Proverbs 6 - TELUGU (Oriya)
1 నా కుమారుడా, నీ చెలికానికొరకు పూటపడిన యెడల పరునిచేతిలో నీవు నీ చేయి వేసినయెడలହେ ମାରେ ପୁତ୍ର, ଅନ୍ୟ ଲୋକର ଋଣ ରେ ତୁମ୍ଭେ ମଧ୍ଯସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶାଧେ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ ?
2 నీ నోటి మాటలవలన నీవు చిక్కుబడియున్నావు నీ నోటి మాటలవలన పట్టబడియున్నావుଯଦି ତୁମ୍ଭେ କର, ତବେେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ବାରା ଫାନ୍ଦ ରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାୟାଇ ଅଛ।
3 నా కుమారుడా, నీ చెలికానిచేత చిక్కుబడితివి. నీవు త్వరపడి వెళ్లి విడిచిపెట్టుమని నీ చెలికానిని బలవంతము చేయుము.ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେ ହତେୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହାଇେଅଛ। ୟାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବେଶୀକି ବାରମ୍ବାର ବୀନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ।
4 ఈలాగు చేసి తప్పించుకొనుము నీ కన్నులకు నిద్రయైనను నీ కనురెప్పలకు కునుకుపాటైనను రానియ్యకుము.ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।
5 వేటకాని చేతినుండి లేడి తప్పించుకొనునట్లును ఎరుకువాని చేతినుండి పక్షి తప్పించుకొనునట్లును తప్పించుకొనుము.ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ଯାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ରହିୟାଆନ୍ତି।
6 సోమరీ, చీమలయొద్దకు వెళ్లుము వాటి నడతలు కనిపెట్టి జ్ఞానము తెచ్చుకొనుము.ହେ ଅଳସୁଆ ଲୋକମାନେ ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।
7 వాటికి న్యాయాధిపతి లేకున్నను పై విచారణకర్త లేకున్నను అధిపతి లేకున్ననుପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କହେି ନ ଥାନ୍ତି।
8 అవి వేసవికాలమందు ఆహారము సిద్ధపరచుకొనును కోతకాలమందు ధాన్యము కూర్చుకొనును.ସମାନେେ ଗ୍ରୀଷ୍ମକାଳ ରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳ ରେ ପ୍ରଚୁର ପରିମାଣ ରେ ସମାନେେ ଖାଦ୍ୟ ସଂଗୃହୀତ କରିଥାନ୍ତି।
9 సోమరీ, ఎందాక నీవు పండుకొనియుందువు? ఎప్పుడు నిద్రలేచెదవు?ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ ?
10 ఇక కొంచెము నిద్రించెదనని కొంచెము కునికెదనని కొంచెముసేపు చేతులు ముడుచుకొని పరుండెదనని నీవనుచుందువుଅଳସୁଆମାନେ କହନ୍ତି, ଆଉ ଟିକିଏ ଶାଇେବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ୟିବା ପାଇଁ ଭିଡ଼ିମାେଡ଼ି ହୁଏ।
11 అందుచేత దోపిడిగాడు వచ్చునట్లు దారిద్ర్యము నీయొద్దకు వచ్చును. ఆయుధధారుడు వచ్చునట్లు లేమి నీయొద్దకు వచ్చును.କିନ୍ତୁ ସେ ଶାଇେ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହାଇୟୋଏ। ଖୁବ୍ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନବେ।
12 కుటిలమైన మాటలు పలుకువాడు పనికిమాలినవాడును దుష్టుడునై యున్నాడుପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
13 వాడు కన్ను గీటుచు కాళ్లతో సైగచేయును వ్రేళ్లతో గురుతులు చూపును.ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।
14 వాని హృదయము అతిమూర్ఖ స్వభావముగలది వాడెల్లప్పుడు కీడు కల్పించుచు జగడములు పుట్టించును.ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
15 కాబట్టి ఆపద వానిమీదికి హఠాత్తుగా వచ్చును వాడు తిరుగలేకుండ ఆ క్షణమందే నలుగగొట్టబడును.କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।
16 యెహోవాకు అసహ్యములైనవి ఆరు గలవు ఏడును ఆయనకు హేయములుସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
17 అవేవనగా, అహంకారదృష్టియు కల్లలాడు నాలుకయు నిరపరాధులను చంపు చేతులునుଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
18 దుర్యోచనలు యోచించు హృదయమును కీడు చేయుటకు త్వరపడి పరుగులెత్తు పాదములునుହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।
19 లేనివాటిని పలుకు అబద్ధసాక్షియు అన్నదమ్ములలో జగడములు పుట్టించువాడును.ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।
20 నా కుమారుడా, నీ తండ్రి ఆజ్ఞను గైకొనుము నీ తల్లి ఉపదేశమును త్రోసివేయకుము.ହେ ମାରେ ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।
21 వాటిని ఎల్లప్పుడు నీ హృదయమునందు ధరించు కొనుము నీ మెడచుట్టు వాటిని కట్టుకొనుము.ସମାନଙ୍କେର ଆଜ୍ଞାସବୁ ଏବଂ ଶିକ୍ଷାଗୁଡ଼ିକ ସର୍ବଦା ମନେ ରଖ। ତାହାକୁ ତୁମ୍ଭ ହୃଦଯ ରେ ବାନ୍ଧି ରଖ ଏବଂ ତାହାକୁ ତୁମ୍ଭର ଗଳାର ଫୁଲହାର ପରି ବାନ୍ଧ।
22 నీవు త్రోవను వెళ్లునప్పుడు అది నిన్ను నడిపించును నీవు పండుకొనునప్పుడు అది నిన్ను కాపాడును. నీవు మేలుకొనునప్పుడు అది నీతో ముచ్చటించును.ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।
23 ఆజ్ఞ దీపముగాను ఉపదేశము వెలుగుగాను ఉండును. శిక్షార్థమైన గద్దింపులు జీవమార్గములు.ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।
24 చెడు స్త్రీయొద్దకు పోకుండను పరస్త్రీ పలుకు ఇచ్చకపు మాటలకు లోబడకుండను అవి నిన్ను కాపాడును.ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।
25 దాని చక్కదనమునందు నీ హృదయములో ఆశపడకుము అది తన కనురెప్పలను చికిలించి నిన్ను లోపరచుకొన నియ్యకుము.ତୁମ୍ଭ ହୃଦଯ ରେ ସହେି ସୁନ୍ଦର ସ୍ତ୍ରୀର ସୌନ୍ଦର୍ୟ୍ଯକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।
26 వేశ్యాసాంగత్యము చేయువానికి రొట్టెతునక మాత్రము మిగిలియుండును. మగనాలు మిక్కిలి విలువగల ప్రాణమును వేటాడును.ବ୍ଯଭିଚାରିଣୀକୁ ପାଉଁରୋଟୀର ଦାମ ଦବୋକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦବୋକୁ ପଡ଼ିବ।
27 ఒకడు తన ఒడిలో అగ్ని నుంచుకొనినయెడల వాని వస్త్రములు కాలకుండునా?ଯଦି କହେି ଲୋକ ତା'ର ବକ୍ଷ ଦେଶ ରେ ନିଆଁ ରଖିବ, ତବେେ ତାହା ପୋଡ଼ି ୟିବ।
28 ఒకడు నిప్పులమీద నడిచినయెడల వాని పాదములు కమలకుండునా?ଯଦି କହେି ଲୋକ ଜ୍ବଳନ୍ତା ଅଙ୍ଗାର ଉପ ରେ ଚାଲେ, ତବେେ ତା'ର ପାଦ ପୋଡ଼ିୟିବ।
29 తన పొరుగువాని భార్యను కూడువాడు ఆ ప్రకారమే నాశనమగును ఆమెను ముట్టువాడు శిక్ష తప్పించుకొనడు.ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।
30 దొంగ ఆకలిగొని ప్రాణరక్షణకొరకు దొంగిలిన యెడల యెవరును వాని తిరస్కరింపరు గదా.ଭୋକିଲା ୟୋଗୁ ଯଦି ଚୋରି କରେ। ତବେେ ଲୋକେ ତାକୁ ଘୃଣା କରିବେ।
31 వాడు దొరికినయెడల ఏడంతలు చెల్లింపవలెను తన యింటి ఆస్తి అంతయు అప్పగింపవలెను.ମାତ୍ର ଯଦି ଧରାପଡ଼େ, ତବେେ ତାକୁ ସାତଗୁଣ ଫରୋଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ବ ତାକୁ ଦବୋକୁ ହବେ।
32 జారత్వము జరిగించువాడు కేవలము బుద్ధిశూన్యుడు ఆ కార్యము చేయువాడు స్వనాశనమును కోరువాడేଜଣେ ବ୍ଯଭୀଚାରୀ ଲୋକ ନିର୍ବୋଧ ଅଟେ। ସେ ତା'ର ନିଜର ବିନାଶ ଆଣିବ।
33 వాడు దెబ్బలకును అవమానమునకును పాత్రుడగును వానికి కలుగు అపకీర్తి యెన్నటికిని తొలగిపోదు.ଲୋକମାନେ ଏଥିପାଇଁ ନିଜର ସମସ୍ତ ସମ୍ମାନ ହରନ୍ତି। ତା'ର କଳଙ୍କ ମାର୍ଜିତ ହବେ ନାହିଁ।
34 భర్తకు పుట్టు రోషము మహా రౌద్రముగలది ప్రతికారము చేయు కాలమందు అట్టివాడు కనికర పడడు.ସହେି ସ୍ତ୍ରୀର ସ୍ବାମୀ ନିତ୍ଯାନ୍ତ ଇର୍ଷାପରାଯଣ ହବେ। ତା'ର ସ୍ବାମୀ ନିତ୍ଯାନ୍ତ କୋରଧତ ହବେ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ।
35 ప్రాయశ్చిత్తమేమైన నీవు చేసినను వాడు లక్ష్య పెట్టడు ఎంత గొప్ప బహుమానములు నీవిచ్చినను వాడు ఒప్పు కొనడు.ଯେ କୌଣସି ମୂଲ୍ଯ ତା'ର କୋର୍ଧକୁ ଶାନ୍ତ କରିପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା'ର କୋରଧ ଶାନ୍ତ ହବେ ନାହିଁ।
Oriya Bible