Proverbs 3:29 in Oriya

Oriya Oriya Bible Proverbs Proverbs 3 Proverbs 3:29

Proverbs 3:29
ଯେତବେେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ବାସ କରି ତୁମ୍ଭ ପାଖ ରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କର ନାହିଁ।

Proverbs 3:28Proverbs 3Proverbs 3:30

Proverbs 3:29 in Other Translations

King James Version (KJV)
Devise not evil against thy neighbour, seeing he dwelleth securely by thee.

American Standard Version (ASV)
Devise not evil against thy neighbor, Seeing he dwelleth securely by thee.

Bible in Basic English (BBE)
Do not make evil designs against your neighbour, when he is living with you without fear.

Darby English Bible (DBY)
Devise not evil against thy neighbour, seeing he dwelleth securely by thee.

World English Bible (WEB)
Don't devise evil against your neighbor, Seeing he dwells securely by you.

Young's Literal Translation (YLT)
Devise not against thy neighbour evil, And he sitting confidently with thee.

Devise
אַלʾalal
not
תַּחֲרֹ֣שׁtaḥărōšta-huh-ROHSH
evil
עַלʿalal
against
רֵעֲךָ֣rēʿăkāray-uh-HA
thy
neighbour,
רָעָ֑הrāʿâra-AH
he
seeing
וְהֽוּאwĕhûʾveh-HOO
dwelleth
יוֹשֵׁ֖בyôšēbyoh-SHAVE
securely
לָבֶ֣טַחlābeṭaḥla-VEH-tahk
by
אִתָּֽךְ׃ʾittākee-TAHK

Cross Reference

Proverbs 6:14
ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।

Psalm 35:20
ମାରେ ଶତ୍ରୁମାନେ କବେେ ହେଲେ ଶାନ୍ତିର କଥା କହନ୍ତି ନାହିଁ। ସମାନେେ ଗୋପନରେ ଶାନ୍ତି ପ୍ରତିଯ ଲୋକମାନଙ୍କ ବିରୁଦ୍ଧରେ ମନ୍ଦ କାର୍ୟ୍ଯ କରିବାକୁ କଳ୍ପନା କରନ୍ତି।

Psalm 55:20
ମାରେ ଶତ୍ରୁମାନେ ସମାନଙ୍କେର ଜୀବନ ଧାରଣର ପଥ ବଦଳାଇବେ ନାହିଁ। ସମାନେେ ପରମେଶ୍ବରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।

Psalm 59:3
ଦେଖ, ଲୋକମାନେ ମାେତେ ହତ୍ଯା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।

Proverbs 6:18
ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।

Proverbs 14:22
ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।

Proverbs 16:29
ଅତ୍ଯାଚାରୀ ଆପଣା ମିତ୍ରଗଣକୁ ଭୁଲିୟାଏ। ଏବଂ ପ୍ରତିବେଶୀକୁ କୁପଥରେ କଢ଼ାଇ ନିଏ।

Jeremiah 18:18
ଯିରିମିୟଙ୍କ ଶତ୍ରୁଗଣ କହିଲେ, ଆସ ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ଯବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ଯଦ୍ ବକ୍ତା ନିକଟରୁ ବାକ୍ଯ ଲୁପ୍ତ ହବେ ନାହିଁ। ତେଣୁ ଆସ ଆମ୍ଭମାନେେ ତାଙ୍କୁ ପ୍ରବଞ୍ଚନା ଦ୍ବାରା ଧ୍ବଂସ କରିବା। ଆମ୍ଭମାନେେ ତାଙ୍କର କୌଣସି କଥା ଶୁଣିବା ନାହିଁ।

Micah 2:1
ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।