Proverbs 6
12 ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
13 ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।
14 ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
15 କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।
12 A naughty person, a wicked man, walketh with a froward mouth.
13 He winketh with his eyes, he speaketh with his feet, he teacheth with his fingers;
14 Frowardness is in his heart, he deviseth mischief continually; he soweth discord.
15 Therefore shall his calamity come suddenly; suddenly shall he be broken without remedy.
Proverbs 6 in Tamil and English
12 ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
A naughty person, a wicked man, walketh with a froward mouth.
13 ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।
He winketh with his eyes, he speaketh with his feet, he teacheth with his fingers;
14 ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
Frowardness is in his heart, he deviseth mischief continually; he soweth discord.
15 କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।
Therefore shall his calamity come suddenly; suddenly shall he be broken without remedy.