Psalm 119:94
ମୁଁ ତୁମ୍ଭର, ତଣେୁ ମାେତେ ରକ୍ଷା କର। କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ବଷେଣ କରିଅଛ।
Psalm 119:94 in Other Translations
King James Version (KJV)
I am thine, save me: for I have sought thy precepts.
American Standard Version (ASV)
I am thine, save me; For I have sought thy precepts.
Bible in Basic English (BBE)
I am yours, O be my saviour; for my desire has been for your rules.
Darby English Bible (DBY)
I am thine, save me; for I have sought thy precepts.
World English Bible (WEB)
I am yours. Save me, for I have sought your precepts.
Young's Literal Translation (YLT)
I `am' Thine, save Thou me, For Thy precepts I have sought.
| I | לְֽךָ | lĕkā | LEH-ha |
| am thine, save | אֲ֭נִי | ʾănî | UH-nee |
| for me; | הוֹשִׁיעֵ֑נִי | hôšîʿēnî | hoh-shee-A-nee |
| I have sought | כִּ֖י | kî | kee |
| thy precepts. | פִקּוּדֶ֣יךָ | piqqûdêkā | fee-koo-DAY-ha |
| דָרָֽשְׁתִּי׃ | dārāšĕttî | da-RA-sheh-tee |
Cross Reference
Joshua 10:4
ମାେ ନିକଟକକ୍ସ୍ଟ ଆସ ଏବଂ ଗିବିଯୋନକକ୍ସ୍ଟ ଆକ୍ରମଣ କରିବା ପାଇଁ ସାହାୟ୍ଯ କର। ଗିବିଯୋନୀଯମାନେ ଯିହାଶୂେୟ ଓ ଇଶ୍ରାୟେଲୀୟ ବାସୀମାନଙ୍କ ସହିତ ଶାନ୍ତିଚକ୍ସ୍ଟକ୍ତି କରିଛନ୍ତି।
Zephaniah 3:17
ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦଖାଇବେେ। ଆଉ ମଧ୍ଯ ସେ ଦଖାଇେ ଦବେେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହବେେ, ଭୋଜି ରେ ଆନନ୍ଦ କଲାପରି ହବେେ।
Isaiah 64:8
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭମାନେେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।
Isaiah 44:5
ଜଲଣ କହିବ, ଆମ୍ଲଭ ସଦାପ୍ରଭୁଙ୍କର,' ଅନ୍ୟ ଜଲଣ ଯାକୁବ'ସବାଲି ନିଜକୁ କହିବ ; ଆଉସକହି 'ସଦାପ୍ରଭୁଙ୍କର' ସ୍ବାକ୍ଷର ନିଜ ହାତସର କରିବ ଓ ଅନ୍ୟସକହି 'ଇଶ୍ରାଲୟଲର ନାମସର ନିଜକୁ ପରିଚଯ ଦଲବ।'
Isaiah 44:2
ଆମ୍ଲଭ ସଦାପ୍ରଭୁସଯ କି ତୁମ୍ଭକୁ ଗଢ଼ିଲଲ ମାତୃ ଗର୍ଭରୁ ତୁମ୍ଭକୁସଯ ନିର୍ମାଣ କଲଲ। ୟିଏ ତୁମ୍ଭକୁ ସାହାୟ୍ଯ କଲଲ,ସସହି ସଦାପ୍ରଭୁ କୁହନ୍ତି,ସହ ଆମ୍ଭର ଦାସ ଯାକୁବ,ସହ ଆମ୍ଭର ମଲନାନୀତ ଶିଶୁଗଣ, ଭୟ କର ନାହିଁ।
Isaiah 41:8
ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।
Psalm 119:173
ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି। ତଣେୁ ମାରେ ସାହାୟ୍ଯ ପାଇଁ ବାହାରି ଆସ।
Psalm 119:40
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ। ତୁମ୍ଭର ଧର୍ମରେ ମାେତେ ବଞ୍ଚିବାକୁ ଦିଅ।
Psalm 119:27
ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମାେତେ ବୁଝିବା ପାଇଁ ସାହାୟ୍ଯ କର। ତବେେ ମୁଁ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ଗଭୀରତମ ଭାବିବି।
Psalm 86:2
ମୁଁ ତୁମ୍ଭର ଭକ୍ତ, ଦୟାକରି ମାେ ଜୀବନକୁ ରକ୍ଷା କର! ମୁଁ ତୁମ୍ଭର ଦାସ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।
Acts 27:23
ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,