Proverbs 31

fullscreen1 ଏହା ହେଉଛି ରାଜା ଲମୁଯଲଙ୍କେର ଉପଦେଶ ପୂର୍ଣ୍ଣ ବାକ୍ଯ। ଯାହାକି ସେ ତାଙ୍କର ମାତାଙ୍କଠାରୁ ସେ ଶିକ୍ଷା ଗ୍ରହଣ କରିଥିଲେ।

fullscreen2 ତୁମ୍ଭେ ହେଉଛ ମାରେ ପୁତ୍ର, ମୁଁ ଯାହାକୁ ଭଲପାଏ, ତୁମ୍ଭେ ହେଉଛ ସହେି ପୁତ୍ର ଯାହାକୁ ପାଇବା ପାଇଁ ମୁଁ ପ୍ରାର୍ଥନା କରିଥିଲି।

fullscreen3 ତୁମ୍ଭେ ସ୍ତ୍ରୀ ଲୋକଙ୍କୁ ଆପଣାର ବଳ ଦିଅ ନାହିଁ। ସମାନେେ ରାଜାମାନଙ୍କୁ ଧ୍ବଂସ କଲେ।

fullscreen4 ହେ ଲମୁଯଲେ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।

fullscreen5 ଯଦି ସମାନେେ ପାନ କରନ୍ତି, ସମାନେେ ସବୁ ନିଯମ ଭୁଲି ୟାଆନ୍ତି ଏବଂ ଗରୀବ ଲୋକମାନଙ୍କ ବିପକ୍ଷ ରେ ନ୍ଯାଯ କରନ୍ତି।

fullscreen6 ମୃତକଳ୍ପ ଲୋକକୁ ଦ୍ରାକ୍ଷାରସ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।

fullscreen7 ସେ ଲୋକ ପାନକରି ଆପଣା ଦରିଦ୍ରତା ପାଶୋରନ୍ତୁ ଏବଂ ଆପଣା କ୍ଲେଶ ଭୁଲି ୟାଆନ୍ତୁ।

fullscreen8 ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।

fullscreen9 ମୁଖ ଫିଟାଇ ଯଥାର୍ଥ ବିଚାର କର। ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।

1 The words of king Lemuel, the prophecy that his mother taught him.

2 What, my son? and what, the son of my womb? and what, the son of my vows?

3 Give not thy strength unto women, nor thy ways to that which destroyeth kings.

4 It is not for kings, O Lemuel, it is not for kings to drink wine; nor for princes strong drink:

5 Lest they drink, and forget the law, and pervert the judgment of any of the afflicted.

6 Give strong drink unto him that is ready to perish, and wine unto those that be of heavy hearts.

7 Let him drink, and forget his poverty, and remember his misery no more.

8 Open thy mouth for the dumb in the cause of all such as are appointed to destruction.

9 Open thy mouth, judge righteously, and plead the cause of the poor and needy.

Proverbs 31 in Tamil and English

1 ଏହା ହେଉଛି ରାଜା ଲମୁଯଲଙ୍କେର ଉପଦେଶ ପୂର୍ଣ୍ଣ ବାକ୍ଯ। ଯାହାକି ସେ ତାଙ୍କର ମାତାଙ୍କଠାରୁ ସେ ଶିକ୍ଷା ଗ୍ରହଣ କରିଥିଲେ।
The words of king Lemuel, the prophecy that his mother taught him.

2 ତୁମ୍ଭେ ହେଉଛ ମାରେ ପୁତ୍ର, ମୁଁ ଯାହାକୁ ଭଲପାଏ, ତୁମ୍ଭେ ହେଉଛ ସହେି ପୁତ୍ର ଯାହାକୁ ପାଇବା ପାଇଁ ମୁଁ ପ୍ରାର୍ଥନା କରିଥିଲି।
What, my son? and what, the son of my womb? and what, the son of my vows?

3 ତୁମ୍ଭେ ସ୍ତ୍ରୀ ଲୋକଙ୍କୁ ଆପଣାର ବଳ ଦିଅ ନାହିଁ। ସମାନେେ ରାଜାମାନଙ୍କୁ ଧ୍ବଂସ କଲେ।
Give not thy strength unto women, nor thy ways to that which destroyeth kings.

4 ହେ ଲମୁଯଲେ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।
It is not for kings, O Lemuel, it is not for kings to drink wine; nor for princes strong drink:

5 ଯଦି ସମାନେେ ପାନ କରନ୍ତି, ସମାନେେ ସବୁ ନିଯମ ଭୁଲି ୟାଆନ୍ତି ଏବଂ ଗରୀବ ଲୋକମାନଙ୍କ ବିପକ୍ଷ ରେ ନ୍ଯାଯ କରନ୍ତି।
Lest they drink, and forget the law, and pervert the judgment of any of the afflicted.

6 ମୃତକଳ୍ପ ଲୋକକୁ ଦ୍ରାକ୍ଷାରସ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
Give strong drink unto him that is ready to perish, and wine unto those that be of heavy hearts.

7 ସେ ଲୋକ ପାନକରି ଆପଣା ଦରିଦ୍ରତା ପାଶୋରନ୍ତୁ ଏବଂ ଆପଣା କ୍ଲେଶ ଭୁଲି ୟାଆନ୍ତୁ।
Let him drink, and forget his poverty, and remember his misery no more.

8 ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।
Open thy mouth for the dumb in the cause of all such as are appointed to destruction.

9 ମୁଖ ଫିଟାଇ ଯଥାର୍ଥ ବିଚାର କର। ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
Open thy mouth, judge righteously, and plead the cause of the poor and needy.