Proverbs 20 - TELUGU (Oriya)
1 ద్రాక్షారసము వెక్కిరింతల పాలుచేయును మద్యము అల్లరి పుట్టించును దాని వశమైనవారందరు జ్ఞానములేనివారు.ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।
2 రాజువలని భయము సింహగర్జనవంటిది రాజునకు క్రోధము పుట్టించువారు తమకు ప్రాణ మోసము తెచ్చుకొందురుରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।
3 కలహమునకు దూరముగా నుండుట నరులకు ఘనత మూర్ఖుడైన ప్రతివాడును పోరునే కోరును.ଯେ କୌଣସି ନିର୍ବୋଧ ସର୍ବଦା ୟୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସହେି ଲୋକକୁ ସମ୍ମାନ କର ଯେ ୟୁକ୍ତି କରିବାକୁ ବାରଣ କରେ।
4 విత్తులు వేయు కాలమున సోమరి దున్నడు కోతకాలమున పంటనుగూర్చి వాడు విచారించు నప్పుడు వానికేమియు లేకపోవును.ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ।
5 నరుని హృదయములోని ఆలోచన లోతు నీళ్ల వంటిది వివేకముగలవాడు దానిని పైకి చేదుకొనును.ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ।
6 దయ చూపువానిని కలిసికొనుట అనేకులకు తట స్థించును నమ్ముకొనదగినవాడు ఎవరికి కనబడును?ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।
7 యథార్థవర్తనుడగు నీతిమంతుని పిల్లలు వాని తదనంతరము ధన్యులగుదురు.ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।
8 న్యాయసింహాసనాసీనుడైన రాజు తన కన్నులతో చెడుతనమంతయు చెదరగొట్టును.ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।
9 నా హృదయమును శుద్ధపరచుకొని యున్నాను పాపము పోగొట్టుకొని పవిత్రుడనైతిననుకొనదగిన వాడెవడు?ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ।
10 వేరువేరు తూనికె రాళ్లు వేరువేరు కుంచములు ఈ రెండును యెహోవాకు హేయములు.ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ।
11 బాలుడు సహితము తన నడవడి శుద్ధమైనదో కాదో యథార్థమైనదో కాదో తన చేష్టలవలన తెలియజేయును.ଏପରିକି ଜଣେ େଛାଟ ପିଲା କରୁଥିବା କର୍ମରୁ ଜଣାୟାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ।
12 వినగల చెవి చూడగల కన్ను ఈ రెండును యెహోవా కలుగచేసినవే.କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।
13 లేమికి భయపడి నిద్రయందు ఆసక్తి విడువుము నీవు మేల్కొనియుండినయెడల ఆహారము తిని తృప్తి పొందుదువు.ନିଦ୍ରାକୁ ଭଲ ପାଅ ନାହିଁ। ନ ହେଲେ ତୁମ୍ଭେ ଦରିଦ୍ର ହବେ। ତୁମ୍ଭେ କର୍ମଦକ୍ଷ ହୁଅ, ତହିଁରେ ତୁମ୍ଭେ ଖାଦ୍ୟ ରେ ପରିତୃପ୍ତ ହବେ।
14 కొనువాడుజబ్బుది జబ్బుది అనును అవతలికి వెళ్లి దాని మెచ్చుకొనును.କିଣିବା ଲୋକ କ ହେ, ଭଲ ନୁହେଁ, ଭଲ ନୁହେଁ, ଏହାର ମୂଲ୍ଯ ବହୁତ ଅଧିକ। ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15 బంగారును విస్తారమైన ముత్యములును కలవు. తెలివి నుచ్చరించు పెదవులు అమూల్యమైన సొత్తు.ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ଯବାନ୍ ଅଟେ।
16 అన్యునికొరకు పూటబడినవాని వస్త్రమును పుచ్చు కొనుము పరులకొరకు వానినే కుదువపెట్టించుముଅପରିଚିତ ଲୋକ ପାଇଁ ଯେ ଲଗାହୁଏ, ତାହାର ବସ୍ତ୍ର ନିଅ। ପୁଣି ଯେ କହେି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ ହୁଏ ତାହାକୁ ବନ୍ଧକ ରଖ।
17 మోసము చేసి తెచ్చుకొన్న ఆహారము మనుష్యులకు బహు ఇంపుగా ఉండును పిమ్మట వాని నోరు మంటితో నింపబడును.ମିଥ୍ଯା ଅର୍ଜିତ ଆହାର ମନୁଷ୍ଯକୁ ମିଠା ଲାଗେ। ମାତ୍ର ପଛ ରେ ତା'ର ପାଟି ଗୋଡ଼ି ରେ ପୂର୍ଣ୍ଣ ହବେ।
18 ఉద్దేశములు ఆలోచనచేత స్థిరపరచబడును వివేకముగల నాయకుడవై యుద్ధము చేయుము.ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।
19 కొండెగాడై తిరుగులాడువాడు పరుల గుట్టు బయట పెట్టును కావున వదరుబోతుల జోలికి పోకుము.ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ।
20 తన తండ్రినైనను తల్లినైనను దూషించువాని దీపము కారుచీకటిలో ఆరిపోవును.ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।
21 మొదట బహు త్వరితముగా దొరికిన స్వాస్థ్యము తుదకు దీవెన నొందకపోవును.ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ।
22 కీడుకు ప్రతికీడు చేసెదననుకొనవద్దు యెహోవాకొరకు కనిపెట్టుకొనుము ఆయన నిన్ను రక్షించును.ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।
23 వేరువేరు తూనికె రాళ్లు యెహోవాకు హేయములు దొంగత్రాసు అనుకూలము కాదు.ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ।
24 ఒకని నడతలు యెహోవా వశము తనకు సంభవింపబోవునది యొకడెట్లు తెలిసికొన గలడు?ସଦାପ୍ରଭୁଙ୍କଠାରୁ ମନୁଷ୍ଯର ପାଦଗତି ହୁଏ, ତେଣୁ ମନୁଷ୍ଯ ଆପଣା ବାଟ ଠିକ୍ ରୂପେ ବୁଝିପା ରେ ନାହିଁ।
25 వివేచింపక ప్రతిష్ఠితమని చెప్పుటయు మ్రొక్కుకొనిన తరువాత దానిగూర్చి విచారించు టయు ఒకనికి ఉరియగును.ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ବରଙ୍କୁ ଉତ୍ସର୍ଗ କରିବ। ଏବଂ ତା'ପ ରେ ସହେି ପ୍ରତିଜ୍ଞା ପୁନଃବିଚାର କରାୟାଏ।
26 జ్ఞానముగల రాజు భక్తిహీనులను చెదరగొట్టును వారిమీద చక్రము దొర్లించును.ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ।
27 నరుని ఆత్మ యెహోవా పెట్టిన దీపము అది అంతరంగములన్నియు శోధించును.ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।
28 కృపాసత్యములు రాజును కాపాడును కృపవలన అతడు తన సింహాసనమును స్థిరపరచు కొనును.ଦୟା ଓ ସତ୍ଯତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ବାରା ତାହାର ସିଂହାସନ ସ୍ଥିର ହୁଏ।
29 ¸°వనస్థుల బలము వారికి అలంకారము తలనెరపు వృద్ధులకు సౌందర్యముୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।
30 గాయములు చేయు దెబ్బలు అంతరంగములలో చొచ్చి చెడుతనమును తొలగిం చును.ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ।
Oriya Bible