Psalm 128

fullscreen1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।

fullscreen2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହବେ ଓ ତୁମ୍ଭର ମଙ୍ଗଳ ହବେ।

fullscreen3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।

fullscreen4 ୟିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହବେ।

fullscreen5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ଆଉ ୟିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।

1 Blessed is every one that feareth the Lord; that walketh in his ways.

2 For thou shalt eat the labour of thine hands: happy shalt thou be, and it shall be well with thee.

3 Thy wife shall be as a fruitful vine by the sides of thine house: thy children like olive plants round about thy table.

4 Behold, that thus shall the man be blessed that feareth the Lord.

5 The Lord shall bless thee out of Zion: and thou shalt see the good of Jerusalem all the days of thy life.

Psalm 128 in Tamil and English

1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।
Blessed is every one that feareth the Lord; that walketh in his ways.

2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହବେ ଓ ତୁମ୍ଭର ମଙ୍ଗଳ ହବେ।
For thou shalt eat the labour of thine hands: happy shalt thou be, and it shall be well with thee.

3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।
Thy wife shall be as a fruitful vine by the sides of thine house: thy children like olive plants round about thy table.

4 ୟିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହବେ।
Behold, that thus shall the man be blessed that feareth the Lord.

5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ଆଉ ୟିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
The Lord shall bless thee out of Zion: and thou shalt see the good of Jerusalem all the days of thy life.