Psalm 12

fullscreen1 ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।

fullscreen2 ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ଯା କହନ୍ତି। ପ୍ରେତ୍ୟକକ ମଣିଷ ଆଜି ଚାଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ଯା କଥାରେ ଭୁଲାଇ କହନ୍ତି।

fullscreen3 ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।

fullscreen4 ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।

fullscreen5 କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।

fullscreen6 ସଦାପ୍ରଭୁଙ୍କର ବାକ୍ଯସବୁ ସତ୍ଯ ଓ ନିର୍ମଳ। ୟାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସଗେୁଡିକୁ ସାତଥର ତରଳା ୟାଇଥିବା ରୂପା ପରି ଶୁଦ୍ଧ।

fullscreen7 ହେ ସଦାପ୍ରଭୁ, ସହେି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସମାନଙ୍କେୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।

1 Help, Lord; for the godly man ceaseth; for the faithful fail from among the children of men.

2 They speak vanity every one with his neighbour: with flattering lips and with a double heart do they speak.

3 The Lord shall cut off all flattering lips, and the tongue that speaketh proud things:

4 Who have said, With our tongue will we prevail; our lips are our own: who is lord over us?

5 For the oppression of the poor, for the sighing of the needy, now will I arise, saith the Lord; I will set him in safety from him that puffeth at him.

6 The words of the Lord are pure words: as silver tried in a furnace of earth, purified seven times.

7 Thou shalt keep them, O Lord, thou shalt preserve them from this generation for ever.

Psalm 12 in Tamil and English

1 ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।
Help, Lord; for the godly man ceaseth; for the faithful fail from among the children of men.

2 ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ଯା କହନ୍ତି। ପ୍ରେତ୍ୟକକ ମଣିଷ ଆଜି ଚାଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ଯା କଥାରେ ଭୁଲାଇ କହନ୍ତି।
They speak vanity every one with his neighbour: with flattering lips and with a double heart do they speak.

3 ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।
The Lord shall cut off all flattering lips, and the tongue that speaketh proud things:

4 ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।
Who have said, With our tongue will we prevail; our lips are our own: who is lord over us?

5 କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।
For the oppression of the poor, for the sighing of the needy, now will I arise, saith the Lord; I will set him in safety from him that puffeth at him.

6 ସଦାପ୍ରଭୁଙ୍କର ବାକ୍ଯସବୁ ସତ୍ଯ ଓ ନିର୍ମଳ। ୟାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସଗେୁଡିକୁ ସାତଥର ତରଳା ୟାଇଥିବା ରୂପା ପରି ଶୁଦ୍ଧ।
The words of the Lord are pure words: as silver tried in a furnace of earth, purified seven times.

7 ହେ ସଦାପ୍ରଭୁ, ସହେି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସମାନଙ୍କେୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
Thou shalt keep them, O Lord, thou shalt preserve them from this generation for ever.