Bible

Proverbs 9 - ASV (Oriya)

1 Wisdom hath builded her house; She hath hewn out her seven pillars:ଜ୍ଞାନ ତା'ର ଗୃହ ନିର୍ମାଣ କରିଅଛି। ସେ ତା'ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି।

2 She hath killed her beasts; She hath mingled her wine; She hath also furnished her table:ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମଜେ ରେ ଖାଦ୍ୟ ସଜାଇ ଅଛି।

3 She hath sent forth her maidens; She crieth upon the highest places of the city:ସେ ଆପଣା ଦାସୀମାନଙ୍କୁ ପଠାଇ ଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡ଼ାକି କ ହେ,

4 Whoso is simple, let him turn in hither: As for him that is void of understanding, she saith to him, ଯେଉଁ ଲୋକର ଅଭିଜ୍ଞତା ନାହିଁ ମାେ ପାଖକୁ ଆସୁ, ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କ ହେ।

5 Come, eat ye of my bread, And drink of the wine which I have mingled.ଆସ ମାରେ ଖାଦ୍ୟକୁ ଭକ୍ଷଣ କର ଏବଂ ମାରେଦ୍ରାକ୍ଷାରସ ପାନ କର।

6 Leave off, ye simple ones, and live; And walk in the way of understanding.ଅ ବୋଧ ଲୋକମାନଙ୍କର ସାଙ୍ଗ ପରିତ୍ଯାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବଚେନାର ପଥରେ ଚାଲ।

7 He that correcteth a scoffer getteth to himself reviling; And he that reproveth a wicked man `getteth' himself a blot.ଜଣେ ୟିଏ ଗୋଟିଏ ମନୁଷ୍ଯକୁ ଭତ୍ସନା କରେ, ୟିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।

8 Reprove not a scoffer, lest he hate thee: Reprove a wise man, and he will love thee.ନିନ୍ଦକକୁ ଅନୁ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଘୃଣା କରିବ। ଜ୍ଞାନୀକୁ ଅନୁୟୋଗ କର, ତହିଁରେ ସେ ତୁମ୍ଭକୁ ପ୍ ରମେ କରିବ।

9 Give `instruction' to a wise man, and he will be yet wiser: Teach a righteous man, and he will increase in learning.ଯଦି ଜ୍ଞାନୀକୁ ଉପଦେଶ ଦବେ ସେ ଆହୁରି ଜ୍ଞାନବାନ ହବେ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ଯକ୍ତିକୁ ଶିକ୍ଷା ଦବେ, ତା'ର ପାଣ୍ଡିତ୍ଯ ବୃଦ୍ଧି ପାଇବ।

10 The fear of Jehovah is the beginning of wisdom; And the knowledge of the Holy One is understanding.ସଦାପ୍ରଭୁ ବିଷଯକ ଭୟ ଜ୍ଞାନର ଆରମ୍ଭ ଏବଂ ପବିତ୍ର ସ୍ବରୂପଙ୍କ ବିଷଯକ ଜ୍ଞାନର ସୁବିବଚେନା ଅଟେ।

11 For by me thy days shall be multiplied, And the years of thy life shall be increased.କାରଣ ମାେଦ୍ବାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବି ହବେ।

12 If thou art wise, thou art wise for thyself; And if thou scoffest, thou alone shalt bear it.ଯଦି ତୁମ୍ଭେ ଜ୍ଞାନୀ ଅଟ, ତବେେ ନିଜକୁ ନିଜେ ତୁମ୍ଭେ ଲାଭବାନ ହବେ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।

13 The foolish woman is clamorous; `She is' simple, and knoweth nothing.ଅଜ୍ଞାନ କଳିହୁଡ଼ି ସ୍ତ୍ରୀ ଉଚ୍ଚସ୍ବର ରେ ନିର୍ବୋଧ ବିଷଯ ରେ କ ହେ। ସେ କିଛି ବୁଝିପା ରେ ନାହିଁ।

14 And she sitteth at the door of her house, On a seat in the high places of the city,ସେ ଆପଣା ଗୃହଦ୍ବାର ନିକଟରେ ଓ ନଗର ରେ ଉଚ୍ଚ ସ୍ଥାନ ରେ ଆସନ ପାରି ବସିବ।

15 To call to them that pass by, Who go right on their ways:ଯେତବେେଳେ ଲକମାନେେ ନିଜ ନିଜ ପଥରେ ସଳଖ କରିୟା'ନ୍ତି, ସହେି ପଥିକମାନଙ୍କୁ ଡ଼ାକି କ ହେ,

16 Whoso is simple, let him turn in hither; And as for him that is void of understanding, she saith to him, ଯେ ଅବୋଧ ସେ ଏଠାକୁ ଆସୁ, ସେ ମୂର୍ଖ ଲୋକକୁ ଏହି କଥା କ ହେ।

17 Stolen waters are sweet, And bread `eaten' in secret is pleasant.କିନ୍ତୁ ସେ କ ହେ, ଯଦି ତୁମ୍ଭେ ଜଳ ଚୋରି କର ତାହା ତୁମ୍ଭ ନିଜ ଜଳଠାରୁ ମଧୁର। ଯଦି ତୁମ୍ଭେ ରୋଟୀ ଚୋରି କର, ତାହା ତୁମ୍ଭ ନିଜ ଦ୍ବାରା ପ୍ରସ୍ତୁତ ରୋଟୀଠାରୁ ସ୍ବାଦିଷ୍ଟ।

18 But he knoweth not that the dead are there; That her guests are in the depths of Sheol.ସହେି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ ରତାେତ୍ମା ତା'ର ଗୃହ ରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନ ରେ ଅଛନ୍ତି ବୋଲି।

Oriya Bible