Proverbs 30 - TELUGU (Oriya)
1 దేవోక్తి, అనగా యాకె కుమారుడైన ఆగూరు పలికిన మాటలు.ఆ మనుష్యుడు ఈతీయేలునకును, ఈతీయేలునకును ఉక్కాలునకును చెప్పినమాట.ଏଗୁଡ଼ିକ ହେଉଛି ୟାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଈଥୀଯଲେ ଓ ଉକଲଙ୍କ ପାଇଁ ବାର୍ତ୍ତା।
2 నిశ్చయముగా మనుష్యులలో నావంటి పశుప్రాయుడు లేడు నరులకున్న వివేచన నాకు లేదు.ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧ ଲୋକ। ମାଠାେ ରେ ମନୁଷ୍ଯର ବିବଚେନା ନାହିଁ।
3 నేను జ్ఞానాభ్యాసము చేసికొన్నవాడను కాను పరిశుద్ధ దేవునిగూర్చిన జ్ఞానము పొందలేదు.ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ବରଙ୍କ ବିଷଯ ରେ ମଧ୍ଯ ମାରେ ଜ୍ଞାନ ନାହିଁ।
4 ఆకాశమునకెక్కి మరల దిగినవాడెవడు? తన పిడికిళ్లతో గాలిని పట్టుకొన్నవాడెవడు? బట్టలో నీళ్లు మూటకట్టినవాడెవడు? భూమియొక్క దిక్కులన్నిటిని స్థాపించిన వాడెవడు? ఆయన పేరేమో ఆయన కుమారుని పేరేమో నీకు తెలిసియున్నదా?କିଏ କବେେ ସ୍ବର୍ଗକୁ ୟାଇଛି ଏବଂ ତଳକୁ ଫରେି ଆସିଛି ? କୌଣସି ଲୋକ ତା'ର ମୁଷ୍ଟି ରେ ବାଯୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ା ରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ ? ତାଙ୍କର ପୁତ୍ରର ନାମ କ'ଣ ?
5 దేవుని మాటలన్నియు పుటము పెట్టబడినవే ఆయనను ఆశ్రయించువారికి ఆయన కేడెము.ପରମେଶ୍ବରଙ୍କର ପ୍ରେତ୍ୟକକ ବାକ୍ଯ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠା ରେ ଆଶ୍ରଯ ନିଅନ୍ତି, ସେ ସମାନଙ୍କେର ଢ଼ାଲ ଅଟନ୍ତି।
6 ఆయన మాటలతో ఏమియు చేర్చకుము ఆయన నిన్ను గద్దించునేమో అప్పుడు నీవు అబద్ధికుడవగుదువు.ତେଣୁ ପରମେଶ୍ବରଙ୍କର ବାକ୍ଯକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦବେେ, ଏବଂ ତୁମ୍ଭେ ମିଥ୍ଯା କହୁଛ ବୋଲି ପ୍ରମାଣିତ ହବେ।
7 దేవా, నేను నీతో రెండు మనవులు చేసికొను చున్నాను నేను చనిపోకముందు వాటిని నాకనుగ్రహింపుము;ହେ ସଦାପ୍ରଭୁ, ମାରେ ମଲା ପୂର୍ବରୁ ମାେତେ ଦୁଇଟି ବର ଦିଅ।
8 వ్యర్థమైనవాటిని ఆబద్ధములను నాకు దూరముగా నుంచుము పేదరికమునైనను ఐశ్వర్యమునైనను నాకు దయ చేయకుము తగినంత ఆహారము నాకు అనుగ్రహింపుము.ମାେତେ ସହାୟ ହୁଅ, ମୁଁ ଯେପରି ମିଥ୍ଯା ନ କ ହେ, ମାେତେ ଅତ୍ଯଧିକ ଧନୀ କି ଅତ୍ଯଧିକ ଗରିବ କର ନାହିଁ। ମାରେ ପ୍ରେତ୍ୟକକ ଦିନର ଆବଶ୍ଯକତା କବଳେ ପୂରଣ କର।
9 ఎక్కువైనయెడల నేను కడుపు నిండినవాడనై నిన్ను విసర్జించి యెహోవా యెవడని అందునేమో లేక బీదనై దొంగిలి నా దేవుని నామమును దూషింతు నేమో.ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।
10 దాసునిగూర్చి వాని యజమానునితో కొండెములు చెప్పకుము వాడు నిన్ను శపించును ఒకవేళ నీవు శిక్షార్హుడ వగుదువు.ଦାସର ପ୍ରଭୁ ସମ୍ମୁଖ ରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ବାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବଚେନା କରିବ।
11 తమ తండ్రిని శపించుచు తల్లిని దీవించని తరము కలదు.କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧ ରେ କହନ୍ତି। ଏବଂ ସମାନେେ ସମାନଙ୍କେର ମାତାଙ୍କୁ ସମ୍ମାନ ଦଖାଇେ ନାହାନ୍ତି।
12 తమ దృష్టికి తాము శుద్ధులై తమ మాలిన్యమునుండి కడుగబడని వారి తరము కలదు.କେତକେ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବ ରେ ସମାନେେ ଅତ୍ଯନ୍ତ ଖରାପ ଲୋକ ଅଟନ୍ତି।
13 కన్నులు నెత్తికి వచ్చినవారి తరము కలదు. వారి కనురెప్పలు ఎంత పైకెత్తబడియున్నవి!କେତକେ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସମାନେେ ବହୁତ ଭଲ। ସମାନେେ ଭାବନ୍ତି ଅନ୍ୟମାନଙ୍କଠାରୁ ୟଥେଷ୍ଟ ଭଲ।
14 దేశములో ఉండకుండ వారు దరిద్రులను మింగు నట్లును మనుష్యులలో ఉండకుండ బీదలను నశింపజేయు నట్లును ఖడ్గమువంటి పళ్లును కత్తులవంటి దవడపళ్లును గల వారి తరము కలదు.କେତକେ ଲୋକ ଅଛନ୍ତି, ସମାନଙ୍କେର ବାକ୍ଯ ଖଣ୍ଡାଧାରଠାରୁ ତୀକ୍ଷ୍ଣ। ସମାନଙ୍କେର ଦାନ୍ତ ଛୁରୀପରି ଅଟେ। ସମାନେେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ଯବହାର କରନ୍ତି।
15 జలగకు ఇమ్ము ఇమ్ము అను కూతురులిద్దరు కలరు తృప్తిపడనివి మూడు కలవుచాలును అని పలుకనివి నాలుగు కలవు.କେତକେ ଲୋକ ଅଛନ୍ତି ସମାନେେ ସବୁ ନବୋକୁ ଚାହାଁନ୍ତି। ସମାନେେ ସର୍ବଦା କହନ୍ତି, ମାେତେ ଦିଅ, ମାେତେ ଦିଅ। ଏପରି ତିନୋଟି କଥା ରେ ସମାନେେ ଆଦୌ ସନ୍ତୁଷ୍ଟ ନୁହଁନ୍ତି। ଏବଂ ଚତୁର୍ଥଟି କବେେ ହେଲେ କ ହେ ନାହିଁ, ମାରେ ପାଖ ରେ ୟଥେଷ୍ଟ ଅଛି।
16 అవేవనగా పాతాళము, కనని గర్భము, నీరు చాలును అనని భూమి, చాలును అనని అగ్ని.ମୃତ୍ଯୁର ସ୍ଥାନ, ବନ୍ଧ୍ଯା ସ୍ତ୍ରୀ, ଜଳ ରେ ଅତୃପ୍ତ ଭୂମି ଓ ଅଗ୍ନି ଯେଉଁମାନେ କହନ୍ତି ନାହିଁ, ୟଥେଷ୍ଟ ହେଲା।
17 తండ్రిని అపహసించి తల్లి మాట విననొల్లని వాని కన్ను లోయ కాకులు పీకును పక్షిరాజు పిల్లలు దానిని తినును.ଯେଉଁ ବ୍ଯକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହବେ। ଏହିପରି ତା ପାଇଁ ହବେ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡ଼ାମରାକାଉମାନେ ସଗେୁଡ଼ିକୁ ଖାଇଯିବେ।
18 నా బుద్ధికి మించినవి మూడు కలవు నేను గ్రహింపలేనివి నాలుగు కలవు. అవేవనగా, అంతరిక్షమున పక్షిరాజు జాడ,ତିନି କଥା ମାେତେ ରହସ୍ଯ ପରି ଲାଗେ। ପୁଣି ଚାରି କଥା ମୁଁ ଜାଣେ ନାହିଁ।
19 బండమీద సర్పము జాడ, నడిసముద్రమున ఓడ నడచుజాడ, కన్యకతో పురుషుని జాడ.ଆକାଶ ରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତର ରେ ସର୍ପର ଗତି, ସମୁଦ୍ର ମଧିଅରେ ଜାହାଜର ଗତି, ୟୁବତୀଠା ରେ ପୁରୁଷର ଗତି।
20 జారిణియొక్క చర్యయును అట్టిదే; అది తిని నోరు తుడుచుకొని నేను ఏ దోషము ఎరుగననును.ସହେିପରି ବ୍ଯଭିଚାରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କ ହେ, ମୁଁ କିଛି ଅଧର୍ମ କରି ନାହିଁ।
21 భూమిని వణకించునవి మూడు కలవు, అది మోయ లేనివి నాలుగు కలవు.ତିନି କଥାର ଭାର ରେ ପୃଥିବୀ କମ୍ପିତ ହୁଏ। ପୁଣି ଚାରି କଥାର ଭାର ରେ ମଧ୍ଯ ତାହା ସେ ସହିପା ରେ ନାହିଁ।
22 అవేవనగా, రాజరికమునకు వచ్చిన దాసుడు, కడుపు నిండ అన్నము కలిగిన మూర్ఖుడు,ଦାସର ଭାର ଯେତବେେଳେ ସେ ରାଜତ୍ବ କରେ, ମୂର୍ଖର ଭାର ଯେତବେେଳେ ସେ ଆହାର ରେ ପରିତୃପ୍ତ।
23 కంటకురాలై యుండి పెండ్లియైన స్త్రీ, యజమాను రాలికి హక్కు దారురాలైన దాసి.କହେି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହାଇୟୋଏ। ଏବଂ ଚାକରାଣୀର ଭାର ଯେତବେେଳେ ସେ ତା'ର ମାଲିକାଣିର ସ୍ଥାନ ନିଏ।
24 భూమిమీద చిన్నవి నాలుగు కలవు అయినను అవి మిక్కిలి జ్ఞానముగలవి.ଚାରି ପ୍ରାଣୀ ପୃଥିବୀ ରେ ସାନ, ମାତ୍ର ସମାନେେ ଅତିଶଯ ଜ୍ଞାନବାନ୍ ଅଟନ୍ତି।
25 చీమలు బలములేని జీవులు అయినను అవి వేసవిలో తమ ఆహారమును సిద్ధపరచుకొనును.ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶଯ ଜ୍ଞାନବାନ, ସମାନେେ ଗ୍ରୀଷ୍ମ ସମୟରେ ସମାନଙ୍କେର ଖାଦ୍ୟ ସଞ୍ଚଯ କରି ରଖନ୍ତି।
26 చిన్న కుందేళ్లు బలములేని జీవులు అయినను అవి పేటు సందులలో నివాసములు కల్పించుకొనును.ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସମାନେେ ଶୈଳ ରେ ଆପଣାର ବସା ନିର୍ମାଣ କରନ୍ତି।
27 మిడుతలకు రాజు లేడు అయినను అవన్నియు పంక్తులు తీరి సాగిపోవును.ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସମାନେେ ଦଳବଦ୍ଧ ହାଇେ ଗମନ କରନ୍ତି।
28 బల్లిని చేతితో నీవు పట్టుకొనగలవు అయినను రాజుల గృహములలో అది యుండును.ଝିଟିପିଟି ହସ୍ତଦ୍ବାରା ଧ ରେ, ତଥାପି ସେ ରାଜାର ଅଟ୍ଟାଳିକା ରେ ଥାଏ।
29 డంబముగా నడుచునవి మూడు కలవు ఠీవితో నడుచునవి నాలుగు కలవుତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତବେେଳେ ସମାନେେ ସୈନିକ ରୀତି ରେ ଅଗ୍ରସର ହୁଅନ୍ତି। ପୁଣି ଚାରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତବେେଳେ ସମାନେେ ଚାଲନ୍ତି।
30 అవేవనగా ఎల్లమృగములలో పరాక్రమముగలదై ఎవనికైన భయపడి వెనుకకు తిరుగని సింహముସମସ୍ତ ପଶୁମାନଙ୍କ ମଧିଅରେ ସବୁଠୁ ଶକ୍ତିଶାଳୀ ସିଂହ, କାହାକୁ କବେେ ଭୟ କରେ ନାହିଁ।
31 శోణంగి కుక్క, మేకపోతు, తన సైన్యమునకు ముందు నడుచుచున్న రాజు.ୟୁଦ୍ଧାଶ୍ବ, ଛାଗ ଓ ରାଜା ଯାହା ବିରୁଦ୍ଧ ରେ କହେି ଉେଠ ନାହିଁ।
32 నీవు బుద్ధిహీనుడవై అతిశయపడి యుండినయెడల కీడు యోచించి యుండినయెడల నీ చేతితో నోరు మూసికొనుము.ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବା ରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତବେେ ଆପଣା ମୁଖ ରେ ହାତ ଦିଅ।
33 పాలు తరచగా వెన్న పుట్టును, ముక్కు పిండగా రక్తము వచ్చును, కోపము రేపగా కలహము పుట్టునుକାରଣ ଯେପରି ଦୁଗ୍ଧମନ୍ଥନରୁ ଲହୁଣୀ ବାହା ରେ ଓ ନାସିକା ମନ୍ଥନ ରେ ରକ୍ତ ବାହା ରେ, ଠିକ୍ ସହେିପରି କୋର୍ଧ ମନ୍ଥନ ରେ ବିବାଦ ବାହା ରେ।
Oriya Bible