Proverbs 17:3 in Oriya

Oriya Oriya Bible Proverbs Proverbs 17 Proverbs 17:3

Proverbs 17:3
ନିଆଁ ରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାୟାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।

Proverbs 17:2Proverbs 17Proverbs 17:4

Proverbs 17:3 in Other Translations

King James Version (KJV)
The fining pot is for silver, and the furnace for gold: but the LORD trieth the hearts.

American Standard Version (ASV)
The refining pot is for silver, and the furnace for gold; But Jehovah trieth the hearts.

Bible in Basic English (BBE)
The heating-pot is for silver and the oven-fire for gold, but the Lord is the tester of hearts.

Darby English Bible (DBY)
The fining-pot is for silver, and the furnace for gold; but Jehovah trieth the hearts.

World English Bible (WEB)
The refining pot is for silver, and the furnace for gold, But Yahweh tests the hearts.

Young's Literal Translation (YLT)
A refining pot `is' for silver, and a furnace for gold, And the trier of hearts `is' Jehovah.

The
fining
pot
מַצְרֵ֣ףmaṣrēpmahts-RAFE
is
for
silver,
לַ֭כֶּסֶףlakkesepLA-keh-sef
furnace
the
and
וְכ֣וּרwĕkûrveh-HOOR
for
gold:
לַזָּהָ֑בlazzāhābla-za-HAHV
but
the
Lord
וּבֹחֵ֖ןûbōḥēnoo-voh-HANE
trieth
לִבּ֣וֹתlibbôtLEE-bote
the
hearts.
יְהוָֽה׃yĕhwâyeh-VA

Cross Reference

Jeremiah 17:10
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।

Proverbs 27:21
କୌଯି ରେ ରୂପା, ଉହ୍ନଇେ ରେ ସୁନା, ପ୍ରଶଂସା ରେ ମନୁଷ୍ଯ ପରୀକ୍ଷିତ ହୁଏ।

Psalm 26:2
ହେ ସଦାପ୍ରଭୁ, ମାେତେ ପରୀକ୍ଷା କର, ପ୍ରମାଣ ନିଅ ଓ ମାରେ ହୃଦଯ ଓ ମନକୁ ପରିଷ୍କର କର।

1 Peter 1:7
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

1 Chronicles 29:17
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

Revelation 2:23
ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।

Malachi 3:2
ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।

Zechariah 13:9
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'

Isaiah 48:10
ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିବୁ। ମାତ୍ର ଲୋକମାନେ ଯେପରି ରୂପାକୁ ଅଗ୍ନି ରେ ପକାଇ ପରିଷ୍କାର କରନ୍ତି ସପରେି ନୁହେଁ। ଆମ୍ଭେ ତୁମ୍ଭକୁ ଦୁଃଖରୂପକ ଉହ୍ନଇେ ରେ ପକାଇ ପରିଷ୍କାର କରିବୁ।

Psalm 66:10
ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ। ୟପରେି ଅଗ୍ନିରେ ଲୋକମାନେ ରୂପକୁ ପରୀକ୍ଷା କରନ୍ତି।