Psalm 125

1 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖନ୍ତି ସମାନେେ ସିୟୋନ୍ ପର୍ବତ ତୁଲ୍ଯ। ସମାନେେ କବେେ ମଧ୍ଯ ଥରିବେ ନାହିଁ। ସମାନେେ ନିତ୍ଯସ୍ଥାଯୀ ହାଇେ ବଞ୍ଚି ରହିବେ।

2 ୟମେନ୍ତ ୟିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସହେିପରି ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା'ନ୍ତି। ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।

3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିଯନ୍ତ୍ରଣରେ ରଖିପାରିବେ ନାହିଁ। ୟଦି ଏପରି ଘଟିଲା, ତବେେ ଧାର୍ମିକ ଲୋକମାନେ ଅଧର୍ମ କାର୍ୟ୍ଯ କରିବାକୁ ଆରମ୍ଭ କରିଦବେେ।

4 ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦଯ ସହିତ ଲୋକମାନଙ୍କର ମଙ୍ଗଳ କର।

5 ସଦାପ୍ରଭୁ, ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।

1 A Song of degrees.

2 They that trust in the Lord shall be as mount Zion, which cannot be removed, but abideth for ever.

3 As the mountains are round about Jerusalem, so the Lord is round about his people from henceforth even for ever.

4 For the rod of the wicked shall not rest upon the lot of the righteous; lest the righteous put forth their hands unto iniquity.

5 Do good, O Lord, unto those that be good, and to them that are upright in their hearts.

6 As for such as turn aside unto their crooked ways, the Lord shall lead them forth with the workers of iniquity: but peace shall be upon Israel.