Psalm 10:14
ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।
Psalm 10:14 in Other Translations
King James Version (KJV)
Thou hast seen it; for thou beholdest mischief and spite, to requite it with thy hand: the poor committeth himself unto thee; thou art the helper of the fatherless.
American Standard Version (ASV)
Thou hast seen `it'; for thou beholdest mischief and spite, to requite it with thy hand: The helpless committeth `himself' unto thee; Thou hast been the helper of the fatherless.
Bible in Basic English (BBE)
You have seen it; for your eyes are on sorrow and grief, to take it into your hand: the poor man puts his faith in you; you have been the helper of the child who has no father.
Darby English Bible (DBY)
Thou hast seen [it], for thou thyself beholdest trouble and vexation, to requite by thy hand. The wretched committeth himself unto thee; thou hast been the helper of the fatherless.
Webster's Bible (WBT)
Thou hast seen it; for thou beholdest mischief and spite, to requite it with thy hand: the poor committeth himself to thee; thou art the helper of the fatherless.
World English Bible (WEB)
But you do see trouble and grief; You consider it to take it into your hand. You help the victim and the fatherless.
Young's Literal Translation (YLT)
Thou hast seen, For Thou perverseness and anger beholdest; By giving into Thy hand, On Thee doth the afflicted leave `it', Of the fatherless Thou hast been an helper.
| Thou hast seen | רָאִ֡תָה | rāʾitâ | ra-EE-ta |
| it; for | כִּֽי | kî | kee |
| thou | אַתָּ֤ה׀ | ʾattâ | ah-TA |
| beholdest | עָ֘מָ֤ל | ʿāmāl | AH-MAHL |
| mischief | וָכַ֨עַס׀ | wākaʿas | va-HA-as |
| and spite, | תַּבִּיט֮ | tabbîṭ | ta-BEET |
| to requite | לָתֵ֪ת | lātēt | la-TATE |
| hand: thy with it | בְּיָ֫דֶ֥ךָ | bĕyādekā | beh-YA-DEH-ha |
| the poor | עָ֭לֶיךָ | ʿālêkā | AH-lay-ha |
| committeth | יַעֲזֹ֣ב | yaʿăzōb | ya-uh-ZOVE |
| himself unto | חֵלֶ֑כָה | ḥēlekâ | hay-LEH-ha |
| thou thee; | יָ֝ת֗וֹם | yātôm | YA-TOME |
| art | אַתָּ֤ה׀ | ʾattâ | ah-TA |
| the helper | הָיִ֬יתָ | hāyîtā | ha-YEE-ta |
| of the fatherless. | עוֹזֵֽר׃ | ʿôzēr | oh-ZARE |
Cross Reference
Psalm 68:5
ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ବର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
Psalm 146:9
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।
Deuteronomy 10:18
ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।
Psalm 55:22
ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦଇଦେିଅ, ତହିଁରେ ସେ ତୁମ୍ଭର ଯତ୍ନ ନବେେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହବୋକୁ ଦବେେ ନାହିଁ।
Hosea 14:3
ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭମାନେେ ୟୁଦ୍ଧ ଅଶ୍ବ ରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡିକୁ 'ଆମ୍ଭର ପରମେଶ୍ବର' ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସହେି ପରମେଶ୍ବର ୟିଏକି ଅନାଥକୁ ଦୟା ଦଖାେଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।
2 Timothy 1:12
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।
1 Peter 4:19
ଅତଏବ ଯେଉଁ ଲୋକମାନେ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଯାତନା ଭୋଗ କରୁଛନ୍ତି, ସମାନେେ ତାହାଙ୍କୁ ସମାନଙ୍କେର ଆତ୍ମା ବିଶ୍ବାସପୂର୍ବକ ସମର୍ପଣ କରିଦବୋ ଉଚିତ୍। ପରମେଶ୍ବର ସମାନଙ୍କେୁ ଗଠନ କରିଛନ୍ତି ଓ ତେଣୁ ସମାନେେ ତାହାଙ୍କୁ ବିଶ୍ବାସ କରିପାରିବେ। ଅତଏବ ସମାନେେ ଭଲ କାମ କରିଚାଲିବା ଉଚିତ।
1 Peter 5:7
ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
Hebrews 4:13
ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।
Habakkuk 1:13
ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?
Jeremiah 51:56
ବାବିଲ ବିରୁଦ୍ଧ ରେ ସମାନେେ ଆସିବେ ଓ ତାହାକୁ ଧ୍ବଂସ କରିବେ। ସମାନଙ୍କେର ବୀରଗଣ ଧରାଯିବେ ଓ ସମାନଙ୍କେର ଧନୁସବୁ ଖଣ୍ଡ ଖଣ୍ଡ ହାଇେ ଭଙ୍ଗାୟିବ। କାରଣ ସଦାପ୍ରଭୁ ସମାନଙ୍କେର ଦୁଷ୍କର୍ମ ଯୋଗୁଁ ନିଶ୍ଚଯ ପ୍ରତିଫଳ ଦବେେ।
Jeremiah 49:11
ତୁମ୍ଭେ ଅନାଥମାନଙ୍କ ବିଷଯ ରେ ବ୍ଯସ୍ତ ହୁଅ ନାହିଁ। ଆମ୍ଭେ ସମାନଙ୍କେୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପ ରେ ନିର୍ଭର କରିବେ।
Judges 1:7
ଏହାପରେ ଅଦୋନୀବଷେକ୍ ସମାନଙ୍କେୁ କହିଲେ, ହସ୍ତପାଦର ଛିନ୍ନା ଅଙ୍ଗକ୍ସ୍ଟଳି ସତକ୍ସ୍ଟରି ଜଣ ରାଜା ଆମ୍ଭ ମଜେ ତଳେ ନିଜର ଆହାର ସାଉଣ୍ଟକ୍ସ୍ଟ ଥିଲେ। ମୁ ଯେପରି କରିଥିଲି ପରମେଶ୍ବର ମାେତେ ସହେିପରି ଦେଲେ। ଏହାପରେ ୟିହକ୍ସ୍ଟଦାର ଲୋକମାନେ ଅଦୋନୀବଷେକ୍ଙ୍କକ୍ସ୍ଟ ଯିରୁଶାଲମକୁ ଆଣିଲେ ଓ ସେ ସଠାେରେ ମୃତକ୍ସ୍ଟ୍ଯବରଣ କଲା।
2 Kings 9:26
ସଦାପ୍ରଭୁ କହିଥିଲେ, 'ଆମ୍ଭେ ଗତକାଲି ନାବୋତର ରକ୍ତ ଓ ତା'ର ପୁତ୍ରମାନଙ୍କ ରକ୍ତ ଦେଖିଲୁ। ତେଣୁ ମୁଁ ଆହାବ୍କୁ ଏହି ଭୂମିରେ ପ୍ରତିଫଳ ଦବେି।' ସଦାପ୍ରଭୁ ଏହା କହିଥିଲେ। ତେଣୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ୟୋରାମଙ୍କୁ ନଇେ ସହେି କ୍ଷେତ୍ର ଭୁମି ରେ ପକାଅ।
2 Chronicles 6:23
, ସେତବେେଳେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣ। ତୁମ୍ଭର ଦାସମାନଙ୍କର ବିଚାର କର ଓ କାର୍ୟ୍ଯ କର। ଦୁଷ୍ଟ ବ୍ଯକ୍ତିକୁ ଦଣ୍ଡିତ କର ଓ ସେ ଅନ୍ୟ ଲୋକମାନଙ୍କୁ ଯେଉଁ ବିଷଯ ଦ୍ବାରା କଷ୍ଟ ଭୋଗ କରାଇଛି, ତାକୁ ସହେି ବିଷଯ ଦ୍ବାରା କଷ୍ଟ ଭୋଗ କରାଅ। କିନ୍ତୁ ଯଦି ଜଣେ ବ୍ଯକ୍ତି ନିର୍ଦ୍ ଦୋଷ, ତୁମ୍ଭେ ତାକୁ ନିର୍ଦ୍ ଦୋଷ ବୋଲି ପ୍ରମାଣ କର।
Psalm 22:11
ତଣେୁ ହେ ପରମେଶ୍ବର ତୁମ୍ଭେ ମାେତେ ପରିତ୍ଯାଗ କର ନାହିଁ। ଆଗରେ ବିପଦ ମାଡ଼ି ଆସୁଛି, ମାେତେ ସାହାୟ୍ଯ କରିବାକୁ କହେି ନାହିଁ।
Psalm 35:22
ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ତାହା ଦେଖୁଅଛ, ୟାହାସବୁ ଘଟି ଯାଉଛି। ତଣେୁ ତୁମ୍ଭେ ନୀରବ ରୁହ ନାହିଁ। ମାେତେ ପରିତ୍ଯାଗ କର ନାହିଁ।
Proverbs 15:3
ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
Isaiah 10:3
ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।
Jeremiah 16:17
କାରଣ ସମାନଙ୍କେର ସମସ୍ତ କାର୍ୟ୍ଯ ରେ ଆମ୍ଭର ଦୃଷ୍ଟି ଅଛି। ସମାନଙ୍କେର କୌଣସି ଜିନିଷ ଆମ୍ଭ ସାକ୍ଷାତରୁ ଗୁପ୍ତ ରହି ନାହିଁ। କିଅବା ସମାନଙ୍କେର କୌଣସି ଅଧର୍ମ ଆମ୍ଭର ଅଗୋଚର ନୁହେଁ।
Jeremiah 23:24
ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।
Joel 3:4
ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭମାନେେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭମାନେେ ଆମ୍ଭଙ୍କୁ ଦଣ୍ତ ଦଇେ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦବୋ।