Proverbs 5:9
ଯଦି ତୁମ୍ଭେ ତାହା କର, ତବେେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦଯ ଲୋକମାନେ ସବୁକିଛି ନଇେଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ୟ୍ଯ କରି ସଂଗ୍ରହ କରିଥିବ।
Proverbs 5:9 in Other Translations
King James Version (KJV)
Lest thou give thine honour unto others, and thy years unto the cruel:
American Standard Version (ASV)
Lest thou give thine honor unto others, And thy years unto the cruel;
Bible in Basic English (BBE)
For fear that you may give your honour to others, and your wealth to strange men:
Darby English Bible (DBY)
lest thou give thine honour unto others, and thy years unto the cruel;
World English Bible (WEB)
Lest you give your honor to others, And your years to the cruel one;
Young's Literal Translation (YLT)
Lest thou give to others thy honour, And thy years to the fierce,
| Lest | פֶּן | pen | pen |
| thou give | תִּתֵּ֣ן | tittēn | tee-TANE |
| thine honour | לַאֲחֵרִ֣ים | laʾăḥērîm | la-uh-hay-REEM |
| others, unto | הוֹדֶ֑ךָ | hôdekā | hoh-DEH-ha |
| and thy years | וּ֝שְׁנֹתֶ֗יךָ | ûšĕnōtêkā | OO-sheh-noh-TAY-ha |
| unto the cruel: | לְאַכְזָרִֽי׃ | lĕʾakzārî | leh-ak-za-REE |
Cross Reference
Genesis 38:23
ତେଣୁ ଯିହୁଦା କହିଲା, ସେ ଯେଉଁ ଜିନିଷ ରଖିଛି ତାହା ସେ ରଖୁ। ଆମ୍ଭେ କାହିଁକି ଲଜ୍ଜ୍ଯାସ୍ପଦ ହବୋ। ଆମ୍ଭେ ଚାହିଁ ଥିଲୁ ତାକୁ ଏକ ଛଳେି ଛୁଆ ଦବୋପାଇଁ କିନ୍ତୁ ତାକୁ ପାଇଲୁ ନାହିଁ। ଏତିକି ୟଥେଷ୍ଟ।
Judges 16:19
ଦଲୀଲା ତାଙ୍କୁ ନିଜର କୋଳ ରେ ଶକ୍ସ୍ଟଆଇ ଦଲୋ ଏବଂ ତା'ପରେ ତାଙ୍କର ସାତାଟେି ବଣେୀକକ୍ସ୍ଟ କ୍ଷିଅର କରିବା ପାଇଁ, ଭିତ ରେ ଥିବା ଲୋକଟିକକ୍ସ୍ଟ ସେ ଡିକିଲା। ତା'ପରେ ଆଉ ଜଣେ ଲୋକ ଡକାଇ ତା'ର ମକ୍ସ୍ଟଣ୍ତରକ୍ସ୍ଟ ସାତବଣେୀ କଟାଇଲା। ଏହିପରି ସେ ଶାମ୍ଶୋନ୍ଙ୍କକ୍ସ୍ଟ କଷ୍ଟ ଦବୋକକ୍ସ୍ଟ ଆରମ୍ଭ କଲା ଓ ଶାମ୍ଶାେନ୍ର ସାମର୍ଥ୍ଯ ଗ୍ଭଲିଗଲା।
Nehemiah 13:26
ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।
Proverbs 6:29
ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।
Hosea 4:13
ସମାନେେ ପର୍ବତର ଅଗ୍ରଭାଗ ରେ ବଳି ଦିଅନ୍ତି ଓ ପାହାଡ ଉପ ରେ ଥିବା ଆଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସହେି ଗଛଗୁଡିକର ଛାଯା ତରୁଣ ଦଖାୟୋଏ। ତେଣୁ ତୁମ୍ଭର କନ୍ଯାମାନେ ଗଣିକା ପରି ସହେି ଗଛତଳେ ପଡି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ୟୌନଭୋଗ ପାପ କରନ୍ତି।