Psalm 112 - BBE (Oriya)
1 Let the Lord be praised. Happy is the man who gives honour to the Lord, and has great delight in his laws.ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
2 His seed will be strong on the earth; blessings will be on the generation of the upright.ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।
3 A store of wealth will be in his house, and his righteousness will be for ever.ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।
4 For the upright there is a light shining in the dark; he is full of grace and pity.ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।
5 All is well for the man who is kind and gives freely to others; he will make good his cause when he is judged.ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 He will not ever be moved; the memory of the upright will be living for ever.ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 He will have no fear of evil news; his heart is fixed, for his hope is in the Lord.ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
8 His heart is resting safely, he will have no fear, till he sees trouble come on his haters.ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।
9 He has given with open hands to the poor; his righteousness is for ever; his horn will be lifted up with honour.ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
10 The sinner will see it with grief; he will be wasted away with envy; the desire of the evil-doers will come to nothing.ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।
Oriya Bible