Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Psalm 103 KJV ASV BBE DBY WBT WEB YLT

Psalm 103 in Oriya WBT Compare Webster's Bible

Psalm 103

1 ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

2 ହେ ମାରେ ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶାରେ ନାହିଁ।

3 ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।

4 ପରମେଶ୍ବର ବିନାଶରୁ ମାେତେ ମୁକ୍ତ କରନ୍ତି। ସେ ମାେତେ ସ୍ନହପେୂର୍ଣ୍ଣ କରୁଣା ଏବଂ ଦୟା ଦଖାେନ୍ତି।

5 ପରମେଶ୍ବର ମାେତେ ପ୍ରଚୁର ସୁଦ୍ରବ୍ଯ ଦିଅନ୍ତି। ସେ ମାେତେ ପୁନରାଯ ଉତ୍କ୍ରୋଷ ପକ୍ଷୀ ପରି ୟୁବକ କରନ୍ତି।

6 ସଦାପ୍ରଭୁ ନ୍ଯାଯବାନ୍। ସେ ସହେି ଲୋକମାନଙ୍କୁ ନ୍ଯାଯ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ବାରା ଅନ୍ଯାଯ କରାୟାଇଛି।

7 ପରମେଶ୍ବର ମାଶାଙ୍କେୁ ଆପଣା ପଥ ଓ ଇଶ୍ରାୟେଲ ସନ୍ତାନଗଣଙ୍କୁ ଆପଣା କ୍ରିଯାସବୁ ଜଣାଇଥିଲେ।

8 ସଦାପ୍ରଭୁ ସ୍ନହେଶୀଳ ଓ କୃପାମଯ, ସେ ଧୈର୍ଯଶୀଳ ଏବଂ େପ୍ରମରେ ପରିପୂର୍ଣ୍ଣ।

9 ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କୋର୍ଧିତ ରହିବେ ନାହିଁ।

10 ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧରେ ପାପ କରିଅଛୁ। କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦଇେ ନାହାନ୍ତି, ୟାହା ଆମ୍ଭେ ପାଇବା କଥା।

11 ପୃଥିବୀରୁ ଆକାଶମଣ୍ଡଳ ୟପରେି ଉଚ୍ଚ ସହେିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରମେ ମହାନ୍।

12 ପୂର୍ବରୁ ପଶ୍ଚିମ ୟତେେ ଦୂର, ପରମେଶ୍ବର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସତେିକି ଦୂରଇେ ନଇେଛନ୍ତି।

13 ୟପରେି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରମେ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସପରେି ଦୟା କରନ୍ତି।

14 ପରମେଶ୍ବର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ। ପରମେଶ୍ବର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।

15 ମଣିଷ ଜୀବନ ଘାସପରି। ସମାନେେ ଜଙ୍ଗଲି ଫୁଲ ପରି, ୟାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ୟ୍ଯ ଦିଅନ୍ତି।

16 କିନ୍ତୁ ଯେତବେେଳେ ଗରମ ପବନ ବ ହେ, ଏହା ମରିୟାଏ। ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।

17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରମେ କରନ୍ତି, ତାଙ୍କର ସହେି ସ୍ନହେ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ବର ସମାନଙ୍କେୁ ଓ ସମାନଙ୍କେର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।

18 ଯେଉଁମାନେ ତାଙ୍କର ନିଯମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଚାଲନ୍ତି, ସହେିମାନଙ୍କ ପ୍ରତି ପରମେଶ୍ବର ଉତ୍ତମ।

19 ପରମେଶ୍ବରଙ୍କ ସିଂହାସନ ସ୍ବର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।

20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।

21 ହେ ସଦାପ୍ରଭୁଙ୍କର ସୈନ୍ଯସକଳ, ତୁମ୍ଭମାନେେ ତାଙ୍କର ଧନ୍ଯବାଦ କର। ତୁମ୍ଭମାନେେ ତାଙ୍କର ସବେକ ଅଟ। ସଦାପ୍ରଭୁ ୟାହା ଚାହାଁନ୍ତି ତୁମ୍ଭମାନେେ ତାହା କର।

22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ଯର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close