Psalm 103:17 in Oriya

Oriya Oriya Bible Psalm Psalm 103 Psalm 103:17

Psalm 103:17
କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରମେ କରନ୍ତି, ତାଙ୍କର ସହେି ସ୍ନହେ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ବର ସମାନଙ୍କେୁ ଓ ସମାନଙ୍କେର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।

Psalm 103:16Psalm 103Psalm 103:18

Psalm 103:17 in Other Translations

King James Version (KJV)
But the mercy of the LORD is from everlasting to everlasting upon them that fear him, and his righteousness unto children's children;

American Standard Version (ASV)
But the lovingkindness of Jehovah is from everlasting to everlasting upon them that fear him, And his righteousness unto children's children;

Bible in Basic English (BBE)
But the mercy of the Lord is eternal for his worshippers, and their children's children will see his righteousness;

Darby English Bible (DBY)
But the loving-kindness of Jehovah is from everlasting and to everlasting, upon them that fear him, and his righteousness unto children's children,

World English Bible (WEB)
But Yahweh's loving kindness is from everlasting to everlasting with those who fear him, His righteousness to children's children;

Young's Literal Translation (YLT)
And the kindness of Jehovah `Is' from age even unto age on those fearing Him, And His righteousness to sons' sons,

But
the
mercy
וְחֶ֤סֶדwĕḥesedveh-HEH-sed
Lord
the
of
יְהוָ֨ה׀yĕhwâyeh-VA
is
from
everlasting
מֵעוֹלָ֣םmēʿôlāmmay-oh-LAHM
to
וְעַדwĕʿadveh-AD
everlasting
ע֭וֹלָםʿôlomOH-lome
upon
עַלʿalal
them
that
fear
יְרֵאָ֑יוyĕrēʾāywyeh-ray-AV
righteousness
his
and
him,
וְ֝צִדְקָת֗וֹwĕṣidqātôVEH-tseed-ka-TOH
unto
children's
לִבְנֵ֥יlibnêleev-NAY
children;
בָנִֽים׃bānîmva-NEEM

Cross Reference

Psalm 100:5
ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରମେ ଚିରକାଳସ୍ଥାଯୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

Exodus 20:6
କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

Romans 3:21
କିନ୍ତୁ ବିନା ବ୍ଯବସ୍ଥା ରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ବରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସହେି ନୂତନ ପଥ ଦଖାଇେ ଦଇେଛନ୍ତି। ଏହି ନୂତନ ପଥ ବିଷୟ ରେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତା ଆମ୍ଭକୁ କହୁଛନ୍ତି।

Romans 8:28
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

Ephesians 2:4
କିନ୍ତୁ ପରମେଶ୍ବର ଆମ୍ଭକୁ ଅତିଶୟ ପ୍ ରମେ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।

2 Thessalonians 2:13
ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।

2 Timothy 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

2 Peter 1:1
ଯୀଶୁଖ୍ରୀଷ୍ଟଙ୍କ ସବେକ ଓ ପ୍ ରରେିତ,ଶିମିଯୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ବାସ ଅତି ବହୁମୂଲ୍ଯ, ଏହି ପତ୍ରଟି ଲେଖୁଅଛି।

Ephesians 1:4
ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।

Romans 15:8
ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।

Romans 1:17
ପରମେଶ୍ବର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ବାସ ରେ ଶଷେ ହୁଏ। ଯେପରି ଧର୍ମଶାସ୍ତ୍ର ରେ କୁହା ଯାଇଛି, ବିଶ୍ବାସ ଦ୍ବାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।

Acts 13:32
ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର ଶୁଣାଉଛୁ।

Micah 6:5
ହେ ଆମ୍ଭର ଲୋକମାନେ, ମାୟୋବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିଯୋରର ପୁତ୍ର ବିଲିଯମ୍ ତାଙ୍କୁ କି ଉତ୍ତର ଦଇେଥିଲେ, ତାକୁ ସ୍ମରଣ କର। ଶିଟୀମ୍ଠାରୁ ଗିଲ୍ଗଲ୍ ପର୍ୟ୍ଯନ୍ତ ଯାହାସବୁ ଘଟିୟାଇଛି, ତାକୁ ମଧ୍ଯ ମନେ ପକାଅ। ତାହା ହେଲେ ସଦାପ୍ରଭୁଙ୍କର ନ୍ଯାଯ କର୍ମ ବିଷଯ ରେ ତୁମ୍ଭମାନେେ ଜାଣି ପାରିବ।

Jeremiah 33:24
ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କବେେ ତାହା ବିବଚେନା କରିଛ ? ସମାନେେ କହନ୍ତି, 'ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ଯ କରିଅଛନ୍ତି। ଏହିରୂପେ ସମାନେେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।' ସମାନଙ୍କେ ସାକ୍ଷାତ ରେ ସମାନେେ ଏକ ଗୋଷ୍ଠୀ ହାଇେ ଯେପରି ରହିବେ ନାହିଁ।

Deuteronomy 10:15
କବଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନହେ କରିବାକୁ ଏବଂ ସମାନଙ୍କେ ପରେ ସମାନଙ୍କେର ବଂଶଧରମାନଙ୍କୁ ବାଛିବାକକ୍ସ୍ଟ ସଦାପ୍ରଭୁଙ୍କର ସନ୍ତାଷେ ଥିଲେ। ସମାନଙ୍କେ ପରେ ଆଜି ପର୍ୟ୍ଯନ୍ତ ସମସ୍ତ ଜାତି ମଧ୍ଯରକ୍ସ୍ଟ ତକ୍ସ୍ଟମ୍ଭ ଜାତିଗଣଙ୍କକ୍ସ୍ଟ ମନୋନୀତ କରିଛନ୍ତି।

Psalm 22:31
ପ୍ରେତ୍ୟକକ ପିଢ଼ି ତା'ର ପିଲାମାନଙ୍କୁ ଧାର୍ମିକତା ବିଷଯ କହିବେ, ୟାହା ସବୁ ପରମେଶ୍ବର କରିଛନ୍ତି।

Psalm 25:6
ହେ ସଦାପ୍ରଭୁ, ମାେ ପ୍ରତି ଦୟା ଦଖାଇବୋକୁ ସ୍ମରଣ କର। ମାେତେ ଠିକ୍ ସହେିପରି ସ୍ନହପେୂର୍ଣ୍ଣ କରୁଣା ଦଖାେଅ, ୟାହାକି ତୁମ୍ଭେ ସର୍ବଦା ଦଖାଇେଅଛ।

Psalm 89:1
ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି।

Psalm 90:16
ତୁମ୍ଭେ କରିପାରୁଥିବା ଆଶ୍ଚର୍ୟ୍ଯ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ ଏବଂ ସମାନଙ୍କେ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦଖାେଅ।

Psalm 118:1
ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମଯ ପରମେଶ୍ବର ଅଟନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Psalm 136:1
ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Isaiah 41:8
ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।

Isaiah 51:6
ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।

Jeremiah 31:3
ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।

Daniel 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

Isaiah 46:13
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।