Psalm 114

1 ଯେତବେେଳେ ଇଶ୍ରାୟେଲ ମିଶରରୁ ପରିତ୍ଯାଗ କଲେ, ୟାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।

2 ସହେି ସମଯରେ ଯିହୁଦା ପରମେଶ୍ବରଙ୍କର ବିଶଷେ ଲୋକ ହେଲେ। ଇଶ୍ରାୟେଲ ତାଙ୍କର ରାଜ୍ଯ ହେଲା।

3 ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।

4 ପର୍ବତଗଣ ମଷେପରି ଡ଼ଇେଁଲେ। ମଷେ ଛୁଆପରି ଉପପର୍ବତଗଣ ଡ଼ିଆଁ ମାରିଲେ।

5 ହେ ସୁଫ ସମୁଦ୍ର, ତୁମ୍ଭେ କାହିଁକି ଘୁଞ୍ଚିଗଲ ? ହେ ୟର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ ?

6 ହେ ପର୍ବତଗଣ, ତୁମ୍ଭେ କାହିଁକି ମଷେମାନଙ୍କ ପରି ଡଇେଁଲ ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମଷେ ଶାବକଙ୍କ ପରି ଡ଼ଇେଁଲ ?

7 ହେ ପୃଥିବୀ, ୟାକୁବର ପରମେଶ୍ବରଙ୍କ ସମ୍ମୁଖରେ କମ୍ପିତ ହୁଅ।

8 ପରମେଶ୍ବର ହେଉଛନ୍ତି ସହେି ୟାହାଙ୍କ ୟୋଗୁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ବର ଚକ୍ମକି ପଥରକୁ ନିର୍ଝର ବୁହାଇଲେ।

1 When Israel went out of Egypt, the house of Jacob from a people of strange language;

2 Judah was his sanctuary, and Israel his dominion.

3 The sea saw it, and fled: Jordan was driven back.

4 The mountains skipped like rams, and the little hills like lambs.

5 What ailed thee, O thou sea, that thou fleddest? thou Jordan, that thou wast driven back?

6 Ye mountains, that ye skipped like rams; and ye little hills, like lambs?

7 Tremble, thou earth, at the presence of the Lord, at the presence of the God of Jacob;

8 Which turned the rock into a standing water, the flint into a fountain of waters.