Psalm 118:24
ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି। ଆସ ଆମ୍ଭମାନେେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
Psalm 118:24 in Other Translations
King James Version (KJV)
This is the day which the LORD hath made; we will rejoice and be glad in it.
American Standard Version (ASV)
This is the day which Jehovah hath made; We will rejoice and be glad in it.
Bible in Basic English (BBE)
This is the day which the Lord has made; we will be full of joy and delight in it.
Darby English Bible (DBY)
This is the day that Jehovah hath made; we will rejoice and be glad in it.
World English Bible (WEB)
This is the day that Yahweh has made. We will rejoice and be glad in it!
Young's Literal Translation (YLT)
This `is' the day Jehovah hath made, We rejoice and are glad in it.
| This | זֶה | ze | zeh |
| is the day | הַ֭יּוֹם | hayyôm | HA-yome |
| which the Lord | עָשָׂ֣ה | ʿāśâ | ah-SA |
| made; hath | יְהוָ֑ה | yĕhwâ | yeh-VA |
| we will rejoice | נָגִ֖ילָה | nāgîlâ | na-ɡEE-la |
| and be glad | וְנִשְׂמְחָ֣ה | wĕniśmĕḥâ | veh-nees-meh-HA |
| in it. | בֽוֹ׃ | bô | voh |
Cross Reference
Psalm 84:10
ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।
Isaiah 58:13
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନ ରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫରୋଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀଯ ବୋଲି କୁହ, ଆଉ ନିଜ କାର୍ୟ୍ଯ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ ;
Zechariah 3:9
ଯିହାଶୂେୟଙ୍କ ସମ୍ମୁଖ ରେ ଆମ୍ଭେ ଯେଉଁ ସ୍ବତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସହେି ପ୍ରସ୍ତର ରେ ସାତଟି ଚକ୍ଷୁ ଅଛି। ସହେି ସ୍ବତନ୍ତ୍ର ପ୍ରସ୍ତର ଉପ ରେ ଆମ୍ଭେ ବାର୍ତ୍ତା ଖାଦେନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦଖାଇବେ।
Nehemiah 8:10
ଆଉ ସେ ସମାନଙ୍କେୁ କହିଲେ, ଘରକୁ ୟାଅ, ଚିକ୍କଣ ଦ୍ରବ୍ଯ ଭୋଜନ କର, ସୁମିଷ୍ଟ ଦ୍ରବ୍ଯ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହାଇେ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହବେ।
1 Kings 8:66
ଅଷ୍ଟମ ଦିନ ରେ ଶଲୋମନ ସେ ଲୋକମାନଙ୍କୁ ବିଦାଯ ଦେଲେ। ସମସ୍ତ ଲୋକେ ରାଜାଙ୍କୁ ଧନ୍ଯବାଦ ଦଇେ ସମାନଙ୍କେର ଘରକୁ ଗଲେ। ସଦାପ୍ରଭୁ ନିଜର ଦାସ ଦାଉଦଙ୍କ ପ୍ରତି ଓ ନିଜର ସନ୍ତାନ ଇଶ୍ରାୟେଲ ପ୍ରତି ଯେଉଁସବୁ ମଙ୍ଗଳବିଧାନ କଲେ, ତାହା ହୃଦଯଙ୍ଗମ କରି ପ୍ରେତ୍ୟକକ ନିଜ ନିଜ ତମ୍ବୁକୁ ପ୍ରତ୍ଯାବର୍ତ୍ତନ କଲେ।
Matthew 28:1
ବିଶ୍ରାମଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ୍ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।
John 20:19
ସଦେିନ ରବିବାର ଥିଲା। ସନ୍ଧ୍ଯା ରେ ସବୁ ଶିଷ୍ଯମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟ ରେ ଶିଷ୍ଯମାନେ ଘରର ସବୁ କବାଟ ବନ୍ଦ କରିଦଇେଥିଲେ। ତା'ପରେ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହାଇେ ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
Acts 20:7
ମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହବୋ ବେଳେ ପାଉଲ ସମାନଙ୍କେୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଚ଼ାଲିୟିବା ପାଇଁ ଯୋଜନା କରି ମଧ୍ଯରାତ୍ରି ପର୍ୟ୍ଯନ୍ତ ସମାନଙ୍କେୁ ଉପଦେଶ ଦେଲେ।
2 Chronicles 20:26
ଚତୁର୍ଥ ଦିନ ୟିହୋଶାଫଟ୍ ଓ ତାଙ୍କର ସୈନ୍ଯଦଳ ବରାଖା ଉପତ୍ୟକା ରେ ମିଳିତ ହେଲେ। ସହେି ସ୍ଥାନ ରେ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କଲେ। ତେଣୁ ସହେି ସ୍ଥାନର ନାମ ଆଜି ପର୍ୟ୍ଯନ୍ତ ବରଖା ଉପତ୍ୟକା ହାଇେଅଛି।
Revelation 1:10
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।