Psalm 115:12
ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି। ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ଇଶ୍ରାୟେଲକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ଯ ଆଶୀର୍ବାଦ କରିବେ।
Psalm 115:12 in Other Translations
King James Version (KJV)
The LORD hath been mindful of us: he will bless us; he will bless the house of Israel; he will bless the house of Aaron.
American Standard Version (ASV)
Jehovah hath been mindful of us; he will bless `us': He will bless the house of Israel; He will bless the house of Aaron.
Bible in Basic English (BBE)
The Lord has kept us in mind and will give us his blessing; he will send blessings on the house of Israel and on the house of Aaron.
Darby English Bible (DBY)
Jehovah hath been mindful of us: he will bless, he will bless the house of Israel; he will bless the house of Aaron;
World English Bible (WEB)
Yahweh remembers us. He will bless us. He will bless the house of Israel. He will bless the house of Aaron.
Young's Literal Translation (YLT)
Jehovah hath remembered us, He blesseth, He blesseth the house of Israel, He blesseth the house of Aaron,
| The Lord | יְהוָה֮ | yĕhwāh | yeh-VA |
| hath been mindful | זְכָרָ֪נוּ | zĕkārānû | zeh-ha-RA-noo |
| bless will he us: of | יְבָ֫רֵ֥ךְ | yĕbārēk | yeh-VA-RAKE |
| bless will he us; | יְ֭בָרֵךְ | yĕbārēk | YEH-va-rake |
| אֶת | ʾet | et | |
| the house | בֵּ֣ית | bêt | bate |
| of Israel; | יִשְׂרָאֵ֑ל | yiśrāʾēl | yees-ra-ALE |
| bless will he | יְ֝בָרֵ֗ךְ | yĕbārēk | YEH-va-RAKE |
| אֶת | ʾet | et | |
| the house | בֵּ֥ית | bêt | bate |
| of Aaron. | אַהֲרֹֽן׃ | ʾahărōn | ah-huh-RONE |
Cross Reference
Psalm 136:23
ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
Ephesians 1:3
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।
Galatians 3:29
ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।
Isaiah 49:14
ମାତ୍ର ସିୟୋନ କ ହେ, ସଦାପ୍ରଭୁ ମାେତେ ପରିତ୍ଯାଗ କରିଛନ୍ତି। ମାରେପ୍ରଭୁ ମାେତେ ଭୁଲି ୟାଇଛନ୍ତି।
Genesis 12:2
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।
Galatians 3:14
ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ଯ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ବାସ ଦ୍ବାରା ଆମ୍ଭେ ସମସ୍ତେ ସହେି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇପାରିବା।
Acts 3:26
ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶଷେ ସବେକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭମାନେେ ଯେପରି ମନ୍ଦକାର୍ୟ୍ଯରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।
Isaiah 44:21
ସହ ଯାକୁବ,ସହ ଇଶ୍ରାଲୟଲ, ତୁମ୍ଲଭମାଲନ ଏହିସବୁ କଥା ସ୍ମରଣ କର। ତୁମ୍ଭମାନଙ୍କୁ ଆମ୍ଲଭ ସୃଷ୍ଟି କରିଅଛୁ।ସତଣୁ ତୁମ୍ଲଭମାଲନ ଆମ୍ଭର ଦାସ।ସହ ଇଶ୍ରାଲୟଲ, ଆମ୍ଭକୁ ଭୁଲିବ ନାହିଁ।
Psalm 67:7
ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
Psalm 25:7
ମୁଁ ୟୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ୟାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମାେତେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାରେ ବାନ୍ଧି ରଖ।
Exodus 2:24
ପରମେଶ୍ବର ସମାନଙ୍କେର ଆତୁର ଡାକ ଶୁଣିଲେ। ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିଯମ ସ୍ମରଣ କଲେ।
Genesis 8:1
ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।
Genesis 2:17
କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସହେି ବୃକ୍ଷର ଫଳ ଖାଇବ ତୁମ୍ଭେ ସହେି ଦିନ ମରିବ!
Acts 10:4
କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଚାହିଁଲେ ଏବଂ ଭୟ ରେ କହିଲେ, ମହାଶୟ, ଆପଣ କ'ଣ ଚ଼ାହାଁନ୍ତି?