Psalm 104:7
କିନ୍ତୁ ତୁମ୍ଭେ ଆଜ୍ଞା ଦଲେ ଓ ଜଳରାଶି ସଠାରୁେ ଛାଡ଼ି ପଳାଇଲା। ହେ ପରମେଶ୍ବର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
Psalm 104:7 in Other Translations
King James Version (KJV)
At thy rebuke they fled; at the voice of thy thunder they hasted away.
American Standard Version (ASV)
At thy rebuke they fled; At the voice of thy thunder they hasted away
Bible in Basic English (BBE)
At the voice of your word they went in flight; at the sound of your thunder they went away in fear;
Darby English Bible (DBY)
At thy rebuke they fled, at the voice of thy thunder they hasted away; --
World English Bible (WEB)
At your rebuke they fled. At the voice of your thunder they hurried away.
Young's Literal Translation (YLT)
From Thy rebuke they flee, From the voice of Thy thunder haste away.
| At | מִן | min | meen |
| thy rebuke | גַּעֲרָ֣תְךָ֣ | gaʿărātĕkā | ɡa-uh-RA-teh-HA |
| they fled; | יְנוּס֑וּן | yĕnûsûn | yeh-noo-SOON |
| at | מִן | min | meen |
| voice the | ק֥וֹל | qôl | kole |
| of thy thunder | רַֽ֝עַמְךָ֗ | raʿamkā | RA-am-HA |
| they hasted | יֵחָפֵזֽוּן׃ | yēḥāpēzûn | yay-ha-fay-ZOON |
Cross Reference
Genesis 8:1
ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।
Psalm 18:15
ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ ଓ ପ୍ରବଳ ବଗରେେ ପବନ ବହିବାକୁ ଲାଗିଲା। ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହାଇେ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା। ଆମ୍ଭେ ପୃଥିବୀର ଆଭ୍ଯନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।
Psalm 77:18
ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।
Psalm 106:9
ପରମେଶ୍ବର ନିର୍ଦ୍ଦଶେ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା। ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ସହେି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନଲେେ, ମରୁଭୂମିରେ ଚଳାଇବା ପରି।
Psalm 114:3
ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।
Proverbs 8:28
ସେ ମେଘକୁ ଆକାଶ ରେ ଝୁଲାଇଲେ, ଯେତବେେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
Mark 4:39
ଯୀଶୁ ଉଠି ପଡିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, ଶାନ୍ତ ହୁଅ, ସ୍ଥିର ହୁଅ। ତା'ପରେ ଝଡ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା।