైన మాటలు తేనెపట్టువంటివి అవి ప్రాణమునకు మధురమైనవి యెముకలకు ఆరోగ్య కరమైనవి.ଦୟାପୂର୍ଣ୍ଣ କଥା ମହୁପରି ଅଟେ। ଏହାକୁ ଗ୍ରହଣ କରିବା ସହଜ ଏବଂ ସ୍ବାସ୍ଥ୍ଯ ପାଇଁ ଉତ୍ତମ।
25 ఒకని మార్గము వాని దృష్టికి యథార్థముగా కనబడును అయినను తుదకు అది మరణమునకు చేరును.ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।
26 కష్టము చేయువాని ఆకలి వానికొరకు వానిచేత కష్టము చేయించును వాని కడుపు వానిని తొందరపెట్టును.ପରିଶ୍ରମକାତର କ୍ଷୁଧା ତାକୁ ପରିଶ୍ରମ କରିବାକୁ ବାଧ୍ଯ କରେ। ତା'ର ଭୋକିଲା ପାଟି କଠିନ ପରିଶ୍ରମ ପାଇଁ ଅଭିୟାନ କରନ୍ତି।
27 పనికిమాలినవాడు కీడును త్రవ్వి పైకెత్తును వాని పెదవులమీద అగ్ని మండుచున్నట్టున్నది.ପାପାଧାମ ଲୋକ ଅନିଷ୍ଟ କଳ୍ପନା କରେ। ଏବଂ ତାହାର ବାକ୍ଯଗୁଡ଼ିକ ଅଗ୍ନିପରି ଜଳେ।
28 మూర్ఖుడు కలహము పుట్టించును కొండెగాడు మిత్రభేదము చేయును.କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।
29 బలాత్కారి తన పొరుగువానిని లాలనచేయును కానిమార్గములో వాని నడిపించును.ଅତ୍ଯାଚାରୀ ଆପଣା ମିତ୍ରଗଣକୁ ଭୁଲିୟାଏ। ଏବଂ ପ୍ରତିବେଶୀକୁ କୁପଥରେ କଢ଼ାଇ ନିଏ।
30 కృత్రిమములు కల్పింపవలెనని కన్నులు మూసికొని తన పెదవులు బిగబట్టువాడే కీడు పుట్టించువాడు.ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷଯ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧ ରେ, ମନ୍ଦକର୍ମ ସିଦ୍ଧ କରୁଥାଏ।
31 నెరసిన వెండ్రుకలు సొగసైన కిరీటము అవి నీతిప్రవర్తన గలవానికి కలిగి యుండును.ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
32 పరాక్రమశాలికంటె దీర్ఘశాంతముగలవాడు శ్రేష్ఠుడు పట్టణము పట్టుకొనువానికంటె తన మనస్సును స్వాధీన పరచుకొనువాడు శ్రేష్ఠుడుଯେ କୋରଧ ରେ ଧୀର, ସେ ବୀର ଅପେକ୍ଷା ଶ୍ ରେଷ୍ଠ। ପୁଣି ଯେ ଆପଣା ଆତ୍ମା ଉପ ରେ କତ୍ତୃର୍ତ୍ବ କରେ, ସେ ନଗର ବିଜଯୀଠାରୁ ଭଲ।
33 చీట్లు ఒడిలో వేయబడును వాటివలని తీర్పు యెహోవా వశము.ନିଷ୍ପତ୍ତି ପାଇଁ ଗୁଳିବାଣ୍ଟ ପଡ଼େ, କିନ୍ତୁ ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ଆ ସେ।
Oriya Bible