Proverbs 18 - TELUGU (Oriya)
1 వేరుండగోరువాడు స్వేచ్ఛానుసారముగా నడచువాడు అట్టివాడు లెస్సైన జ్ఞానమునకు విరోధి. బుద్ధిహీనుడు వివేచనయందు సంతోషింపకଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।
2 తన అభిప్రాయములను బయలుపరచుటయందు సంతో షించును.ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କବଳେ ଆପଣା ମନର କଥା ପ୍ରକାଶ କରିବା ରେ ସନ୍ତାଷେ ପାଏ।
3 భక్తిహీనుడు రాగానే తిరస్కారము వచ్చును అవమానము రాగానే నింద వచ్చును.ଦୁଷ୍ଟ ଆସିଲେ ଅବଜ୍ଞା ଆ ସେ। ପୁଣି ଅପମାନ ସଙ୍ଗେ ଦୁର୍ନାମ ଆ ସେ।
4 మనుష్యుని నోటి మాటలు లోతు నీటివంటివి అవి నదీప్రవాహమువంటివి జ్ఞానపు ఊటవంటివి.ମନୁଷ୍ଯର ମୁଖର ବାକ୍ଯ ଗଭୀର ଜଳତୁଲ୍ଯ। ପୁଣି ଜ୍ଞାନ ରେ ଉତ୍ପତ୍ତି ସ୍ଥାନ ଜଳ ସୋର୍ତ ସଦୃଶ।
5 తీర్పు తీర్చుటలో భక్తిహీనులయెడల పక్షపాతము చూపుటయు నీతిమంతులకు న్యాయము తప్పించుటయు క్రమము కాదు.ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଚାର ରେ ଧାର୍ମିକ ପ୍ରତି ଅନ୍ଯାଯ କରିବା ଭଲ ନୁହେଁ।
6 బుద్ధిహీనుని పెదవులు కలహమునకు సిద్ధముగా నున్నవి. దెబ్బలు కావలెనని వాడు కేకలువేయును.ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ।
7 బుద్ధిహీనుని నోరు వానికి నాశనము తెచ్చును వాని పెదవులు వాని ప్రాణమునకు ఉరి తెచ్చును.ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ।
8 కొండెగాని మాటలు రుచిగల భోజ్యములు అవి లోకడుపులోనికి దిగిపోవును.ନିନ୍ଦାର ବାକ୍ଯଗୁଡ଼ିକ, ସୁଷମ ଖାଦ୍ୟ ପରି ଅଟେ, ଯାହା ପାକସ୍ଥଳି ତଳକୁ ୟାଏ।
9 పనిలో జాగుచేయువాడు నష్టము చేయువానికి సోదరుడు.ଆପଣା କାର୍ୟ୍ଯ ରେ ଯେ ଅଳସ, ସେ ବିନାଶକର ଭଳଇ।
10 యెహోవా నామము బలమైన దుర్గము. నీతిమంతుడు అందులోనికి పరుగెత్తి సురక్షితముగా నుండును.ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।
11 ధనవంతునికి వాని ఆస్తి ఆశ్రయపట్టణము వాని దృష్టికి అది యెత్తయిన ప్రాకారము.ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତ ରେ ଏହା ଉଚ୍ଚ ପ୍ରାଚୀର ସ୍ବରୂପ, ଯେ କହେି ହେଲେ ଚଢ଼ିପାରିବେ ନାହିଁ।
12 ఆపత్తు రాకమునుపు నరుని హృదయము అతిశయ పడును ఘనతకు ముందు వినయముండును.ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13 సంగతి వినకముందు ప్రత్యుత్తరమిచ్చువాడు తన మూఢతను బయలుపరచి సిగ్గునొందును.ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ।
14 నరుని ఆత్మ వాని వ్యాధి నోర్చును నలిగిన హృదయమును ఎవడు సహింపగలడు?ଯେତବେେଳେ ଜଣେ ମନୁଷ୍ଯ ଅସୁସ୍ଥ ହୁଏ ତା'ର ଆତ୍ମା ତା'ର ଅସୁସ୍ଥତାକୁ ସହିପା ରେ, କିନ୍ତୁ କହେି ହେଲେ ଗୋଟିଏ ରୋଗଗ୍ରସ୍ତ ଆତ୍ମାକୁ ସହିପା ରେ ନାହିଁ।
15 జ్ఞానుల చెవి తెలివిని వెదకును వివేకముగల మనస్సు తెలివిని సంపాదించును.ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।
16 ఒకడు ఇచ్చు కానుక వానికి వీలు కలుగజేయును అది గొప్పవారియెదుటికి వానిని రప్పించునుମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।
17 వ్యాజ్యెమందు వాది పక్షము న్యాయముగా కనబడును అయితే ఎదుటివాడు వచ్చినమీదట వాని సంగతి తేటపడును.ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ୟ୍ଯନ୍ତ ସେ ଅନ୍ୟ ଲୋକ ଦ୍ବାରା ପରୀକ୍ଷା ହାଇେ ନାହିଁ।
18 చీట్లు వేయుటచేత వివాదములు మానును అది పరాక్రమశాలులను సమాధానపరచును.ଗୁଳିବାଣ୍ଟ ବିରୋଧ ମେଣ୍ଟାଇ ଦିଏ ଓ ବଳବାନମାନଙ୍କୁ ପୃଥକ କରେ।
19 బలమైన పట్టణమును వశపరచుకొనుటకంటె ఒకనిచేత అన్యాయమునొందిన సహోదరుని వశ పరచు కొనుట కష్టతరము. వివాదములు నగరు తలుపుల అడ్డగడియలంత స్థిర ములు.ବିରକ୍ତ ଭାଇ ଦୃଢ଼ ନଗର ଅପେକ୍ଷା କଷ୍ଟକର। ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ବରୂପ।
20 ఒకని నోటి ఫలముచేత వాని కడుపు నిండును తన పెదవుల ఆదాయముచేత వాడు తృప్తిపొందును.ମନୁଷ୍ଯର ଉଦର ତା'ର ମୁଖ ଫଳ ରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥା ରେ ତୃପ୍ତ ହୁଏ।
21 జీవమరణములు నాలుక వశము దానియందు ప్రీతిపడువారు దాని ఫలము తిందురుମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।
22 భార్య దొరికినవానికి మేలు దొరికెను అట్టివాడు యెహోవావలన అనుగ్రహము పొందిన వాడు.ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
23 దరిద్రుడు బతిమాలి మనవి చేసికొనును ధనవంతుడు దురుసుగా ప్రత్యుత్తరమిచ్చును.ଦରିଦ୍ର ଲୋକ ବିନଯ କରେ। ମାତ୍ର ଧନବାନ କଠିନ ଉତ୍ତର ଦିଏ।
24 బహుమంది చెలికాండ్రు గలవాడు నష్టపడును సహోదరునికంటెను ఎక్కువగా హత్తియుండు స్నేహి తుడు కలడు.ଯେ ଅନକେ ମିତ୍ର କରେ, ସମାନେେ ତାଙ୍କର ବିନାଶର କାରଣ ହାଇପୋରନ୍ତି। ମାତ୍ର ଜଣେ ପ୍ ରମେକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଠ ହାଇେ ରହନ୍ତି।
Oriya Bible