Bible

Proverbs 19 - TELUGU (Oriya)

1 బుద్ధిహీనుడై తన పెదవులతో మూర్ఖముగా మాటలాడు వానికంటె యథార్థముగా ప్రవర్తించు దరిద్రుడే శ్రేష్ఠుడు.ଗରିବ ହେଲେ ମଧ୍ଯ ସେ ସାଧୁତା, ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।

2 ఒకడు తెలివి లేకుండుట మంచిది కాదు తొందరపడి నడచువాడు దారి తప్పిపోవును. ఒకని మూర్ఖత వాని ప్రవర్తనను తారుమారు చేయునుଜ୍ଞାନହୀନ ଜୀଜ୍ଞାଷୁ ହବୋର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।

3 అట్టివాడు హృదయమున యెహోవామీద కోపిం చును.ମନୁଷ୍ଯର ଅଜ୍ଞାନତା ନିଜର ଜୀବନକୁ ଧ୍ବଂସ କରେ। କିନ୍ତୁ ତା'ପ ରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।

4 ధనముగలవానికి స్నేహితులు అధికముగానుందురు, దరిద్రుడు తన స్నేహితులను పోగొట్టుకొనును.ଧନ ବହୁମିତ୍ର ଲାଭ କରେ, ମାତ୍ର ଦରିଦ୍ରତା ବନ୍ଧୁ ନାଶ କରେ।

5 కూటసాక్షి శిక్ష నొందకపోడు అబద్ధములాడువాడు తప్పించుకొనడు.ଯେଉଁ ଲୋକ ଅନ୍ୟ ବିରୁଦ୍ଧ ରେ ମିଥ୍ଯା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କ ହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।

6 అనేకులు గొప్పవారి కటాక్షము వెదకుదురు దాతకు అందరు స్నేహితులే.ଅନକେ ଲୋକ ବଦାନ୍ଯ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରେତ୍ୟକକ ଲୋକ ସହେି ଲୋକର ବନ୍ଧୁ ହୁଅନ୍ତି ୟିଏ ଉପହାର ଦିଏ।

7 బీదవాడు తన చుట్టములందరికి అసహ్యుడు అట్టివానికి స్నేహితులు మరి దూరస్థులగుదురు వాడు నిరర్థకమైన మాటలు వెంటాడువాడు.ଦରିଦ୍ର ଲୋକଙ୍କୁ ତା'ର ପରିବାର ମଧ୍ଯ ଭଲ ପାଏ ନାହିଁ। ତା'ର ମିତ୍ରମାନେ ତାଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସମାନଙ୍କେର ସାହାୟ୍ଯ ପାଇଁ ଭିକ୍ଷା କରେ, କିନ୍ତୁ ସମାନେେ ତା'ର ନିକଟକୁ ୟାଆନ୍ତି ନାହିଁ।

8 బుద్ధి సంపాదించుకొనువాడు తన ప్రాణమునకు ఉప కారి వివేచనను లక్ష్యము చేయువాడు మేలు పొందును.ଯଦି ଜଣେ ଲୋକ ତା ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହବେ। ଯେ ବିବଚେନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ।

9 కూటసాక్షి శిక్షనొందకపోడు అబద్ధములాడువాడు నశించును.ମିଥ୍ଯା ସାକ୍ଷୀ ଦଣ୍ଡିତ ହବେ। ମିଥ୍ଯାବାଦୀ ଧ୍ବଂସ ପାଇବ।

10 భోగముల ననుభవించుట బుద్ధిహీనునికి తగదు రాజులనేలుట దాసునికి బొత్తిగా తగదు.ମୂର୍ଖ ଲୋକ କବେେ ହେଲେ ଧନୀ ହାଇପୋରିବ ନାହିଁ। ଯେପରି ଅଧିପତି ଉପ ରେ ଦାସର କତ୍ତୃର୍ତ୍ବ।

11 ఒకని సుబుద్ధి వానికి దీర్ఘశాంతము నిచ్చును తప్పులు క్షమించుట అట్టివానికి ఘనతనిచ్చును.ମନୁଷ୍ଯର ସୁବୁଦ୍ଧି ତାହାକୁ କୋର୍ଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ୟ୍ଯ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।

12 రాజు కోపము సింహగర్జనవంటిది అతని కటాక్షము గడ్డిమీద కురియు మంచు వంటిది.ରାଜାର କୋର୍ଧ ସିଂହର ଗର୍ଜ୍ଜନ ସଦୃଶ। କିନ୍ତୁ ତା'ର ଅନୁଗ୍ରହ ତୃଣ ଉପ ରେ ଥିବା କାକର ତୁଲ୍ଯ।

13 బుద్ధిహీనుడగు కుమారుడు తన తండ్రికి చేటుతెచ్చును భార్యతోడి పోరు ఎడతెగక పడుచుండు బిందువు లతో సమానము.ମୂର୍ଖ ପୁତ୍ର ତା'ର ପିତାର ଦୁଃଖର କାରଣ ହବେ। ଏବଂ କଳିହୁଡ଼ି ସ୍ତ୍ରୀ ଅବିରତ ବିନ୍ଦୁପାତ ପରି।

14 గృహమును విత్తమును పితరులిచ్చిన స్వాస్థ్యము సుబుద్ధిగల భార్య యెహోవాయొక్క దానము.ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।

15 సోమరితనము గాఢనిద్రలో పడవేయును సోమరివాడు పస్తు పడియుండును.ଆଳସ୍ଯ ନିଦ୍ରା ଆଣେ। ଅଳସ ପ୍ରାଣୀ କ୍ଷୁଧାଭୋଗ କରେ।

16 ఆజ్ఞను గైకొనువాడు తన్ను కాపాడుకొనువాడు తన ప్రవర్తన విషయమై అజాగ్రతగా నుండువాడు చచ్చును.ଆଜ୍ଞା ପାଳନକାରୀ ଆପଣା ପ୍ରାଣ ରକ୍ଷା କରେ। ମାତ୍ର ଆପଣା ପଥ ବିଷଯ ରେ ଯେ ଅସାବଧାନ ହୁଏ, ସେ ମରିବ।

17 బీదలను కనికరించువాడు యెహోవాకు అప్పిచ్చు వాడు వాని ఉపకారమునకు ఆయన ప్రత్యుపకారము చేయును.ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।

18 బుద్ధి వచ్చునని నీ కుమారుని శిక్షింపుము అయితే వాడు చావవలెనని కోరవద్దు.ଅପାଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି। ଯଦି ତୁମ୍ଭେ ଏହା କରିବ ନାହିଁ, ତୁମ୍ଭେ ତା'ର ବିନାଶର କାରଣ ହବେ।

19 మహా కోపియగువాడు దండన తప్పించుకొనడు వాని తప్పించినను వాడు మరల కోపించుచునే యుండును.ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ। ଯେ ହତେୁ ତୁମ୍ଭେ ତାକୁ ଥରେ ଉଦ୍ଧାର କଲେ ତାହା ତୁମ୍ଭକୁ ପୁନର୍ବାର କରିବାକୁ ହବେ।

20 నీవు ముందుకు జ్ఞానివగుటకై ఆలోచన విని ఉపదేశము అంగీకరించుము.ଶଷୋବସ୍ଥା ରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।

21 నరుని హృదయములో ఆలోచనలు అనేకములుగా పుట్టును యెహోవాయొక్క తీర్మానమే స్థిరము.ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।

22 కృప చూపుట నరుని పరులకు ప్రియునిగా చేయును అబద్ధికునికంటె దరిద్రుడే మేలు.ଜଣେ ଲୋକ ତାଙ୍କର ବିଶ୍ବାସ ଜରିଆ ରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ଯାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ ରେଷ୍ଠ। ୟିଏ ଯାହାକୁ ବିଶ୍ବାସ କରାୟାଇପା ରେ ନାହିଁ।

23 యెహోవాయందు భయభక్తులు కలిగియుండుట జీవ సాధనము అది కలిగినవాడు తృప్తుడై అపాయము లేకుండ బ్రదుకును.ସଦାପ୍ରଭୁ ବିଷଯକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠା ରେ ଥାଏ, ସେ ଶାନ୍ତି ରେ ବାସ କରିପାରିବ। ବିପଦ ତା'ର ନିକଟରେ ୟାଇ ପାରିବ ନାହିଁ।

24 సోమరి పాత్రలో చెయ్యి ముంచునేగాని తన నోటికి దాని తిరిగి ఎత్తనైన ఎత్తడు.ଅଳସୁଆ ଆପଣା ଥାଳି ରେ ହାତ ବୁଡ଼ାଇଲେ ଆଉଥରେ ତା'ର ମୁହଁକୁ ନବୋକୁ ଇଚ୍ଛା କରେ ନାହିଁ।

25 అపహాసకులు దండింపబడగా చూచి జ్ఞానము లేని వారు జ్ఞానము నొందుదురు వివేకులను గద్దించినయెడల వారు జ్ఞానవృద్ధి నొందు దురు.ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ। ଯଦି ତୁମ୍ଭେ ବୁଦ୍ଧିମାନ୍ ବ୍ଯକ୍ତିକୁ ଭର୍ତ୍ସନା କରିବ, ସେ ଅଧିକ ଶିକ୍ଷା ଲାଭ କରିବ।

26 తండ్రికి కీడుచేసి తల్లిని తరిమివేయువాడు అవమానమును అపకీర్తిని కలుగజేయువాడు.ଯେଉଁ ପୁତ୍ର ଆପଣା ପିତାର ଧନ ଚେୀରୀ କରେ ଏବଂ ଆପଣା ମାତାକୁ ତଡ଼ିଦିଏ ଗୋଟିଏ ଲଜ୍ଜ୍ଯାକର ଓ ଅପମାନ ଜନକ ପୁତ୍ର ଅଟେ।

27 నా కుమారుడా, తెలివి పుట్టించు మాటలు నీవు మీరగోరితివా? ఉపదేశము వినుట ఇక మానుకొనుము.ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ଯୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।

28 వ్యర్థుడైన సాక్షి న్యాయము నపహసించును భక్తిహీనుల నోరు దోషమును జుర్రుకొనును.ପାଷାଣ୍ଡ ସାକ୍ଷୀ ନ୍ଯାଯ ବିଚାରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟ ରେ ପରିପୂର୍ଣ୍ଣ।

29 అపహాసకులకు తీర్పులును బుద్ధిహీనుల వీపులకు దెబ్బలును నియమింపబడినవి.ନିନ୍ଦୁକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।

Oriya Bible