Proverbs 23

fullscreen26 ହେ ମାରେ ପୁତ୍ର, ତୁମ୍ଭର ହୃଦଯ ମାେତେ ଦିଅ। ତୁମ୍ଭର ଚକ୍ଷୁ ମାେ ପଥରେ ତୁଷ୍ଟ ହେଉ।

fullscreen27 ବେଶ୍ଯା ହେଉଛି ଗଭୀର ଖାତ ତୁଲ୍ଯ। ଜଣେ ବ୍ଯଭିଚାରୀଣି ଏକ ସଂକୀର୍ଣ୍ଣ କୂପ ତୁଲ୍ଯ ଅଟେ।

fullscreen28 ଜଣେ ଖରାପ ସ୍ତ୍ରୀ ଲୋକ ଚୋର ପରି ଆକସ୍ମିକ ଆକ୍ରମଣ କରେ, ସେ ମନୁଷ୍ଯମାନଙ୍କ ମଧିଅରେ ଅବିଶ୍ବାସୀମାନଙ୍କର ସଂଖ୍ଯା ବଢ଼ାଏ।

26 My son, give me thine heart, and let thine eyes observe my ways.

27 For a whore is a deep ditch; and a strange woman is a narrow pit.

28 She also lieth in wait as for a prey, and increaseth the transgressors among men.

Proverbs 23 in Tamil and English

26 ହେ ମାରେ ପୁତ୍ର, ତୁମ୍ଭର ହୃଦଯ ମାେତେ ଦିଅ। ତୁମ୍ଭର ଚକ୍ଷୁ ମାେ ପଥରେ ତୁଷ୍ଟ ହେଉ।
My son, give me thine heart, and let thine eyes observe my ways.

27 ବେଶ୍ଯା ହେଉଛି ଗଭୀର ଖାତ ତୁଲ୍ଯ। ଜଣେ ବ୍ଯଭିଚାରୀଣି ଏକ ସଂକୀର୍ଣ୍ଣ କୂପ ତୁଲ୍ଯ ଅଟେ।
For a whore is a deep ditch; and a strange woman is a narrow pit.

28 ଜଣେ ଖରାପ ସ୍ତ୍ରୀ ଲୋକ ଚୋର ପରି ଆକସ୍ମିକ ଆକ୍ରମଣ କରେ, ସେ ମନୁଷ୍ଯମାନଙ୍କ ମଧିଅରେ ଅବିଶ୍ବାସୀମାନଙ୍କର ସଂଖ୍ଯା ବଢ଼ାଏ।
She also lieth in wait as for a prey, and increaseth the transgressors among men.