Psalm 106:3 in Oriya

Oriya Oriya Bible Psalm Psalm 106 Psalm 106:3

Psalm 106:3
ଯେଉଁ ଲୋକେ ପରମେଶ୍ବରଙ୍କ ନିର୍ଦ୍ଦଶେ ମାନନ୍ତି ସମାନେେ ଖୁସି ରହନ୍ତି। ୟିଏ ସର୍ବଦା ସୁକାର୍ୟ୍ଯ କରିଥାନ୍ତି।

Psalm 106:2Psalm 106Psalm 106:4

Psalm 106:3 in Other Translations

King James Version (KJV)
Blessed are they that keep judgment, and he that doeth righteousness at all times.

American Standard Version (ASV)
Blessed are they that keep justice, And he that doeth righteousness at all times.

Bible in Basic English (BBE)
Happy are they whose decisions are upright, and he who does righteousness at all times.

Darby English Bible (DBY)
Blessed are they that keep justice, [and] he that doeth righteousness at all times.

World English Bible (WEB)
Blessed are those who keep justice. Blessed is one who does what is right at all times.

Young's Literal Translation (YLT)
O the happiness of those keeping judgment, Doing righteousness at all times.

Blessed
אַ֭שְׁרֵיʾašrêASH-ray
are
they
that
keep
שֹׁמְרֵ֣יšōmĕrêshoh-meh-RAY
judgment,
מִשְׁפָּ֑טmišpāṭmeesh-PAHT
doeth
that
he
and
עֹשֵׂ֖הʿōśēoh-SAY
righteousness
צְדָקָ֣הṣĕdāqâtseh-da-KA
at
all
בְכָלbĕkālveh-HAHL
times.
עֵֽת׃ʿētate

Cross Reference

Psalm 15:2
କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।

Revelation 22:14
ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।

James 1:25
କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।

Galatians 6:9
ଆମ୍ଭେ ଉତ୍ତମ କାର୍ୟ୍ଯ କରିବା ରେ ଥକିୟିବା ନାହିଁ। କାରଣ ଉପୟୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।

Luke 6:47
ଯେଉଁଲୋକ ମାେ ପାଖକୁ ଆ ସେ, ମାେ ଉପଦେଶ ଶୁଣେ ଓ ତାହାକୁ ମାନେ,

Luke 11:28
କିନ୍ତୁ ଯୀଶୁ କହିଲେ, ପରମେଶ୍ବରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତ ରେ ସହେିମାନେ ହିଁ ଧନ୍ଯ।

Luke 11:42
ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭମାନେେ ସମସ୍ତ ବିଷୟ ରେ ଦଶମାଂଶ ପରମେଶ୍ବରଙ୍କୁ ଦଇେଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଚାର ଅନ୍ଯାନ୍ଯ େଛାଟ ଚାରାର ମଧ୍ଯ ଦଶ ଭାଗରୁ ଭାଗେ ପରମେଶ୍ବରଙ୍କୁ ଦଇେଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ଯବହାର କରିବାକୁ ଓ ପରମେଶ୍ବରଙ୍କୁ ଭଲ ପାଇବାକୁ ତୁମ୍ଭମାନେେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ୟ୍ଯ କରିବା ଉଚିତ। ତା' ସହିତ ଦଶମାଂଶ ଦବୋ ଏବଂ ଅନ୍ଯାନ୍ଯ କାର୍ୟ୍ଯ ମଧ୍ଯ ଚାଲୁ ରଖିବା ଉଚିତ।

John 13:17
ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।

John 14:21
ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।

John 15:14
ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।

Acts 24:16
ସେଥିପାଇଁ ମୁଁ ପରମେଶ୍ବର ଓ ଲୋକମାନଙ୍କ ପାଖ ରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ସର୍ବଦା ଚେ଼ଷ୍ଟା କରେ।

Romans 2:7
କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।

Revelation 7:15
ତେଣୁ ଏହି ଲୋକମାନେ ପରମେଶ୍ବରଙ୍କର ସିଂହାସନ ସମ୍ମୁଖ ରେ ଅଛନ୍ତି। ସମାନେେ ଦିନରାତି ପରମେଶ୍ବରଙ୍କର ମନ୍ଦିର ରେ ତାହାଙ୍କର ଉପାସନା କରନ୍ତି। ସିଂହାସନ ରେ ବସିଥିବା ଜଣେ ବ୍ଯକ୍ତି ସମାନଙ୍କେୁ ସୁରକ୍ଷା ପ୍ରଦାନ କରିବେ।

Luke 1:74
ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।

Mark 3:35
ଯେଉଁମାନେ ପରମେଶ୍ବରଙ୍କ ଇଛାକୁ କାର୍ୟ୍ଯକାରୀ କରନ୍ତି, ସମାନେେ ହିଁ ମାରେ ଭାଇ, ଭଉଣୀ ଓ ମାଆ।

Deuteronomy 11:1
ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ପ୍ ରମେ କରିବା ଉଚିତ୍। ତୁମ୍ଭମାନେେ ତାଙ୍କର ବ୍ଯବସ୍ଥା, ବିଧି ଓ ଆଦେଶ ସବୁ ସର୍ବଦା ପାଳନ କରିବା ଉଚିତ୍।

Psalm 1:1
ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,

Psalm 84:11
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।

Psalm 119:1
ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନୟାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିଯମସବୁ ଅନୁସରଣ କରନ୍ତି, ସମାନେେ ଧନ୍ଯ !

Psalm 119:20
ମୁଁ ସର୍ବଦା ତୁମ୍ଭର ଶାସନସକଳ ପଢ଼ିବା ପାଇଁ ବହୁତ ଚା ହେଁ।

Psalm 119:44
ମୁଁ ଅନନ୍ତକାଳ ପର୍ୟ୍ଯନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।

Psalm 119:106
ତୁମ୍ଭର ବିଚାର ଉତ୍ତମ ଏବଂ ମୁଁ ତାହାସବୁ ମାନିବା ପାଇଁ ଶପଥ କରେ।

Psalm 119:112
ତୁମ୍ଭର ନିଯମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି, ତାହା ମାରେ ପୁରସ୍କାର ହବେ।

Isaiah 56:1
ସଦାପ୍ରଭୁ ଏହିସବୁ କହିଛନ୍ତି, ତୁମ୍ଭମାନେେ ନ୍ଯାଯ ପଥ ଏବଂ ତୁମ୍ଭର କର୍ତ୍ତବ୍ଯକୁ ଧର୍ମାନୁସା ରେ ଅନୁସରଣ କର। କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସଙ୍କଟ ଜନକ।

Isaiah 64:5
ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସହେିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳ ରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳ ରେ ଆମ୍ଭମାନେେ ଦୋଷ କଲୁ।

Jeremiah 22:15
ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।

Ezekiel 18:21
ଏବଂ ଦୁଷ୍ଟ ଲୋକ ଯବେେ ପାପ ପଥରୁ ବିରତ ହୁଏ, ମାରେ ବିଧି ସକଳ ପାଳନ କରେ ଓ ନ୍ଯାଯ ଏବଂ ଧର୍ମାଚରଣ କରେ ତବେେ ସେ ନିଶ୍ଚଯ ବଞ୍ଚିବ, ସେ ମରିବ ନାହିଁ।

Deuteronomy 5:19
ତୁମ୍ଭମାନେେ ଚୋରି କରିବ ନାହିଁ।