Proverbs 6
16 ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
17 ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
18 ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।
19 ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।
16 These six things doth the Lord hate: yea, seven are an abomination unto him:
17 A proud look, a lying tongue, and hands that shed innocent blood,
18 An heart that deviseth wicked imaginations, feet that be swift in running to mischief,
19 A false witness that speaketh lies, and he that soweth discord among brethren.
Proverbs 6 in Tamil and English
16 ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
These six things doth the Lord hate: yea, seven are an abomination unto him:
17 ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
A proud look, a lying tongue, and hands that shed innocent blood,
18 ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।
An heart that deviseth wicked imaginations, feet that be swift in running to mischief,
19 ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।
A false witness that speaketh lies, and he that soweth discord among brethren.