Psalm 107:27
ସମାନେେ ମତ୍ତଲୋକ ପରି ଏକଡ଼ ସକେଡ଼ ଦୋହଲନ୍ତି। ଏବଂ ସମାନଙ୍କେର ବୁଦ୍ଧି ହଜିୟାଏ।
Psalm 107:27 in Other Translations
King James Version (KJV)
They reel to and fro, and stagger like a drunken man, and are at their wit's end.
American Standard Version (ASV)
They reel to and fro, and stagger like a drunken man, And are at their wits' end.
Bible in Basic English (BBE)
They are turned here and there, rolling like a man who is full of wine; and all their wisdom comes to nothing.
Darby English Bible (DBY)
They reel to and fro, and stagger like a drunken man, and they are at their wits' end:
World English Bible (WEB)
They reel back and forth, and stagger like a drunken man, And are at their wits' end.
Young's Literal Translation (YLT)
They reel to and fro, and move as a drunkard, And all their wisdom is swallowed up.
| They reel to and fro, | יָח֣וֹגּוּ | yāḥôggû | ya-HOH-ɡoo |
| and stagger | וְ֭יָנוּעוּ | wĕyānûʿû | VEH-ya-noo-oo |
| man, drunken a like | כַּשִּׁכּ֑וֹר | kaššikkôr | ka-SHEE-kore |
| and are at their wits' | וְכָל | wĕkāl | veh-HAHL |
| end. | חָ֝כְמָתָ֗ם | ḥākĕmātām | HA-heh-ma-TAHM |
| תִּתְבַּלָּֽע׃ | titballāʿ | teet-ba-LA |
Cross Reference
Job 12:25
ସହେି ନେତାମାନେ ଆଲୋକ ବିନା ଅନ୍ଧାର ରେ ଦରାଣ୍ଡି ହୁଅନ୍ତି। ପରମେଶ୍ବର ସମାନଙ୍କେୁ ମାତାଲ ଭଳି ଟଳମଳ ଓ ଇତସ୍ତତଃ କରାନ୍ତି।
Isaiah 19:3
ମିଶରୀଯମାନେ ବିଭ୍ରାନ୍ତ ହବେେ। ସମାନେେ କ'ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଚାରିବେ। ଆଉ ମଧ୍ଯ ସମାନେେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନବେେ। ମାତ୍ର ସମାନଙ୍କେର ଉପଦେଶ ଅର୍ଥହୀନ ହବେ।'
Isaiah 19:14
ସଦାପ୍ରଭୁ ମିଶରୀଯମାନଙ୍କୁ ବିଭ୍ରାନ୍ତ କରାଇଛନ୍ତି। ସମାନେେ ନିଜେ ବାଉଳା ହାଇେଛନ୍ତି ଓ ମିଶରକୁ କୁପଥରେ ନଇେଛନ୍ତି। ସହେି ପ୍ରାଚୀନଗଣ ଯାହା ସବୁ କରିଛନ୍ତି ସେ ସମସ୍ତ କୁକର୍ମ। ମାତାଲ ନିଜ ବାନ୍ତି ରେ ଟଳଟଳ ହେଲାପରି ସମାନେେ ମିଶରକୁ ପ୍ରେତ୍ୟକକ କାର୍ୟ୍ଯ ରେ ବିପଥଗାମୀ କରିଛନ୍ତି।
Isaiah 29:9
ତୁମ୍ଭମାନେେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନ ରେ ନୁହେଁ।
Job 37:20
ମୁଁ ପରମେଶ୍ବରଙ୍କୁ କହିବି ନାହିଁ ଯେ ମୁଁ ତାଙ୍କ ସହିତ କଥା ହବୋକୁ ଚା ହେଁ। ଏହା ଧ୍ବଂସକୁ ଡ଼ାକି ଆଣିବା ସହିତ ସମାନ ହବେ।
Isaiah 24:20
ପୃଥିବୀର ଅପରାଧ ପାପଭାର ବହୁତ ବଢ଼ି ୟାଇଛି ଓ ସହେି ଭାର ରେ ତାହାର ପତନ ଘଟିବ। ପୃଥିବୀ ଗୋଟିଏ ମଦ୍ଯପ ପରି ପଡ଼ିବ ଓ ଗୋଟିଏ କୁଡ଼ିଆ ଘର ପରି ଦୋହଲିବ। ଏହା ଆଉ ତିଷ୍ଠିବ ନାହିଁ।
Acts 27:15
ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠଲେି ନଲୋ। ଜାହାଜ ପବନ ରେ ସ୍ଥିର ହାଇେ ରହି ନପାରିବାରୁ ଆମ୍ଭେ ତାକୁ ଭାସିୟିବା ପାଇଁ ଛାଡ଼ି ଦଲେୁ।