Psalm 121

1 ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ?

2 ମାରେ ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିବ ୟିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।

3 ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।

4 ଇଶ୍ରାୟେଲର ରକ୍ଷାକର୍ତ୍ତା କବେେ ନିଦ୍ରା ଯିବେ ନାହିଁ। କି କବେେ ଶାଇେବେ ନାହିଁ।

5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।

6 ଦିନରେ ସୂର୍ୟ୍ଯ ତୁମ୍ଭକୁ ଆଘାତ କରିପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିପାରିବ ନାହିଁ।

7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।

8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

1 A Song of degrees.

2 I will lift up mine eyes unto the hills, from whence cometh my help.

3 My help cometh from the Lord, which made heaven and earth.

4 He will not suffer thy foot to be moved: he that keepeth thee will not slumber.

5 Behold, he that keepeth Israel shall neither slumber nor sleep.

6 The Lord is thy keeper: the Lord is thy shade upon thy right hand.

7 The sun shall not smite thee by day, nor the moon by night.

8 The Lord shall preserve thee from all evil: he shall preserve thy soul.

9 The Lord shall preserve thy going out and thy coming in from this time forth, and even for evermore.