Psalm 11

1 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?

2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସମାନେେ ଅନ୍ଧାରରେ ଲୁଚି ରହନ୍ତି। ସମାନେେ ଧନୁରେ ଗୁଣ ଚଢ଼ାନ୍ତି। ସମାନେେ ତୀର ଦ୍ବାରା ଲକ୍ଷ୍ଯ ସ୍ଥିର କରନ୍ତି ଏବଂ ସମାନେେ ସିଧା ସାଧୁ ଓ ଉତ୍ତମ ବ୍ଯକ୍ତିର ହୃଦଯକୁ ଶରବିଦ୍ଧ କରନ୍ତି।

3 ୟଦି ସମାନେେ ସବୁ ଉତ୍ତମ କାର୍ୟ୍ଯକୁ ନଷ୍ଟ କରନ୍ତି। ତବେେ କ'ଣ ଘଟିବ ? ତା'ପରେ ସବୁ ଧର୍ମାତ୍ମାମାନେ କ'ଣ କରିପାରିବେ।

4 ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।

5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି।

6 ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

7 କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ।

1 To the chief Musician, A Psalm of David.

2 In the Lord put I my trust: how say ye to my soul, Flee as a bird to your mountain?

3 For, lo, the wicked bend their bow, they make ready their arrow upon the string, that they may privily shoot at the upright in heart.

4 If the foundations be destroyed, what can the righteous do?

5 The Lord is in his holy temple, the Lord’s throne is in heaven: his eyes behold, his eyelids try, the children of men.

6 The Lord trieth the righteous: but the wicked and him that loveth violence his soul hateth.

7 Upon the wicked he shall rain snares, fire and brimstone, and an horrible tempest: this shall be the portion of their cup.

8 For the righteous Lord loveth righteousness; his countenance doth behold the upright.