Proverbs 22 - ASV (Oriya)
1 A `good' name is rather to be chosen than great riches, `And' loving favor rather than silver and gold.ବହୁ ଧନ ଅପେକ୍ଷା ସୁନାମ ଅର୍ଜନ କରିବା ଭଲ। ଖ୍ଯାତି ଅର୍ଜନ କରିବା ସୁନା ରୂପା ଅର୍ଜନ କରିବାଠାରୁ ନିଶ୍ଚିତ ଉତ୍ତମ।
2 The rich and the poor meet together: Jehovah is the maker of them all.ଧନୀ ଓ ଗରିବ ସମସ୍ତେ ସମାନ। କାରଣ ସଦାପ୍ରଭୁ ସମସ୍ତଙ୍କର ସୃଷ୍ଟିକର୍ତ୍ତା।
3 A prudent man seeth the evil, and hideth himself; But the simple pass on, and suffer for it.ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅ ବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି।
4 The reward of humility `and' the fear of Jehovah `Is' riches, and honor, and life.ନମ୍ରତାର ଓ ସଦାପ୍ରଭୁଙ୍କ ବିଷଯକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
5 Thorns `and' snares are in the way of the perverse: He that keepeth his soul shall be far from them.କୁଟିଳ ଲୋକମାନଙ୍କ ପଥ କଣ୍ଟକାକୀର୍ଣ୍ଣ ଓ ଫାନ୍ଦପୂର୍ଣ୍ଣ। ଯେ ଆପଣା ପ୍ରାଣ ରକ୍ଷା କରେ, ସମାନଙ୍କେଠାରୁ ଦୂର ରେ ରହିବ।
6 Train up a child in the way he should go, And even when he is old he will not depart from it.ନିଜର ୟୁବାବସ୍ଥା ରେ ସଠିକ୍ ଜୀବନ ଧାରଣ କରିବା ପାଇଁ, ବାଳକକୁ ଶିକ୍ଷା ଦିଅ। ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହବେ ନାହିଁ।
7 The rich ruleth over the poor; And the borrower is servant to the lender.ଧନବାନ ଦରିଦ୍ର ଉପ ରେ କତ୍ତୃର୍ତ୍ବ କରେ, ପୁଣି ଋଣୀ ମହାଜନର ଦାସ ହୁଏ।
8 He that soweth iniquity shall reap calamity; And the rod of his wrath shall fail.ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ଯ କାଟିବ ଏବଂ ତାହାର କୋପରୂପ ଦଣ୍ଡ ଲୁପ୍ତ ହବେ।
9 He that hath a bountiful eye shall be blessed; For he giveth of his bread to the poor.ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ, ଯେ ହତେୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10 Cast out the scoffer, and contention will go out; Yea, strife and ignominy will cease.ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହବେ।
11 He that loveth pureness of heart, `For' the grace of his lips the king will be his friend.ଯେଉଁଲୋକ ହୃଦଯ ରେ ପବିତ୍ର ତା'ର କଥା ଅନୁଗ୍ରହ ୟୁକ୍ତ, ସେ ରାଜାର ବନ୍ଧୁ ହାଇପୋରିବ।
12 The eyes of Jehovah preserve `him that hath' knowledge; But he overthroweth the words of the treacherous man.ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ନଜର ରେଖ। ମାତ୍ର ବିଶ୍ବାସଘାତକର ସେ ବିନାଶ କରନ୍ତି।
13 The sluggard saith, There is a lion without: I shall be slain in the streets.ଆଳସ୍ଯ ଲୋକ କ ହେ, ବାହା ରେ ସିଂହ ଅଛି। ମୁଁ ସଡ଼କରେ ହତ ହବେି।
14 The mouth of strange women is a deep pit: He that is abhorred of Jehovah shall fall therein.ପର ସ୍ତ୍ରୀର ମୁଖ ଗଭୀର ଗାତ ଅଟେ, ସଦାପ୍ରଭୁଙ୍କର ଘୃଣିତ ଲୋକ ତହିଁରେ ପଡ଼ିବ।
15 Foolishness is bound up in the heart of a child; `But' the rod of correction shall drive it far from him.ପିଲାର ମନ ରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
16 He that oppresseth the poor to increase his `gain', `And' he that giveth to the rich, `shall come' only to want.ଯେଉଁଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ, ପୁଣି ଯେ ଧନିକି ଦାନ କରେ, ତାହାକୁ କବଳେ ଅଭାବ ଘଟିବ।
17 Incline thine ear, and hear the words of the wise, And apply thy heart unto my knowledge.ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।
18 For it is a pleasant thing if thou keep them within thee, If they be established together upon thy lips.ତୁମ୍ଭେ ଖୁସି ହବେ, ଯଦି ତୁମ୍ଭେ ସମାନଙ୍କେୁ ମନେ ରଖିବ ଏବଂ ଆବୃତ୍ତି କରିବ।
19 That thy trust may be in Jehovah, I have made `them' known to thee this day, even to thee.ମୁଁ ତୁମ୍ଭକୁ ବର୍ତ୍ତମାନ ସହେି ଶିକ୍ଷା ଦବେି। ତେଣୁ ସଦାପ୍ରଭୁଙ୍କଠା ରେ ତୁମ୍ଭେ ବିଶ୍ବାସ କରିବ।
20 Have not I written unto thee excellent things Of counsels and knowledge,ମୁଁ ତୁମ୍ଭମାନଙ୍କ ପାଇଁ ତିରିଶଟି ସତ୍ଯତାରୂପ ବାକ୍ଯ ଲେଖିଅଛି। ସଗେୁଡ଼ିକ ଜ୍ଞାନ ଗର୍ଭକପୂର୍ଣ୍ଣ ଉପଦେଶ ଅଟେ।
21 To make thee know the certainty of the words of truth, That thou mayest carry back words of truth to them that send thee?ଏହି ସତ୍ଯତା ରୂପକ ବାକ୍ଯ ତୁମ୍ଭକୁ ସତ୍ଯତା ଗୁରୁତ୍ବପୂର୍ଣ୍ଣ କଥା ଶିକ୍ଷା ଦବେ। ଏହାପ ରେ ତୁମ୍ଭମାନେେ ଉତ୍ତମ ଶିକ୍ଷା ଦଇପୋରିବ।
22 Rob not the poor, because he is poor; Neither oppress the afflicted in the gate:ଦରିଦ୍ର ଲୋକଠାରୁ ଚୋରି କରିବା ଅତି ସହଜ କିନ୍ତୁ ଏପରି କର ନାହିଁ। ଏବଂ ସହେି ଦରିଦ୍ର ଲୋକମାନଙ୍କୁ ନ୍ଯାଯରୁ ବଞ୍ଚିତ କର ନାହିଁ।
23 For Jehovah will plead their cause, And despoil of life those that despoil them.ସଦାପ୍ରଭୁ ସମାନଙ୍କେ ପକ୍ଷ ରେ ପ୍ରତିବାଦ କରିବେ। ପୁଣି ଯେଉଁମାନେ ସମାନଙ୍କେ ଦ୍ରବ୍ଯ ଅପହରଣ କରିବେ, ସେ ସମାନଙ୍କେର ପ୍ରାଣ ଅପହରଣ କରିବେ।
24 Make no friendship with a man that is given to anger; And with a wrathful man thou shalt not go:ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
25 Lest thou learn this ways, And get a snare to thy soul.ଏପରି କଲେ ତୁମ୍ଭେ ତାହାର ବାଟ ଶିକ୍ଷାକରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
26 Be thou not one of them that strike hands, `Or' of them that are sureties for debts.ଅନ୍ୟମାନଙ୍କର ଋଣ ପାଇଁ ତୁମ୍ଭେ ଲଗା ହୁଅ ନାହିଁ।
27 If thou hast not wherewith to pay, Why should he take away thy bed from under thee?ଯଦି ତୁମ୍ଭେ ତାହ ଋଣ ନ ଦଇେ ପାରିବ, ତବେେ ତୁମ୍ଭେ ତୁମ୍ଭର ସମସ୍ତ ହରାଇବ। କାହିଁକି ତୁମ୍ଭେ ତୁମ୍ଭର ଶୟ୍ଯା ହରାଇବ ?
28 Remove not the ancient landmark, Which thy fathers have set.ତୁମ୍ଭର ପିତୃ ଲୋକମାନେ ଯେଉଁ ପୁସ୍ତକ ପୁରାତନ ସୀମା ନିର୍ଦ୍ଧାରଣ କରିଛନ୍ତି, ତାହା ଘୁଞ୍ଚାଅ ନାହିଁ।
29 Seest thou a man diligent in his business? he shall stand before kings; He shall not stand before mean men.ଯଦି ଜଣେ ଲୋକ ତା'ର କାର୍ୟ୍ଯ ରେ ନିପୁଣ ଓ ତତ୍ପର। ତବେେ ସେ ରାଜାଙ୍କର ସବୋ କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସବୋ କରିବ ନାହିଁ।
Oriya Bible