Proverbs 2 - WEB (Oriya)
1 My son, if you will receive my words, And store up my commandments within you;ହେ ମାରେ ପୁତ୍ର, ମାରେବାକ୍ଯ ଗ୍ରହଣ କର। ମାରେ ନିର୍ଦ୍ଦେଶ ମନେ କର।
2 So as to turn your ear to wisdom, And apply your heart to understanding;ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।
3 Yes, if you call out for discernment, And lift up your voice for understanding;ସୁବିବଚେନା ପ୍ରତି ଡ଼ାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ବର କର।
4 If you seek her as silver, And search for her as for hidden treasures:ନ୍ଯାଯ ରୂପା ତୁଲ୍ଯ ଅଟେ, ତାକୁ ଖାଜେ। ପୋତାଧନ ପରି ତା'ର ଅନେଷ୍ବଣ କର।
5 Then you will understand the fear of Yahweh, And find the knowledge of God.ଯଦି ତୁମ୍ଭେ ଏପରି କର। ତବେେ ତୁମ୍ଭେ ସଦାପ୍ରଭୁଙ୍କ ବିଷଯକ ଭୟ ବୁଝିବ ଓ ପରମେଶ୍ବରଙ୍କ ବିଷଯକ ତତ୍ତ୍ବଜ୍ଞାନ ପାଇବ।
6 For Yahweh gives wisdom. Out of his mouth comes knowledge and understanding.ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7 He lays up sound wisdom for the upright. He is a shield to those who walk in integrity;ସେ ସତ୍ ଲୋକଙ୍କ ପାଇଁ ତତ୍ତ୍ବଜ୍ଞାନ ସଞ୍ଚଯ କରନ୍ତି। ସେ ନିରୀହ ଲୋକମାନଙ୍କର ଢ଼ାଲ ସ୍ବରୂପ ଅଟନ୍ତି।
8 That he may guard the paths of justice, And preserve the way of his saints.ସେ ଯେଉଁ ଲୋକମାନେ ନ୍ଯାଯ ପଥରେ ଚାଲନ୍ତି, ସମାନଙ୍କେୁ ରକ୍ଷା କରନ୍ତି ଏବଂ ତାଙ୍କର ପବିତ୍ର ଲୋକମାନଙ୍କର ଗତି ସୁରକ୍ଷିତ କରନ୍ତି।
9 Then you will understand righteousness and justice, Equity and every good path.ତେଣୁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ଯାଯ, ଓ ମଙ୍ଗଳର ପ୍ରେତ୍ୟକକ ସୁପଥ ଜାଣିବ।
10 For wisdom will enter into your heart. Knowledge will be pleasant to your soul.ଜ୍ଞାନ ତୁମ୍ଭ ହୃଦଯ ରେ ପ୍ରବେଶ କରିବ, ବିଦ୍ଯା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହବେ।
11 Discretion will watch over you. Understanding will keep you,ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହବେ।
12 To deliver you from the way of evil, From the men who speak perverse things;ସତର୍କତା ଓ ବୁଝାମଣା ଦୁଷ୍ଟ ଲୋକମାନଙ୍କ ପରି ଭୁଲ୍ ପଥରେ ଜୀବନଧାରଣରୁ ତୁମ୍ଭକୁ ରକ୍ଷା କରିବ, ଲୋକମାନଙ୍କଠାରୁ, ଯେଉଁମାନେ ମନ୍ଦ କଥା କହନ୍ତି।
13 Who forsake the paths of uprightness, To walk in the ways of darkness;ସମାନେେ ସତ୍ଯପଥ ପରିତ୍ଯାଗ କରି କୁପଥରେ ବାସ କରନ୍ତି।
14 Who rejoice to do evil, And delight in the perverseness of evil;ସମାନେେ ଆନନ୍ଦ ପାଆନ୍ତି, ଯେତବେେଳେ ସମାନେେ କୁକର୍ମ କରନ୍ତି ଏବଂ ମନ୍ଦତାକୁ ସମାନେେ ଉପ ଭୋଗ କରନ୍ତି।
15 Who are crooked in their ways, And wayward in their paths:ସମାନଙ୍କେର ରାସ୍ତା ମାେଡ଼ି ହବୋ ଅବସ୍ଥା, ସମାନଙ୍କେର ରାସ୍ତା ବକ୍ର ଅଟେ।
16 To deliver you from the strange woman, Even from the foreigner who flatters with her words;ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।
17 Who forsakes the friend of her youth, And forgets the covenant of her God:ସେ ୟୁବାବସ୍ଥା ରେ ବିବାହ କରିଥିବ। କିନ୍ତୁ ସେ ତା'ର ସ୍ବାମୀକୁ ଛାଡ଼ି ଥିବ। ପରମେଶ୍ବରଙ୍କ ଠା ରେ ଶପଥ କରି ବିବାହ କରିଥିବା କଥା ସେ ଭୁଲି ୟିବ।
18 For her house leads down to death, Her paths to the dead.ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ଯୁ ଆଡ଼କୁ ଗଡ଼ଇବେ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗଇେ ନବେ।
19 None who go to her return again, Neither do they attain to the paths of life:ସେ ନିଜେ ଏକ କବରପରି, ଯେଉଁମାନେ ତା'ର ନିକଟକୁ ୟାଆନ୍ତି ସମାନେେ ସମାନଙ୍କେର ଜୀବନ ହରାଇବେ, ସମାନେେ ଫରେି ପାରିବେ ନାହିଁ।
20 That you may walk in the way of good men, And keep the paths of the righteous.ଜ୍ଞାନୀମାନଙ୍କୁ ଅନୁସରଣ କରିବା ପାଇଁ, ଜ୍ଞାନ ତୁମ୍ଭକୁ ସାହାୟ୍ଯ କରିବ। ଉତ୍ତମ ଲୋକର ମାର୍ଗ ଅନୁସରଣ ପାଇଁ, ଜ୍ଞାନ ତୁମ୍ଭର ସହାୟ ହବେ।
21 For the upright will dwell in the land. The perfect will remain in it.ସରଳ ଲୋକମାନେ ଦେଶ ରେ ବାସ କରିବେ। ନିର୍ଦ୍ଦୋଶୀମାନେ ତହିଁରେ ରହିବେ।
22 But the wicked will be cut off from the land. The treacherous will be rooted out of it.ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହବେେ ଓ ବିଶ୍ବାସଘାତକମାନେ ତହିଁରୁ ଉତ୍ପୀଡ଼ନ ହବେେ।
Oriya Bible